ଯିଶାଇୟ 18

1 ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସହେି ଦେଶ ପୋକମାନଙ୍କର ପକ୍ଷର ଶବ୍ଦ ରେ ପରିପୂର୍ଣ୍ଣ।

2 ସେ ସମୁଦ୍ର ପଥରେ ନଳ ନିର୍ମିତ ନେ ୗକା ରେ ଦୂତମାନଙ୍କୁ ପ୍ ରରଣେ କରିବେ, କ୍ଷିପ୍ର ଗତି ରେ ଚାଲୁଥିବା ଦୂତମାନଙ୍କୁ,

3 ଲକ୍ଷ୍ଯ କର, ସେ ଗୋଷ୍ଠୀ ପ୍ରତି କିଛି ଅଘଟଣ ଘଟିବ। ଜଗତର ସମସ୍ତ ନିବାସୀ ଦେଖିବେ ସହେି ଗୋଷ୍ଠୀ ବିନଷ୍ଟ ହେଉଛି। ସମସ୍ତ ଲୋକ ସ୍ପଷ୍ଟ ଭାବରେ ଦେଖି ପାରିବେ ଯେପରି ପର୍ବତ ଉପ ରେ ଧ୍ବଜା ଉଡ଼ି ସଙ୍କତେ ଦିଏ। ସହେି ଦୀର୍ଘକାଯ ଲୋକମାନଙ୍କର ଅନିଷ୍ଟ ଘଟିବ, ଏହା ଜଗତବାସୀ ଗ୍ରହଣ କରିବେ। ୟୁଦ୍ଧ ରେ ତୂରୀ ବାଜି ଘାଷେଣା କଲାପରି ସମାନେେ ସ୍ପଷ୍ଟ ଭାବରେ ଏହା ଶୁଣିବେ।

4 ସଦାପ୍ରଭୁ କହିଲେ, ମୁଁ ମାରେ ବାସ ସ୍ଥାନ ରେ ରହି ଶାନ୍ତ ଭାବରେ ଏହିସବୁ ଘଟିବାର ନିରୀକ୍ଷଣ କରିବ।

5 ଗ୍ରୀଷ୍ମକାଳୀନ ମଧ୍ଯାହ୍ନ ସମୟର ପ୍ରଚଣ୍ଡ ତାପ ରେ ଲୋକ ବିଶ୍ରାମ କରିବା ପରି, ଶସ୍ଯ ଛଦନକୋଳୀନ ଶିଶିର ୟୁକ୍ତ ମେଘପରି କ୍ଷାନ୍ତ ହାଇେ ନିରୀକ୍ଷଣ କରିବି। ତା'ପ ରେ ଭୟଙ୍କର ଘଟଣା ଘଟିବ। ଯଥା ସମୟରେ ଦ୍ରାକ୍ଷାଲତା ରେ ଫୁଲ ଫୁଟିବ ଓ ନୂତନ ଦ୍ରାକ୍ଷା ଲତା ଜନ୍ମିବ। ମାତ୍ର ଫଳ ଅମଳ ପୂର୍ବରୁ ଶତ୍ରୁମାନେ ଆସିବେ ଓ ଗଛଗୁଡ଼ିକୁ କାଟି ପକାଇବେ। ସମାନେେ ଶାଖାଗୁଡ଼ିକୁ କାଟି ଫିଙ୍ଗି ଦବେେ।

6 ସହେି ଦ୍ରାକ୍ଷାଗୁଡ଼ିକୁ ପର୍ବତର ପକ୍ଷୀଗଣ ଓ ବଣର ପଶୁଗଣ ଭକ୍ଷଣ କରିବେ। ଦୂରସ୍ଥ ପକ୍ଷୀଗଣ ସହେି ଦ୍ରାକ୍ଷା ରେ ଗ୍ରୀଷ୍ମକାଳ କଟାଇବେ ଏବଂ ବନ୍ଯ ପଶୁଗଣ ସହେି ଦ୍ରାକ୍ଷା ଫଳ ରେ ଶୀତକାଳ କଟାଇବେ।'

7 ସହେି ସମୟରେ ଏକ ସ୍ବତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହବେ। ସହେି ନବୈେଦ୍ଯ ସହେି ଦୀର୍ଘକାଯ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନ ରେ ଲୋକମାନେ ଏହି ଦୀର୍ଘକାଯ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସମାନେେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସହେି ଦେଶ ନଦନଦୀ ଦ୍ବାରା ବିଭକ୍ତ ହାଇେଛି। ସହେି ନବୈେଦ୍ଯ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।

1 Woe to the land shadowing with wings, which is beyond the rivers of Ethiopia:

2 That sendeth ambassadors by the sea, even in vessels of bulrushes upon the waters, saying, Go, ye swift messengers, to a nation scattered and peeled, to a people terrible from their beginning hitherto; a nation meted out and trodden down, whose land the rivers have spoiled!

3 All ye inhabitants of the world, and dwellers on the earth, see ye, when he lifteth up an ensign on the mountains; and when he bloweth a trumpet, hear ye.

4 For so the Lord said unto me, I will take my rest, and I will consider in my dwelling place like a clear heat upon herbs, and like a cloud of dew in the heat of harvest.

5 For afore the harvest, when the bud is perfect, and the sour grape is ripening in the flower, he shall both cut off the sprigs with pruning hooks, and take away and cut down the branches.

6 They shall be left together unto the fowls of the mountains, and to the beasts of the earth: and the fowls shall summer upon them, and all the beasts of the earth shall winter upon them.

7 In that time shall the present be brought unto the Lord of hosts of a people scattered and peeled, and from a people terrible from their beginning hitherto; a nation meted out and trodden under foot, whose land the rivers have spoiled, to the place of the name of the Lord of hosts, the mount Zion.

Cross Reference

ଏଜ୍ରା 9:6
ହେ ମାରେ ପରମେଶ୍ବର,

ହୋଶେୟ 5:5
ଇଶ୍ରାୟେଲର ଗର୍ବ ସମାନଙ୍କେ ବିରୁଦ୍ଧ ରେ ସାକ୍ଷୀ ଦବେ। ତେଣୁ ଇଶ୍ରାୟେଲ ଓ ଇଫ୍ରଯିମ ସମାନଙ୍କେ ପାପ ଯୋଗୁଁ ପତିତ ହବେେ। ଯିହୁଦାର ମଧ୍ଯ ସମାନଙ୍କେର ସହିତ ପତନ ହବେ।

ଯିରିମିୟ 14:7
ହେ ସଦାପ୍ରଭୁ, ଆମ୍ଭମାନେେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭମାନେେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାେଶ କାର୍ୟ୍ଯ କର ଓ ଆମ୍ଭମାନଙ୍କୁ ସାହାୟ୍ଯ କର। କାରଣ ଆମ୍ଭମାନେେ ବହୁବାର ତୁମ୍ଭକୁ ପରିତ୍ଯାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।

ଯିହିଜିକଲ 23:2
ହେ ମନୁଷ୍ଯ ପୁତ୍ର, ସଠାେ ରେ ଏକ ମାତାର କନ୍ଯା ଦୁଇ ଭଉଣୀ ଥିଲେ।

ଯିହିଜିକଲ 24:6
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ୟିରୁଶାଲମ, ଏକ ରକ୍ତାକ୍ତ ନଗରୀ। ସହେି ହଣ୍ଡା, ଯାହା ମଧିଅରେ କଳଙ୍କ ରହିଛି ଓ ଯାହାର କଳଙ୍କ ତା' ମଧ୍ଯରୁ ଦୂର ହାଇେ ନାହିଁ। ପାତ୍ର ମଧ୍ଯରୁ ପ୍ରେତ୍ୟକକ ମାଂସ ଖଣ୍ଡ ବାହାର କର। କ'ଣ ଖାଇବାକୁ ହବେ ଓ କ'ଣ ଖାଇବାକୁ ନ ହବେ ସେଥିପାଇଁ ଗୁଳାବାଣ୍ଟ କର ନାହିଁ, ଏହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରିଦିଅ।

ଦାନିଏଲ 9:5
ମାତ୍ର, ହେ ସଦାପ୍ରଭୁ, ଆମ୍ଭମାନେେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହାଇେଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ଯାଗ କରିଅଛୁ।

ହୋଶେୟ 4:2
ଏହି ଲୋକମାନେ ଶପଥ, ମିଥ୍ଯା, ହତ୍ଯା ଓ ଗ୍ଭରେି କରନ୍ତି। ସମାନେେ ବ୍ଯଭିଗ୍ଭରିତାର ପାପ ଦ୍ବାରା ସନ୍ତାନ ଲାଭ କରନ୍ତି। ସମାନେେ ବାରମ୍ବାର ନରହତ୍ଯା କରନ୍ତି।

ହୋଶେୟ 7:10
ଇଫ୍ରଯିମର ଗର୍ବ ତା' ବିରୁଦ୍ଧ ରେ ସାକ୍ଷୀ ଦିଏ। ଯଦିଓ ଲୋକମାନଙ୍କର ଅନକଗେୁଡିଏ ଦୁଃଖ ଥିଲା, ତଥାପି ସମାନେେ ସଦାପ୍ରଭୁଙ୍କ ନିକଟକୁ ଫରେି ନଥିଲେ କି ସଦାପ୍ରଭୁଙ୍କର ସାହାୟ୍ଯ ମାଗି ନ ଥିଲେ।

ମାଥିଉଲିଖିତ ସୁସମାଚାର 23:32
ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:19
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:15
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।

ଯିହିଜିକଲ 22:24
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦେଶକୁ କୁହ, ତୁମ୍ଭେ ଏକ ଦେଶ ଯାହାକୁ କବେେ ପବିତ୍ର କରାୟାଇ ନାହିଁ। ସଠାେ ରେ ବର୍ଷା ଅସରାଏ ହାଇେ ନାହିଁ।

ଯିହିଜିକଲ 22:2
ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଏହି ରକ୍ତପାତ ନଗରୀର ବିଚାର କରିବ ? ତବେେ ତାହାର ଘୃଣା ଯୋଗ୍ଯ ସମସ୍ତ କ୍ରିଯା ଏହାକୁ ଜ୍ଞାତ କରାଅ।

ଯିହିଜିକଲ 16:51
ପରମେଶ୍ବର କହିଲେ, ଶମରିଯା ତୁମ୍ଭ ପାପସବୁର ଅର୍ଦ୍ଧକେ ପାପ କରି ନାହିଁ। ତୁମ୍ଭର ବ୍ଯବହାର ତା' (ସ୍ତ୍ରୀ) ଅପେକ୍ଷା ଅଧିକ ଖରାପ, ଯେଉଁସବୁ ଘୃଣ୍ଯ କର୍ମ ତୁମ୍ଭର ଭଉଣୀକୁ ଧାର୍ମିକ ଆବିର୍ଭାବ କରିବା ପାଇଁ କଲ।

ନିହିମିୟା 9:33
ତଥାପି ଆମ୍ଭମାନଙ୍କ ଉପରେ ଆଜି ପର୍ୟ୍ଯନ୍ତ ଯାହା ଯାହା ଘଟିଅଛି, ସେ ସବୁ ରେ ତୁମ୍ଭେ ଧର୍ମମଯ ଅଟ। କାରଣ ତୁମ୍ଭେ ସତ୍ଯ ବ୍ଯବହାର କରିଅଛ। ମାତ୍ର ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।

ଯିଶାଇୟ 1:4
ଇଶ୍ରାୟେଲ ଗୋଷ୍ଠୀ ପାପ ରେ ପରିପୂର୍ଣ୍ଣ। ସମାନେେ ଅଧର୍ମ ଓ ପାପ ରେ ଭାରାକ୍ରାନ୍ତ। ସମାନେେ ଏକ ଭ୍ରଷ୍ଟାଚାରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଛନ୍ତି। ସମାନେେ ଇଶ୍ରାୟେଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସମାନେେ ତାଙ୍କୁ ଜଣେ ଅଜଣାବ୍ଯକ୍ତି ପରି ବ୍ଯବହାର କରିଛନ୍ତି ଓ ଛାଡ଼ି ଚାଲିୟାଇଛନ୍ତି।

ଯିଶାଇୟ 3:9
ସମାନଙ୍କେର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହବୋର ପରିଚଯ ମିଳେ। ଆଉମଧ୍ଯ ସମାନେେ ସମାନଙ୍କେର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସମାନେେ ସମାନଙ୍କେର ପାପକୁ ଗୋପନ ରଖନ୍ତି। ଏହା ସମାନଙ୍କେ ପାଇଁ କୁଫଳ ହବେ କାରଣ ସମାନେେ ନିଜେ ନିଜର ଅନିଷ୍ଟ କରିବାକୁ ୟାଆନ୍ତି।

ଯିରିମିୟ 3:2
ନିଷ୍ଫଳ ପର୍ବତକୁ ଦେଖ। କେଉଁଠା ରେ ତୁମ୍ଭେ ବ୍ଯଭିଚାର କରି ନାହଁ ? ଯେପରି ଜଣେ ଆରବୀଯ ଲୋକ ପ୍ରାନ୍ତର ରେ ବ ସେ, ସହେିପରି ତୁମ୍ଭେ ସମାନଙ୍କେ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ବାସନୀଯତା ଓ ଦୁଷ୍କର୍ମ ଦ୍ବାରା ଦେଶକୁ 'ଅଶୁଚି' କରିଅଛ।

ଯିରିମିୟ 5:3
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।

ଯିରିମିୟ 5:25
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅମଙ୍ଗଳ ଘଟାଇଅଛି। ତୁମ୍ଭମାନଙ୍କର ପାପ ସଦାପ୍ରଭୁଙ୍କ ମଙ୍ଗଳ ପଦାର୍ଥ ଉପଭୋଗରୁ ତୁମ୍ଭମାନଙ୍କୁ ନିବୃତ୍ତ କରିଅଛି।

ଯିରିମିୟ 7:8
ମାତ୍ର ତୁମ୍ଭମାନେେ ମିଥ୍ଯା କଥା ରେ ବିଶ୍ବାସ କରୁଅଛ ଯାହାକି ମୂଲ୍ଯହୀନ।

ଯିହିଜିକଲ 5:6
ଆଉ ୟିରୁଶାଲମର ଲୋକମାନେ ଦୁଷ୍ଟତା କରି ସହେି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ୍ ଶାସନାବଳି ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶ ସମୂହର ଅପେକ୍ଷା ଆମ୍ଭ ବିଧି ସକଳର ବିରୁଦ୍ଧ ରେ ବିଦ୍ରୋହାଚରଣ କରିଅଛନ୍ତି। କାରଣ ସମାନେେ ଆମ୍ଭର ଶାସନାବଳି ଅଗ୍ରାହ୍ଯ କରିଅଛନ୍ତି ଓ ଆମ୍ଭର ବିଧିପୂର୍ବକ ପଥରେ ଗମନ କରି ନାହାଁନ୍ତି।

ଯିହିଜିକଲ 7:23
ବନ୍ଦୀମାନଙ୍କ ପାଇଁ ଶିକୁଳି ପ୍ରସ୍ତୁତ କର। କାରଣ ରକ୍ତପାତରୂପ ଅପରାଧ ରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ଯ ରେ ନଗର ପରିପୂର୍ଣ୍ଣ ହବେ।

ଯିହିଜିକଲ 8:8
ତା'ପ ରେ ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ଏହି କାନ୍ଥକୁ ଖୋଳ। ତହୁଁ ମୁଁ ସହେି କାନ୍ଥ ଖୋଳିଲି ଓ ଏକ ସୁନ୍ଦର ଦ୍ବାର ଆବିଷ୍କାର କଲି।

ଏଜ୍ରା 9:13
ହେ ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କର ପ୍ରାପ୍ଯଠାରୁ କମ୍ ଦଣ୍ତ ଦଇେଛ। ଏବଂ ଯଦିଓ ଆମ୍ଭର ପାପ ଓ ଦୋଷ ଯୋଗୁଁ ଏସବୁ ଆମ ପାଖକୁ ଆସିଛି। ଆମ୍ଭମାନଙ୍କ ମଧ୍ଯରୁ କେତକଙ୍କେୁ ଜୀବିତ ରଖିଅଛ।