Bible

Genesis 8 - WEB (Oriya)

1 God remembered Noah, all the animals, and all the cattle that were with him in the ark; and God made a wind to pass over the earth. The waters subsided.ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।

2 The deep's fountains and the sky's windows were also stopped, and the rain from the sky was restrained.ଆକାଶରୁ ବର୍ଷା ପଡ଼ିବା ବନ୍ଦ ହାଇଗେଲା ଏବଂ ଧରିତ୍ରୀ ତଳେ ଜଳଷୋର୍ତ ବନ୍ଦ ହାଇଗେଲା। ଆକାଶସ୍ଥ ଦ୍ବାର ସକଳ ବନ୍ଦ ହାଇଗେଲା।

3 The waters receded from off the earth continually. After the end of one hundred fifty days the waters decreased.ପୃଥିବୀକୁ ଆଚ୍ଛାଦନ କରିଥିବା ପାଣି ତଳକୁ ତଳକୁ ଚାଲିଗଲା।ଏବଂ 15 0ଦିନପରେ ଜଳ ପତ୍ତନ ଧି ରଧେି ରେ କମିଗଲା।

4 The ark rested in the seventh month, on the seventeenth day of the month, on Ararat's mountains.ଏହାପରେ ସପ୍ତଦଶ ମାସର ସପ୍ତଦଶ ଦିନ ରେ ଆରାରଟ ପର୍ବତ ଉପରେ ଜାହାଜ ଲାଗି ରହିଲା।

5 The waters receded continually until the tenth month. In the tenth month, on the first day of the month, the tops of the mountains were seen.ଏହିପରି ଦଶମମାସ ପର୍ୟ୍ଯନ୍ତ ଜଳ କ୍ରମଶଃ କମିଲା। ସହେି ଦଶମ ମାସର ପ୍ରଥମ ଦିନ ରେ ପର୍ବତଗଣର ଶୃଂଗ ଦଖାଗେଲା।

6 It happened at the end of forty days, that Noah opened the window of the ark which he had made,ଏହାପରେ ଆହୁରି ଚ଼ାଳିଶ ଦିନ ୟିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।

7 and he sent forth a raven. It went back and forth, until the waters were dried up from off the earth.ତା'ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସହେି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ୟ୍ଯନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା।

8 He sent forth a dove from him, to see if the waters were abated from off the surface of the ground,ପୁନଶ୍ଚ ନୋହ ଏକ କପୋତକୁ ଛାଡ଼ିଲେ, ଜାଣିବା ପାଇଁ ସବୁ ଜଳ ପୃଥିବୀରୁ ଶୁଖି ଗଲାଣି କି ନାହିଁ।

9 but the dove found no place to rest her foot, and she returned to him into the ark; for the waters were on the surface of the whole earth. He put forth his hand, and took her, and brought her to him into the ark.ସହେି କପୋତଟି କୌଣସିଠା ରେ ବିଶ୍ରାମ ନବୋକୁ ସ୍ଥାନ ନପାଇ ଫରେିଆସିଲା। କାରଣ ସେ ପର୍ୟ୍ଯନ୍ତ ପୃଥିବୀ ଉପରେ ଜଳରାଶି ବୁଡ଼ି କରିଥିଲା। ନୋହ ହାତ ବଢ଼ାଇ କପୋତକୁ ଧରି ଜାହାଜ ମଧ୍ଯକୁ ନେଲେ।

10 He stayed yet another seven days; and again he sent forth the dove out of the ark.ସାତଦିନ ପରେ, ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ।

11 The dove came back to him at evening, and, behold, in her mouth was an olive leaf plucked off. So Noah knew that the waters were abated from off the earth.ସହେି ଦିନ ସଂଧ୍ଯା ସମୟରେ ସହେି କପୋତଟି ତା'ର ଥଣ୍ଟ ରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ୟାଇଅଛି।

12 He stayed yet another seven days, and sent forth the dove; and she didn't return to him any more.ସାତଦିନ ଗଲାପରେ ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ। କିନ୍ତୁ କପୋତ ଆଉ ଫରେିଲା ନାହିଁ।

13 It happened in the six hundred first year, in the first month, the first day of the month, the waters were dried up from off the earth. Noah removed the covering of the ark, and looked. He saw that the surface of the ground was dried.ଏହାପରେ, ନୋହ ଜାହାଜର ଦ୍ବାର ଖାଲିେଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ୟାଇଛି। ଏହାଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହକୁ ସେତବେେଳେ 601 ବର୍ଷ ହାଇେଥିଲା।

14 In the second month, on the twenty-seventh day of the month, the earth was dry.ଦ୍ବିତିଯ ମାସର ଶତାଇଶ ଦିନ ବଳକେୁଭୂମି ପୁରା ଶୁଖିୟାଇଥିଲା

15 God spoke to Noah, saying,ଏହାପରେ ପରମେଶ୍ବର ନୋହଙ୍କୁ କହିଲେ,

16 "Go forth from the ark, you, and your wife, and your sons, and your sons' wives with you.ଜାହାଜକୁ ପରିତ୍ଯାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ

17 Bring forth with you every living thing that is with you of all flesh, including birds, cattle, and every creeping thing that creeps on the earth; that they may breed abundantly in the earth, and be fruitful, and multiply on the earth."ତୁମ୍ଭ ସହିତ ସମସ୍ତ ପଶୁଗୁଡିକୁ ବାହାର କରି ଆଣ । ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସମାନେେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।

18 Noah went forth, with his sons, his wife, and his sons' wives with him.ତେଣୁ ନୋହ ତା'ର ସ୍ତ୍ରୀ ଓ ତା'ର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ।

19 Every animal, every creeping thing, and every bird, whatever moves on the earth, after their families, went forth out of the ark.ସମସ୍ତ ପଶୁ ଏବଂ ସମସ୍ତ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।

20 Noah built an altar to Yahweh, and took of every clean animal, and of every clean bird, and offered burnt offerings on the altar.ଏହାପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ନୋହ ସେଥି ରେ ଶୁଚ଼ିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ବ ରେ ନବୈେଦ୍ଯ ଦେଲେ।

21 Yahweh smelled the sweet savor. Yahweh said in his heart, "I will not again curse the ground any more for man's sake, because the imagination of man's heart is evil from his youth; neither will I ever again strike everything living, as I have done.ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।

22 While the earth remains, seed time and harvest, and cold and heat, and summer and winter, and day and night shall not cease."ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।

Oriya Bible