ଓଡ଼ିଆ ଓଡ଼ିଆ ବାଇବେଲ ଯିହିଜିକଲ ଯିହିଜିକଲ 17 ଯିହିଜିକଲ 17:23 ଯିହିଜିକଲ 17:23 ଚିତ୍ର English

ଯିହିଜିକଲ 17:23 ଚିତ୍ର

ମୁଁ ସ୍ବଯଂ ଇଶ୍ରାୟେଲର ଉଚ୍ଚତମ ପର୍ବତ ରେ ସହେି ଅଗ୍ରଭାଗକୁ ରୋପଣ କରିବି। ତହିଁରେ ସହେି ଅଗ୍ରଭାଗ ବଢ଼ିବ ଏବଂ ଏକ ଶାଖାବିଶିଷ୍ଟ ବୃକ୍ଷ ହବେ ଏବଂ ଏଥି ରେ ଫଳ ଫଳିବ। ଏହା ଏକ ସୁନ୍ଦର ଏରସ ବୃକ୍ଷ ହବେ। ତହିଁରେ ସବୁ ଜାତିର ପକ୍ଷୀମାନେ ବସା କରିବେ। ଆଉ ମଧ୍ଯ ସମାନେେ ତାହାର ଶାଖାଗୁଡ଼ିକର ଛାଯା ରେ ବାସ କରିବେ।
Click consecutive words to select a phrase. Click again to deselect.
ଯିହିଜିକଲ 17:23

ମୁଁ ସ୍ବଯଂ ଇଶ୍ରାୟେଲର ଉଚ୍ଚତମ ପର୍ବତ ରେ ସହେି ଅଗ୍ରଭାଗକୁ ରୋପଣ କରିବି। ତହିଁରେ ସହେି ଅଗ୍ରଭାଗ ବଢ଼ିବ ଏବଂ ଏକ ଶାଖାବିଶିଷ୍ଟ ବୃକ୍ଷ ହବେ ଏବଂ ଏଥି ରେ ଫଳ ଫଳିବ। ଏହା ଏକ ସୁନ୍ଦର ଏରସ ବୃକ୍ଷ ହବେ। ତହିଁରେ ସବୁ ଜାତିର ପକ୍ଷୀମାନେ ବସା କରିବେ। ଆଉ ମଧ୍ଯ ସମାନେେ ତାହାର ଶାଖାଗୁଡ଼ିକର ଛାଯା ରେ ବାସ କରିବେ।

ଯିହିଜିକଲ 17:23 Picture in Oriya