ଯିହିଜିକଲ 40:38 in Oriya

ଓଡିଆ ଓଡିଆ ବାଇବେଲ ଯିହିଜିକଲ ଯିହିଜିକଲ 40 ଯିହିଜିକଲ 40:38

Ezekiel 40:38
ପ୍ରେତ୍ୟକକ ଫାଟକର ତ୍ବରଣ ନିକଟରେ ଏକ ଦ୍ବାର ବିଶିଷ୍ଟ ଏକ କଠାେରୀ ଥିଲା। ସଠାେ ରେ ଯାଜକମାନେ ହାମବେଳି ଧୌତ କଲେ।

Ezekiel 40:37Ezekiel 40Ezekiel 40:39

Ezekiel 40:38 in Other Translations

King James Version (KJV)
And the chambers and the entries thereof were by the posts of the gates, where they washed the burnt offering.

American Standard Version (ASV)
And a chamber with the door thereof was by the posts at the gates; there they washed the burnt-offering.

Bible in Basic English (BBE)
And there was a room with a door in the covered way of the doorway, where the burned offering was washed.

Darby English Bible (DBY)
And there was a cell and its entry by the posts of the gates; there they rinsed the burnt-offering.

World English Bible (WEB)
A chamber with the door of it was by the posts at the gates; there they washed the burnt offering.

Young's Literal Translation (YLT)
And the chamber and its opening `is' by the posts of the gates, there they purge the burnt-offering.

And
the
chambers
וְלִשְׁכָּ֣הwĕliškâveh-leesh-KA
and
the
entries
וּפִתְחָ֔הּûpitḥāhoo-feet-HA
posts
the
by
were
thereof
בְּאֵילִ֖יםbĕʾêlîmbeh-ay-LEEM
of
the
gates,
הַשְּׁעָרִ֑יםhaššĕʿārîmha-sheh-ah-REEM
where
שָׁ֖םšāmshahm
washed
they
יָדִ֥יחוּyādîḥûya-DEE-hoo

אֶתʾetet
the
burnt
offering.
הָעֹלָֽה׃hāʿōlâha-oh-LA

Cross Reference

ଦିତୀୟ ବଂଶାବଳୀ 4:6
ଶଲୋମନ ଦଶଟି ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ। ସେ ପାଞ୍ଚଟି ପ୍ରକ୍ଷାଳନ ପାତ୍ର ସହେି ବୃହତ୍ କୁଣ୍ତର ଦକ୍ଷିଣ ପାଶର୍‌ବ ରେ ଏବଂ ଅନ୍ୟ ପାଞ୍ଚଟି ପ୍ରକ୍ଷାଳନ ପାତ୍ର ତାହାର ବାମ ପାଶର୍‌ବ ରେ ରଖିଲେ। ହାମବେଳିକୁ ଉତ୍ସର୍ଗ କରିବା ପରେ ଧୋଇବ ନିମନ୍ତେ ଏହି ଦଶଟି ପ୍ରକ୍ଷାଳନ ପାତ୍ର ବ୍ଯବହାର କରାୟାଏ। ମାତ୍ର ବୃହତ୍ ପିତ୍ତଳ କୁଣ୍ଡ ରେ କବଳେ ଯାଜକମାନେ ପ୍ରକ୍ଷାଳନ କରିବେ।

ଲେବୀୟ ପୁସ୍ତକ 1:9
ମାତ୍ର ସହେି ଯାଜକ ଅନ୍ତ ଅଂଶ ଓ ଗୋଡ ଜଳ ରେ ଧୌତ କରିବେ ତା'ପରେ ଯାଜକ ୟଜ୍ଞବଦେୀ ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହାମବେଳି ହବେ। ଏବଂ ତାହା ସଦାପ୍ରଭୁଙ୍କୁ ସୁବାସିତ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 8:21
ଏହାଥିଲା ସଦାପ୍ରଭୁଙ୍କ ପାଇଁ ହାମବେଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନବୈେଦ୍ଯ। ମାଶାେ ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଥିଲେ।

ପ୍ରଥମ ରାଜାବଳୀ 6:8
ତଳ କଠାେରୀଗୁଡିକର ପ୍ରବେଶ ପଥ ଦକ୍ଷିଣ ଦିଗ ରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦଇେ ମଧ୍ଯମ ଚଟାଣ କୋଠରୀଗୁଡିକୁ ଓ ତୃତୀୟ ଚଟାଣ ରେ କଠାେରୀଗୁଡିକୁ ଯାଉଥିଲେ।

ଯିହିଜିକଲ 40:12
ପ୍ରତି କଠାେରୀର ସମ୍ମୁଖ ରେ ଏ ପାଖ ରେ ଏକ ହାତ ଓସାର ଓ ସେ ପାଖ ରେ ଏକ ହାତ ଲମ୍ବା ; େଛାଟ କାନ୍ଥ ଥିଲା। ଆଉ ପ୍ରେତ୍ୟକକ କଠାେରୀ ଛଅହାତ ବର୍ଗ ପରିମିତ ଥିଲା।

ଯିହିଜିକଲ 40:17
ତା'ପ ରେ ସେ ମାେତେ ବାହାର ଅଗଣାକୁ ଆଣିଲେ। ମୁଁ ଦେଖିଲି ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ କେତକେ କଠାେରୀ ଓ ନିର୍ମିତ ଚଟାଣ ଥିଲା। ସହେି ଚଟାଣ ଉପ ରେ ତିରିଶଟି କଠାେରୀ ଥିଲା।

ଯିହିଜିକଲ 41:10
ଆଉ ଯାଜକମାନଙ୍କର କୋଠରୀଗୁଡ଼ିକ କୋଡ଼ିଏ ହାତ ପ୍ରସ୍ଥ ଥିଲା ଏବଂ ମନ୍ଦିର ଚାରିପଟେ ଥିଲା।

ଯିହିଜିକଲ 42:13
ତହୁଁ ସେ ମାେତେ କହିଲେ, ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗ ରେ ଯେଉଁ କଠାେରୀଗୁଡ଼ିକ ଅଛି ସେସବୁ ପବିତ୍ର କଠାେରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସମାନେେ ସଠାେ ରେ ମହାପବିତ୍ର ଦ୍ରବ୍ଯସବୁ ଭୋଜନ କରିବେ। ଆଉ ସହେି ସ୍ଥାନ ରେ ସମାନେେ ମହାପବିତ୍ର ଦ୍ରବ୍ଯସବୁ ଓ ଭକ୍ଷ୍ଯ ନବୈେଦ୍ଯ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସହେି ସ୍ଥାନ ଅତି ପବିତ୍ର ଅଟେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:22
ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।