Genesis 32

fullscreen24 ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ଯ ତାଙ୍କ ସହିତ ସକାଳ ପର୍ୟ୍ଯନ୍ତ ମଲ୍ଲ ୟୁଦ୍ଧ କଲେ।

fullscreen25 ସହେି ଲୋକଟି ଦେଖିଲା ସେ ଯାକୁବକୁ ପରାସ୍ତ କରିପାରିବ ନାହିଁ। ତେଣୁ ସେ ଯାକୁବର ଗୋଡ଼କୁ ଟାଣି ଦବୋରୁ ତା'ର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।

fullscreen26 ଆଉ ସହେି ଲୋକଟି ଯାକୁବକୁ କହିଲା, ମାେତେ ୟିବାକୁ ଦିଅ କାରଣ ପ୍ରଭାତ ହାଇଗେଲା।

fullscreen27 ଏବଂ ସହେି ଲୋକଟି ତାଙ୍କୁ କହିଲା, ତୁମ୍ଭର ନାମ କ'ଣ?

fullscreen28 ଏହାପରେ ସହେି ମନୁଷ୍ଯଟି କହିଲା, ଆଉ ତୁମ୍ଭର ନାମ ଯାକୁବ ହବେ ନାହିଁ। ତୁମ୍ଭର ନାମ ଇଶ୍ରାୟେଲ ହବେ ଏବଂ ତୁମ୍ଭେ ସହେି ନାମ ରେ ପରିଚିତ ହବେ କାରଣ ତୁମ୍ଭେ ପରମେଶ୍ବରଙ୍କ ସହିତ ଏବଂ ଲୋକମାନଙ୍କ ସହିତ ୟୁଦ୍ଧ କରି ଜଯଲାଭ କଲ।

fullscreen29 ଏହାପରେ ଯାକୁବ ତାଙ୍କୁ ପଚାରିଲା, ଦୟାକରି ତୁମ୍ଭର ନାମ କୁହ।

fullscreen30 ତେଣୁ ଯାକୁବ ସହେି ସ୍ଥାନର ନାମ ପନୂଯଲେ ଦେଲେ। ତା'ପରେ ସେ କହିଲେ, ମୁଁ ପରମେଶ୍ବରଙ୍କୁ ମୁହାଁମୁହିଁ ଦେଖିଲେ ବି ମାରେ ଜୀବନ ବଞ୍ଚି ରହିଲା।

fullscreen31 ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।

24 And Jacob was left alone; and there wrestled a man with him until the breaking of the day.

25 And when he saw that he prevailed not against him, he touched the hollow of his thigh; and the hollow of Jacob’s thigh was out of joint, as he wrestled with him.

26 And he said, Let me go, for the day breaketh. And he said, I will not let thee go, except thou bless me.

27 And he said unto him, What is thy name? And he said, Jacob.

28 And he said, Thy name shall be called no more Jacob, but Israel: for as a prince hast thou power with God and with men, and hast prevailed.

29 And Jacob asked him, and said, Tell me, I pray thee, thy name. And he said, Wherefore is it that thou dost ask after my name? And he blessed him there.

30 And Jacob called the name of the place Peniel: for I have seen God face to face, and my life is preserved.

31 And as he passed over Penuel the sun rose upon him, and he halted upon his thigh.

Genesis 32 in Tamil and English

24 ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ଯ ତାଙ୍କ ସହିତ ସକାଳ ପର୍ୟ୍ଯନ୍ତ ମଲ୍ଲ ୟୁଦ୍ଧ କଲେ।
And Jacob was left alone; and there wrestled a man with him until the breaking of the day.

25 ସହେି ଲୋକଟି ଦେଖିଲା ସେ ଯାକୁବକୁ ପରାସ୍ତ କରିପାରିବ ନାହିଁ। ତେଣୁ ସେ ଯାକୁବର ଗୋଡ଼କୁ ଟାଣି ଦବୋରୁ ତା'ର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।
And when he saw that he prevailed not against him, he touched the hollow of his thigh; and the hollow of Jacob’s thigh was out of joint, as he wrestled with him.

26 ଆଉ ସହେି ଲୋକଟି ଯାକୁବକୁ କହିଲା, ମାେତେ ୟିବାକୁ ଦିଅ କାରଣ ପ୍ରଭାତ ହାଇଗେଲା।
And he said, Let me go, for the day breaketh. And he said, I will not let thee go, except thou bless me.

27 ଏବଂ ସହେି ଲୋକଟି ତାଙ୍କୁ କହିଲା, ତୁମ୍ଭର ନାମ କ'ଣ?
And he said unto him, What is thy name? And he said, Jacob.

28 ଏହାପରେ ସହେି ମନୁଷ୍ଯଟି କହିଲା, ଆଉ ତୁମ୍ଭର ନାମ ଯାକୁବ ହବେ ନାହିଁ। ତୁମ୍ଭର ନାମ ଇଶ୍ରାୟେଲ ହବେ ଏବଂ ତୁମ୍ଭେ ସହେି ନାମ ରେ ପରିଚିତ ହବେ କାରଣ ତୁମ୍ଭେ ପରମେଶ୍ବରଙ୍କ ସହିତ ଏବଂ ଲୋକମାନଙ୍କ ସହିତ ୟୁଦ୍ଧ କରି ଜଯଲାଭ କଲ।
And he said, Thy name shall be called no more Jacob, but Israel: for as a prince hast thou power with God and with men, and hast prevailed.

29 ଏହାପରେ ଯାକୁବ ତାଙ୍କୁ ପଚାରିଲା, ଦୟାକରି ତୁମ୍ଭର ନାମ କୁହ।
And Jacob asked him, and said, Tell me, I pray thee, thy name. And he said, Wherefore is it that thou dost ask after my name? And he blessed him there.

30 ତେଣୁ ଯାକୁବ ସହେି ସ୍ଥାନର ନାମ ପନୂଯଲେ ଦେଲେ। ତା'ପରେ ସେ କହିଲେ, ମୁଁ ପରମେଶ୍ବରଙ୍କୁ ମୁହାଁମୁହିଁ ଦେଖିଲେ ବି ମାରେ ଜୀବନ ବଞ୍ଚି ରହିଲା।
And Jacob called the name of the place Peniel: for I have seen God face to face, and my life is preserved.

31 ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।
And as he passed over Penuel the sun rose upon him, and he halted upon his thigh.