ଓଡ଼ିଆ ଓଡ଼ିଆ ବାଇବେଲ ଯିଶାଇୟ ଯିଶାଇୟ 25 ଯିଶାଇୟ 25:4 ଯିଶାଇୟ 25:4 ଚିତ୍ର English

ଯିଶାଇୟ 25:4 ଚିତ୍ର

ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।
Click consecutive words to select a phrase. Click again to deselect.
ଯିଶାଇୟ 25:4

ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।

ଯିଶାଇୟ 25:4 Picture in Oriya