Isaiah 28:2
ଦେଖ, ମାରେ ପ୍ରଭୁଙ୍କର ଜଣେ ବଳବାନ୍ ଓ ସାହସୀ ଲୋକ ଅଛି। ସେ ଶିଳାୟୁକ୍ତ ଝଡ଼ ଓ ପ୍ରଳଯକାଳର ବର୍ଷା ବତାସ ପରି ଆସିବ, ଦ୍ରୁତ ଧାବିତ ବନ୍ଯାଜଳ ସଦୃଶ ପ୍ରବାହିତ ହାଇେ ଶକ୍ତିଶାଳୀ ହସ୍ତ ରେ ତାକୁ ଭୂମିରେ ନିକ୍ଷପେ କରିବ।
Isaiah 28:2 in Other Translations
King James Version (KJV)
Behold, the Lord hath a mighty and strong one, which as a tempest of hail and a destroying storm, as a flood of mighty waters overflowing, shall cast down to the earth with the hand.
American Standard Version (ASV)
Behold, the Lord hath a mighty and strong one; as a tempest of hail, a destroying storm, as a tempest of mighty waters overflowing, will he cast down to the earth with the hand.
Bible in Basic English (BBE)
See, the Lord has a strong and cruel one; like a rain of ice, a storm of destruction, like the overflowing of a strong river, he will violently overcome them.
Darby English Bible (DBY)
Behold, the Lord hath a mighty and strong one, as a storm of hail [and] a destroying tempest; as a storm of mighty waters overflowing, shall he cast down to the earth with might.
World English Bible (WEB)
Behold, the Lord has a mighty and strong one; as a tempest of hail, a destroying storm, as a tempest of mighty waters overflowing, will he cast down to the earth with the hand.
Young's Literal Translation (YLT)
Lo, a mighty and strong one `is' to the Lord, As a storm of hail -- a destructive shower, As an inundation of mighty waters overflowing, He cast down to the earth with the hand.
| Behold, | הִנֵּ֨ה | hinnē | hee-NAY |
| the Lord | חָזָ֤ק | ḥāzāq | ha-ZAHK |
| hath a mighty | וְאַמִּץ֙ | wĕʾammiṣ | veh-ah-MEETS |
| one, strong and | לַֽאדֹנָ֔י | laʾdōnāy | la-doh-NAI |
| which as a tempest | כְּזֶ֥רֶם | kĕzerem | keh-ZEH-rem |
| of hail | בָּרָ֖ד | bārād | ba-RAHD |
| destroying a and | שַׂ֣עַר | śaʿar | SA-ar |
| storm, | קָ֑טֶב | qāṭeb | KA-tev |
| as a flood | כְּ֠זֶרֶם | kĕzerem | KEH-zeh-rem |
| mighty of | מַ֣יִם | mayim | MA-yeem |
| waters | כַּבִּירִ֥ים | kabbîrîm | ka-bee-REEM |
| overflowing, | שֹׁטְפִ֛ים | šōṭĕpîm | shoh-teh-FEEM |
| down cast shall | הִנִּ֥יחַ | hinnîaḥ | hee-NEE-ak |
| to the earth | לָאָ֖רֶץ | lāʾāreṣ | la-AH-rets |
| with the hand. | בְּיָֽד׃ | bĕyād | beh-YAHD |
Cross Reference
ଯିହିଜିକଲ 13:11
ଏବଂ ସହେି ଲୋକମାନଙ୍କୁ କୁହ, ଯେଉଁମାନେ ପ୍ରାଚୀରକୁ ଲପନେ କରିଛନ୍ତି, ଏହା ଭୁଷୁଡ଼ି ପଡ଼ିବ। ମୁଁ ବଡ଼ବଡ଼ କୁଆପଥର ପ୍ରବଳ ବୃଷ୍ଟି, ସହିତ ଘୂର୍ଣ୍ଣିବାଯୁ ସହେି ପ୍ରାଚୀରକୁ ଧ୍ବଂସ କରିଦବୋ ପାଇଁ ପଠାଇବି।
ଯିଶାଇୟ 30:30
ପୁଣି ସଦାପ୍ରଭୁ ତାଙ୍କ କୋରଧର ପ୍ରଚଣ୍ଡତା ଉଚ୍ଚସ୍ବର ରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କୋରଧ ରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ଯ ସମସ୍ତ ଜିନିଷ ଭସ୍ମ କରି ଦବେେ। ପୁଣି ସଦାପ୍ରଭୁଙ୍କର କୋରଧ ଝଡ଼, ତାଫୋନ ଓ ଶିଳାବୃଷ୍ଟି ତୁଲ୍ଯ ହବେ।
ନାହୂମ 1:8
କିନ୍ତୁ, ସେ ତାଙ୍କର ଶତୃମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ଯାଜଳ ପରି ସମାନେେ ଧୋଇ ହାଇଯେିବେ। ସେ ଅନ୍ଧକାର ରେ ଶତୃମାନଙ୍କୁ ଗୋଡ଼ାଇବେ।
ଯିଶାଇୟ 29:6
ସର୍ବଶକ୍ତିମାନ ସଦାପ୍ରଭୁ ଭୂମିକମ୍ପ, ଘଡ଼ଘଡ଼ି, ଭୟଙ୍କର ଗର୍ଜନ ଝଡ଼, ଘୂର୍ଣ୍ଣିବାଯୁ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ଆସିବେ ଏବଂ ତାକୁ ଧ୍ବଂସ କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:8
ସେଥିପାଇଁ ଗୋଟିଏ ଦିନ ଭିତ ରେ ଏହି କ୍ଲେଶ ତାକୁ ଆକ୍ରମଣ କରିବ : ମୃତ୍ଯୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା। ସେ ଅଗ୍ନି ରେ ଜଳିୟିବ, କାରଣ ପ୍ରଭୁ ପରମେଶ୍ବର ତା'ର ବିଚାର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।
ମାଥିଉଲିଖିତ ସୁସମାଚାର 7:25
ବର୍ଷା ହେଲା, ବଢି ମାଡି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତାର ମୂଳଦୁଆ ପଥର ଉପରେ ରହିଥଲା।
ଯିହିଜିକଲ 30:10
ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହିଛନ୍ତି, ମୁଁ ବାବିଲର ରାଜା ନବୂଖଦନିତ୍ସରଙ୍କର ହସ୍ତ ରେ ମିଶରର ଧନ ସମ୍ପତ୍ତିକୁ ହସ୍ତାନ୍ତର କରିବି।
ଯିଶାଇୟ 40:10
ଦେଖ, ମାରେପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନଇେ ଆସୁଛନ୍ତି ଓ ତାଙ୍କର ବାହୁ ବଳ ରେ ସେ କତ୍ତୃର୍ତ୍ବ କରିବେ। ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।
ଯିଶାଇୟ 28:15
ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'
ଯିଶାଇୟ 27:1
ସଦେିନ ସଦାପ୍ରଭୁ ଆପଣାର ଦାରୁଣ, ବୃହତ୍ ଓ ଦୃଢ଼ ଖଡ୍ଗ ଦ୍ବାରା ଦ୍ରୁତଗାମୀ ସର୍ପ ଲିବିଯାଥନକୁ ଓ ବକ୍ରଗାମୀ ସର୍ପ ଲିବିଯାଥନକୁ ଶାସ୍ତି ଦବେେ ଓ ସମୁଦ୍ରସ୍ଥ ଦୀର୍ଘକାଯ ଜନ୍ତୁକୁ ସଂହାର କରିବେ।
ଯିଶାଇୟ 25:4
ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।
ଯିଶାଇୟ 9:9
ତାହାପ ରେ ଇଫ୍ରଯିମର ପ୍ରେତ୍ୟକକ ଲୋକ ଓ ଏପରିକି ଶମରିଯାର ପ୍ରାଚୀନଗଣ ଜାଣିବେ ଯେ ପରମେଶ୍ବର ସମାନଙ୍କେୁ ଦଣ୍ଡ ଦେଲେ।
ଯିଶାଇୟ 8:7
ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧ ରେ ଆଣିବି। ସମାନେେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ଯାର ସୋର୍ତ ପରି ପ୍ରବଳ ପରାକ୍ରମୀ ହାଇେ ଆସିବେ। ବନ୍ଯାଜଳ କୂଳ ଲଙ୍ଘନ କଲାପରି ସମାନେେ ସମସ୍ତଙ୍କ ଉପ ରେ ପ୍ରଭାବ ବିସ୍ତାର କରିବେ।