Isaiah 33:6
ହେ ୟିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନ ରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷଯକ, ତାହା ସେ ଦିଅନ୍ତି।
Isaiah 33:6 in Other Translations
King James Version (KJV)
And wisdom and knowledge shall be the stability of thy times, and strength of salvation: the fear of the LORD is his treasure.
American Standard Version (ASV)
And there shall be stability in thy times, abundance of salvation, wisdom, and knowledge: the fear of Jehovah is thy treasure.
Bible in Basic English (BBE)
And she will have no more fear of change, being full of salvation, wisdom, and knowledge: the fear of the Lord is her wealth.
Darby English Bible (DBY)
and he shall be the stability of thy times, the riches of salvation, wisdom and knowledge: the fear of Jehovah shall be your treasure.
World English Bible (WEB)
There shall be stability in your times, abundance of salvation, wisdom, and knowledge: the fear of Yahweh is your treasure.
Young's Literal Translation (YLT)
And hath been the stedfastness of thy times, The strength of salvation, wisdom, and knowledge, Fear of Jehovah -- it `is' His treasure.
| And wisdom | וְהָיָה֙ | wĕhāyāh | veh-ha-YA |
| and knowledge | אֱמוּנַ֣ת | ʾĕmûnat | ay-moo-NAHT |
| shall be | עִתֶּ֔יךָ | ʿittêkā | ee-TAY-ha |
| stability the | חֹ֥סֶן | ḥōsen | HOH-sen |
| of thy times, | יְשׁוּעֹ֖ת | yĕšûʿōt | yeh-shoo-OTE |
| strength and | חָכְמַ֣ת | ḥokmat | hoke-MAHT |
| of salvation: | וָדָ֑עַת | wādāʿat | va-DA-at |
| the fear | יִרְאַ֥ת | yirʾat | yeer-AT |
| Lord the of | יְהוָ֖ה | yĕhwâ | yeh-VA |
| is his treasure. | הִ֥יא | hîʾ | hee |
| אוֹצָרֽוֹ׃ | ʾôṣārô | oh-tsa-ROH |
Cross Reference
ମାଥିଉଲିଖିତ ସୁସମାଚାର 6:33
ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।
ହିତୋପଦେଶ 24:3
ବୁଦ୍ଧି ଓ ଜ୍ଞାନଦ୍ବାରା ଉତ୍ତମ ଗୃହ ନିର୍ମିତ ହୁଏ।
ଗୀତସଂହିତା 112:1
ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,
ଉପଦେଶକ 7:19
ନଗର ରେ ଥିବା ଦଶଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ଯକ୍ତିକୁ ଅଧିକ ଶକ୍ତି ଦିଏ।
ଉପଦେଶକ 9:14
ଅଳ୍ପ ଲୋକ ବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା। ଆଉ ଏକ ମହାରାଜା ତହିଁ ବିରୁଦ୍ଧ ରେ ଆସି ତାହା ବେଷ୍ଟନ କଲେ ଓ ତାହା ବିରୁଦ୍ଧ ରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲେ।
ଯିଶାଇୟ 11:2
ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ।
ଯିଶାଇୟ 38:5
ତୁମ୍ଭେ ହିଜକିଯ ନିକଟକୁ ୟାଅ ଓ ଏହିକଥା କୁହ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ବର ସଦାପ୍ରଭୁ ଏହିକଥା କୁହନ୍ତି, 'ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଓ ତୁମ୍ଭର ଲୋତକ ଦେଖିଅଛୁ। ଆମ୍ଭେ ତୁମ୍ଭର ଆଯୁ ପନ୍ଦରବର୍ଷ ବଢ଼ାଇବା।'
ଯିଶାଇୟ 51:6
ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:10
ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନକଙ୍କେୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁ କିଛି ଅଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:8
ନିଜ ଶରୀର ସାଧନା ଅନକୋଂଶ ରେ ତୁମ୍ଭକୁ ସାହାୟ୍ଯ କରେ। କିନ୍ତୁ ପରମେଶ୍ବରଙ୍କ ଉପାସନା କରିବା ଦ୍ବାରା ତାହା ସମସ୍ତ ବିଷୟ ରେ ତୁମ୍ଭକୁ ସାହାୟ୍ଯ କରେ। ଏହା ବର୍ତ୍ତମାନର ଜୀବନ ରେ ଓ ଭବିଷ୍ଯତ ରେ ଜୀବନ ରେ ମଧ୍ଯ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:6
ଯଦି ଜଣେ ଲୋକ ତା ପାଖ ରେ ଯାହା ଅଛି, ସତେିକି ରେ ସନ୍ତୁଷ୍ଟ ରହେ, ତା ହେଲେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ ଦ୍ବାରା ସହେି ଲୋକ ବହୁତ ଧନୀ ହାଇଯୋଏ।
ଉପଦେଶକ 7:12
କାରଣ ଧନ ଯେପରି ଆଶ୍ରଯ ସ୍ବରୂପ, ଜ୍ଞାନ ହିଁ ସହେିପରି ଆଶ୍ରଯ ସ୍ବରୂପ ଅଟେ। ଜ୍ଞାନ ଥିବାର ଲାଭ ଏହି ଯେ, ଯେଉଁମାନଙ୍କର ଜ୍ଞାନ ଅଛି ସମାନଙ୍କେର ଜୀବନକୁ ଏହା ସୁରକ୍ଷା କରେ।
ହିତୋପଦେଶ 29:4
ରାଜା ସୁବିଚାର ଦ୍ବାରା ତାଙ୍କର ଦେଶକୁ ପ୍ରତିଷ୍ଠିତ କରେ। କିନ୍ତୁ ଜଣେ ୟିଏ ଲାଞ୍ଚକୁ ଭଲପାଏ, ସେ ଏହାକୁ ଧ୍ବଂସ କରେ।
ହିତୋପଦେଶ 28:15
ଯମେନ୍ତ ଗର୍ଜନକାରୀ ସିଂହ ଓ ଭ୍ରମଣକାରୀ ଭଲ୍ଲୁକ, ଠିକ୍ ସହେିପରି ଦୀନହୀନ ପ୍ରଜାଙ୍କ ଉପ ରେ ଦୁଷ୍ଟ ଶାସନକର୍ତ୍ତା ଅଟନ୍ତି।
ଦିତୀୟ ବଂଶାବଳୀ 32:20
ରାଜା ହିଜକିଯ ଓ ଆମାେସ୍ଙ୍କ ପୁତ୍ର ଭବିଷ୍ଯତ୍ବକ୍ତା ଯିଶାଇୟ ଏହି ସମସ୍ଯା ସମ୍ବନ୍ଧ ରେ ପ୍ରାର୍ଥନା କଲେ। ସମାନେେ ସ୍ବର୍ଗ ପ୍ରତି ଅତି ଉଚ୍ଚସ୍ବର ରେ ପ୍ରାର୍ଥନା କଲେ।
ଦିତୀୟ ବଂଶାବଳୀ 32:27
ହିଜକିଯ ଅନକେ ଧନସଂପଦ ଓ ସମ୍ମାନ ଲାଭ କଲେ। ସେ ରୂପା, ସୁନା, ବହୁମୂଲ୍ଯ ମଣିମୁକ୍ତା, ମସଲା, ଢ଼ାଲ ଓ ସମସ୍ତ ପ୍ରକାର ଦ୍ରବ୍ଯ ରଖିବା ନିମନ୍ତେ ସ୍ଥାନସବୁ ନିର୍ମାଣ କଲେ।
ଗୀତସଂହିତା 27:1
ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।
ଗୀତସଂହିତା 28:8
ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।
ଗୀତସଂହିତା 45:4
ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।
ଗୀତସଂହିତା 140:7
ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ୟିଏକି ମାେତେ ରକ୍ଷା କଲେ। ତୁମ୍ଭେ ମାରେ ମସ୍ତକର ରକ୍ଷାକବଚ, ୟାହା ମାରେ ୟୁବ ସମଯରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।
ହିତୋପଦେଶ 14:27
ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।
ହିତୋପଦେଶ 15:16
ଅଶାନ୍ତି ୟୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟୟୁକ୍ତ ଅଳ୍ପ ସମ୍ପତ୍ତି ଭଲ।
ହିତୋପଦେଶ 19:23
ସଦାପ୍ରଭୁ ବିଷଯକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠା ରେ ଥାଏ, ସେ ଶାନ୍ତି ରେ ବାସ କରିପାରିବ। ବିପଦ ତା'ର ନିକଟରେ ୟାଇ ପାରିବ ନାହିଁ।
ହିତୋପଦେଶ 28:2
ଯଦି ଏକ ଦେଶର ଲୋକମାନେ କାହାକୁ ମାନିବେ ନାହିଁ, ତବେେ ସେ ଦେଶର ଅଧିକ ଅଧିପତିମାନେ ସୃଷ୍ଟି ହୁଅନ୍ତି। ମାତ୍ର ସମାନେେ ଖୁବ୍ କମ୍ ସମୟ ପାଇଁ ଶାସନ କରନ୍ତି। କିନ୍ତୁ ଦେଶର ଧାର୍ମିକ ଶାସନକର୍ତ୍ତା ଥିଲେ, ସେ ଅଧିକ ଦିନ ଶାସନ କରିବେ।
ଯିରିମିୟ 22:15
ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି ? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।