Hebrews 3

fullscreen1 ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।

fullscreen2 ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।

fullscreen3 ଯେତବେେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନା ରେ ସହେି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ମାଶାଙ୍କେ ତୁଳନା ରେ ଯୀଶୁ ଅଧିକ ସମ୍ମାନର ଯୋଗ୍ଯ।

fullscreen4 ପ୍ରେତ୍ୟକକ ଘର କୌଣସି ଲୋକ ଦ୍ବାରା ନିର୍ମିତ।

fullscreen5 କିନ୍ତୁ ପରମେଶ୍ବର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ବରଙ୍କ ଗୃହ ରେ ମାଶାେ ଜଣେ ସବେକ ରୂପେ ବିଶ୍ବସ୍ତ ଥିଲେ। ପରମେଶ୍ବର ଭବିଷ୍ଯତ ରେ ଯାହା କିଛି କହିବେ, ସେ ଲୋକମାନଙ୍କୁ ସହେି କଥା କହିଥିଲେ।

fullscreen6 କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।

1 Wherefore, holy brethren, partakers of the heavenly calling, consider the Apostle and High Priest of our profession, Christ Jesus;

2 Who was faithful to him that appointed him, as also Moses was faithful in all his house.

3 For this man was counted worthy of more glory than Moses, inasmuch as he who hath builded the house hath more honour than the house.

4 For every house is builded by some man; but he that built all things is God.

5 And Moses verily was faithful in all his house, as a servant, for a testimony of those things which were to be spoken after;

6 But Christ as a son over his own house; whose house are we, if we hold fast the confidence and the rejoicing of the hope firm unto the end.

Hebrews 3 in Tamil and English

1 ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।
Wherefore, holy brethren, partakers of the heavenly calling, consider the Apostle and High Priest of our profession, Christ Jesus;

2 ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।
Who was faithful to him that appointed him, as also Moses was faithful in all his house.

3 ଯେତବେେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନା ରେ ସହେି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ମାଶାଙ୍କେ ତୁଳନା ରେ ଯୀଶୁ ଅଧିକ ସମ୍ମାନର ଯୋଗ୍ଯ।
For this man was counted worthy of more glory than Moses, inasmuch as he who hath builded the house hath more honour than the house.

4 ପ୍ରେତ୍ୟକକ ଘର କୌଣସି ଲୋକ ଦ୍ବାରା ନିର୍ମିତ।
For every house is builded by some man; but he that built all things is God.

5 କିନ୍ତୁ ପରମେଶ୍ବର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ବରଙ୍କ ଗୃହ ରେ ମାଶାେ ଜଣେ ସବେକ ରୂପେ ବିଶ୍ବସ୍ତ ଥିଲେ। ପରମେଶ୍ବର ଭବିଷ୍ଯତ ରେ ଯାହା କିଛି କହିବେ, ସେ ଲୋକମାନଙ୍କୁ ସହେି କଥା କହିଥିଲେ।
And Moses verily was faithful in all his house, as a servant, for a testimony of those things which were to be spoken after;

6 କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।
But Christ as a son over his own house; whose house are we, if we hold fast the confidence and the rejoicing of the hope firm unto the end.