Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Ezekiel 2 KJV ASV BBE DBY WBT WEB YLT

Ezekiel 2 in Oriya WBT Compare Webster's Bible

Ezekiel 2

1 ଅନନ୍ତର ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହବେି।

2 ତା'ପ ରେ ଏକ ଆତ୍ମା ମାେ ମଧିଅରେ ପ୍ରବେଶ କରି ମାେତେ ଠିଆ କରାଇଲା। ତାପ ରେ ସହେି ସ୍ବର ମାେ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା।

3 ତା'ପ ରେ ସେ ମାେତେ କହିଲା, ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲର ସନ୍ତାନଗଣଙ୍କ ନିକଟକୁ ପ୍ ରରଣେ କରୁଛି। ସମାନେେ ଏକ ବିଦ୍ରୋହୀ ଜାତି। ସମାନେେ ଓ ସମାନଙ୍କେର ପୂର୍ବପୁରୁଷଗଣ ମାେ ବିରୁଦ୍ଧ ରେ ବିଦ୍ରୋହ କଲେ ଓ ଆଜି ପର୍ୟ୍ଯନ୍ତ ପାପ କରି ଚାଲିଛନ୍ତି।

4 ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।'

5 ସମାନେେ ବିଦ୍ରୋହୀ ବଂଶ, ସମାନେେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭମାନେେ ଏହିସବୁ କଥା ନିଶ୍ଚଯ କହିବ, ଯାହା ଫଳ ରେ ସମାନେେ ଜାଣିବେ ଯେ, ସମାନଙ୍କେ ମଧିଅରେ ଜଣେ ଭବିଷ୍ଯତବକ୍ତା ପହଞ୍ଚିଛନ୍ତି।

6 ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍‌ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ।

7 ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସମାନଙ୍କେୁ କୁହ କାରଣ ସମାନେେ ଅତ୍ଯନ୍ତ ବିଦ୍ରୋହୀ।

8 ହେ ମନୁଷ୍ଯ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ଯ ବିଦ୍ରୋହୀ ହୁଅ ନାହିଁ ; ନିଜର ମୁଖ ଖାେଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।

9 ତା'ପ ରେ ମୁଁ ଦେଖିଲି ଏକ ହସ୍ତ ମାେ ଆଡ଼େ ପ୍ରସାରିତ ହେଲା। ସେ ହାତ ରେ ଲଖାେଥିବା ଏକ ନଳାକାର ପୁସ୍ତକ ଥିଲା।

10 ଆଉ ମୁଁ ସହେି ଗୁଡ଼ା ହାଇେଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲଖାେ ହାଇେଥିବାର ଦେଖିଲି। ଆଉ ସେଥି ରେ ବିଳାପ, ଶାେକ ଓ ସନ୍ତାପର କଥା ଲିଖିତ ଥିଲା।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close