Isaiah 33:2
ସେତବେେଳେ ଲୋକମାନେ କହିବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର। ଆମ୍ଭମାନେେ ତୁମ୍ଭର ଅନୁଗ୍ରହକୁ ଅପେକ୍ଷା କରିଛୁ। ହେ ସଦାପ୍ରଭୁ, ପ୍ରତି ପ୍ରଭାତ ରେ ତୁମ୍ଭେ ଆମ୍ଭମାନଙ୍କର ବାହୁସ୍ବରୂପ ହୁଅ। ସଙ୍କଟ ସମୟରେ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ହୁଅ।
Isaiah 33:2 in Other Translations
King James Version (KJV)
O LORD, be gracious unto us; we have waited for thee: be thou their arm every morning, our salvation also in the time of trouble.
American Standard Version (ASV)
O Jehovah, be gracious unto us; we have waited for thee: be thou our arm every morning, our salvation also in the time of trouble.
Bible in Basic English (BBE)
O Lord, have mercy on us; for we have been waiting for your help: be our strength every morning, our salvation in time of trouble.
Darby English Bible (DBY)
Jehovah, be gracious unto us; we have waited for thee: be their arm every morning, yea, our salvation in the time of trouble.
World English Bible (WEB)
Yahweh, be gracious to us; we have waited for you: be our arm every morning, our salvation also in the time of trouble.
Young's Literal Translation (YLT)
O Jehovah, favour us, for thee we have waited, Be their arm, in the mornings, Yea, our salvation in time of adversity.
| O Lord, | יְהוָ֥ה | yĕhwâ | yeh-VA |
| be gracious | חָנֵּ֖נוּ | ḥonnēnû | hoh-NAY-noo |
| waited have we us; unto | לְךָ֣ | lĕkā | leh-HA |
| for thee: be | קִוִּ֑ינוּ | qiwwînû | kee-WEE-noo |
| arm their thou | הֱיֵ֤ה | hĕyē | hay-YAY |
| every morning, | זְרֹעָם֙ | zĕrōʿām | zeh-roh-AM |
| our salvation | לַבְּקָרִ֔ים | labbĕqārîm | la-beh-ka-REEM |
| also | אַף | ʾap | af |
| in the time | יְשׁוּעָתֵ֖נוּ | yĕšûʿātēnû | yeh-shoo-ah-TAY-noo |
| of trouble. | בְּעֵ֥ת | bĕʿēt | beh-ATE |
| צָרָֽה׃ | ṣārâ | tsa-RA |
Cross Reference
ଯିଶାଇୟ 25:9
ସେତବେେଳେ ଲୋକେ ଏହି କଥା କହିବେ, ଏହି ଆମର ପରମେଶ୍ବର ଯାହାଙ୍କୁ ଆମ୍ଭମାନେେ ବହୁତ ସମୟ ଧରି ଅପେକ୍ଷା କରିଅଛୁଁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣ ରେ ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବୁ, ଯେତବେେଳେ ସେ ଆମ୍ଭକୁ ରକ୍ଷା କରନ୍ତି।'
ଯିଶାଇୟ 30:18
ସେଥି ସକାେଶ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ଯ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହବେେ। କାରଣ ସଦାପ୍ରଭୁ ନ୍ଯାଯ ବିଚାରକାରୀ ପରମେଶ୍ବର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ଯ।
ଯିଶାଇୟ 26:8
ମାତ୍ର ହେ ସଦାପ୍ରଭୁ, ଆମ୍ଭମାନେେ ତୁମ୍ଭ ଶାସନ ମାର୍ଗର ନ୍ଯାଯକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।
ଯିଶାଇୟ 25:4
ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।
ଯିଶାଇୟ 26:16
ହେ ସଦାପ୍ରଭୁ, ସଙ୍କଟ ସମୟରେ ସମାନେେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେୁ ଶାସ୍ତି ଦଲେ, ସମାନେେ ତୁମ୍ଭଙ୍କୁ ପ୍ରାର୍ଥନା ରେ ଡାକିଲେ।
ଯିଶାଇୟ 40:10
ଦେଖ, ମାରେପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନଇେ ଆସୁଛନ୍ତି ଓ ତାଙ୍କର ବାହୁ ବଳ ରେ ସେ କତ୍ତୃର୍ତ୍ବ କରିବେ। ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।
ଯିଶାଇୟ 59:16
ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ। ପୁଣି ମଧ୍ଯସ୍ଥ କହେି ନାହିଁ ବୋଲି ଚମତ୍କୃତ ହେଲେ। ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା।
ଯିରିମିୟ 2:27
ସମାନେେ ଏକ କାଠ ମୁଣ୍ଡାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା' ଓ ଖଣ୍ଡେ ପଥରକୁ କହନ୍ତି, 'ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ।' ସମାନେେ ସେଥିପାଇଁ ଲଜ୍ଜିତ ହବେେ। ପୁଣି ସମାନେେ ଆମ୍ଭ ଆଡ଼କୁ ମୁଖ ନ କରି, ଆମ୍ଭ ଆଡ଼କୁ ପଛପଟ କରିଅଛନ୍ତି। ମାତ୍ର ବିପଦ ସମୟରେ ଯିହୁଦାର ଲୋକମାନେ କହିବେ, 'ତୁମ୍ଭେ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର।'
ଯିରିମିୟ 14:8
ହେ ପରମେଶ୍ବର, ତୁମ୍ଭେ ଇଶ୍ରାୟେଲର ଆଶା ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା! ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧିଅରେ ପ୍ରବାସୀ ତୁଲ୍ଯ ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ଯ ହେଉଅଛି।
ଯିରିମିୟଙ୍କ ବିଳାପ 3:23
ତାହା ପ୍ରତି ପ୍ରଭାତ ରେ ନୂତନ ହାଇେଥାଏ ଓ ସଦାପ୍ରଭୁଙ୍କର ବିଶ୍ବସ୍ତତା ମହାନ୍ ଅଟେ।
ଯିରିମିୟଙ୍କ ବିଳାପ 3:25
ଯେଉଁମାନେ ସଦାପ୍ରଭୁଙ୍କ ଉପ ରେ ସମାନଙ୍କେର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦଯ ତାଙ୍କୁ ଖୋଜେ, ସମାନଙ୍କେ ପ୍ରତି ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି।
ହୋଶେୟ 14:2
କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:3
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣା ରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟ ରେ ସାନ୍ତ୍ବନାଦାତା ପରମେଶ୍ବର।
ଗୀତସଂହିତା 143:8
ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।
ଗୀତସଂହିତା 130:4
ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।
ଗୀତସଂହିତା 123:2
କ୍ରୀତଦାସମାନେ ସମାନଙ୍କେ ଆବଶ୍ଯକ ଦ୍ରବ୍ଯ ପାଇଁ ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଗୀତସଂହିତା 25:3
ହଁ ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସମାନେେ ନିରାଶ ହବେେ ନାହିଁ। କିନ୍ତୁ ବିଶ୍ବାସଘାତକମାନେ ନିରାଶ ହବେେ। ସମାନେେ କିଛି ପାଇବେ ନାହିଁ।
ଗୀତସଂହିତା 27:13
ମୁଁ ପ୍ରକୃତରେ ବିଶ୍ବାସ କରେ ୟେ, ମୃତ୍ଯୁ ପୂର୍ବରୁ ମୁଁ ନିଶ୍ଚଯ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
ଗୀତସଂହିତା 37:39
ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।
ଗୀତସଂହିତା 46:1
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ଗୀତସଂହିତା 46:5
ପରମେଶ୍ବର ସହେି ନଗରୀରେ ବାସ କରନ୍ତି। ଏହା କବେେ ବି ଧ୍ବଂସ ପାଇବ ନାହିଁ। ପରମେଶ୍ବର ଏପରିକି ସୂର୍ୟେ୍ଯାଦଯ ପୂର୍ବରୁ ସାହାୟ୍ଯ କରିବାକୁ ଉପସ୍ଥିତ ଥାନ୍ତି।
ଗୀତସଂହିତା 50:15
ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।
ଗୀତସଂହିତା 60:11
ହେ ପରମେଶ୍ବର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ। ଲୋକମାନେ ଆମ୍ଭମାନଙ୍କୁ ସାହାୟ୍ଯ କରିପାରିବେ ନାହିଁ।
ଗୀତସଂହିତା 62:1
ହଁ, ମାରେ ହୃଦଯ ଶାନ୍ତ ଭାବରେ ପରମେଶ୍ବରଙ୍କ ଅପେକ୍ଷା କରେ। ମାରେ ପରିତ୍ରାଣ ତାଙ୍କଠାରୁ ଅଲଗା।
ଗୀତସଂହିତା 62:5
ହେ ମାରେ ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ବରଙ୍କୁ ଅପେକ୍ଷା କର। କାରଣ ତାଙ୍କଠାରୁ ମାରେ ଆଶା ଆସେ।
ଗୀତସଂହିତା 62:8
ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।
ଗୀତସଂହିତା 90:15
ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ୟନ୍ତ୍ରଣା ଦଲେ। ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ୟପରେି ୟଥାର୍ଥ।
ଗୀତସଂହିତା 91:15
ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।
ଯାତ୍ରା ପୁସ୍ତକ 14:27
ତେଣୁ ମାଶାେ ତାଙ୍କର ହସ୍ତ ସମୁଦ୍ର ଉପରେ ବିସ୍ତାର କଲେ। ଏହାପରେ ଠିକ୍ ସୂର୍ େଯ୍ଯାଦଯ ପୂର୍ବରୁ ସମୁଦ୍ର ପୂର୍ବପରି ସମାନ ହାଇଗେଲା। ମିଶରୀଯମାନେ ଦୌଡି ପଳାଇବାକୁ ଚେଷ୍ଟା କରନ୍ତେ ସଦାପ୍ରଭୁ ସମାନଙ୍କେୁ ସମୁଦ୍ର ରେ ନିକ୍ଷପେ କଲେ।