Isaiah 41:4
କିଏ ଆଦ୍ଯରୁ ପୁରୁଷକୁ ପୁରୁଷ ଧରି ଏକ କାର୍ୟ୍ଯ ସାଧନ କରିଅଛି ? ଆମ୍ଭେ ସଦାପ୍ରଭୁ ଆଦି ଓ ଶଷେକାଳ ପର୍ୟ୍ଯନ୍ତ ସଙ୍ଗ ରେ ଥାଉ, ଆମ୍ଭେ ସହେି ଅଟୁ।
Isaiah 41:4 in Other Translations
King James Version (KJV)
Who hath wrought and done it, calling the generations from the beginning? I the LORD, the first, and with the last; I am he.
American Standard Version (ASV)
Who hath wrought and done it, calling the generations from the beginning? I, Jehovah, the first, and with the last, I am he.
Bible in Basic English (BBE)
Whose purpose and work was it? His who sent out the generations from the start. I the Lord, the first, and with the last, I am he.
Darby English Bible (DBY)
Who hath wrought and done [it], calling the generations from the beginning? I, Jehovah, the first; and with the last, I [am] HE.
World English Bible (WEB)
Who has worked and done it, calling the generations from the beginning? I, Yahweh, the first, and with the last, I am he.
Young's Literal Translation (YLT)
Who hath wrought and done, Calling the generations from the first? I, Jehovah, the first, and with the last I `am' He.
| Who | מִֽי | mî | mee |
| hath wrought | פָעַ֣ל | pāʿal | fa-AL |
| and done | וְעָשָׂ֔ה | wĕʿāśâ | veh-ah-SA |
| calling it, | קֹרֵ֥א | qōrēʾ | koh-RAY |
| the generations | הַדֹּר֖וֹת | haddōrôt | ha-doh-ROTE |
| from the beginning? | מֵרֹ֑אשׁ | mērōš | may-ROHSH |
| I | אֲנִ֤י | ʾănî | uh-NEE |
| the Lord, | יְהוָה֙ | yĕhwāh | yeh-VA |
| the first, | רִאשׁ֔וֹן | riʾšôn | ree-SHONE |
| with and | וְאֶת | wĕʾet | veh-ET |
| the last; | אַחֲרֹנִ֖ים | ʾaḥărōnîm | ah-huh-roh-NEEM |
| I | אֲנִי | ʾănî | uh-NEE |
| am he. | הֽוּא׃ | hûʾ | hoo |
Cross Reference
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:13
ଆମ୍ଭେ ପ୍ରଥମ ଓ ଶଷେ ; କ ଓ କ୍ଷ, ଆଦି ଓ ଅନ୍ତ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:17
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।
ଯିଶାଇୟ 48:12
ହେ ଯାକୁବ, ଆମ୍ଭ ଆହୂତ ଇଶ୍ରାୟେଲ, ତୁମ୍ଭମାନେେ ଆମ୍ଭ କଥାକୁ ଶ୍ରବଣ କର। ଆମ୍ଭେ ହେଉଛୁ ଆଦ୍ଯ ଓ ଅନ୍ତ।
ଯିଶାଇୟ 46:10
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
ଯିଶାଇୟ 41:26
କିଏ ଆଦ୍ଯରୁ ଏହା ପ୍ରକାଶ କରିଅଛି ? ତାହା ହେଲେ ଆମ୍ଭମାନେେ ପରମେଶ୍ବର ବୋଲି ଜାଣିବା। ତୁମ୍ଭମାନଙ୍କ ମଧ୍ଯରୁ କହେି ଜଣେ ପ୍ରକାଶ କରିଅଛି କି? ଆମ୍ଭେ ତୁମ୍ଭକୁ ଧାର୍ମିକ ବୋଲି କହିବୁ। ନା, ପ୍ରକାଶକାରୀ କହେି ନାହିଁ କି ଦଖାଇବୋ ଲୋକ କହେି ନାହିଁ। ତୁମ୍ଭମାନଙ୍କ କଥା ଶୁଣିବା ଲୋକ ମଧ୍ଯ କହେି ନାହିଁ।
ଯିଶାଇୟ 43:10
ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭର ସାକ୍ଷୀ ଓ ତୁମ୍ଭମାନେେ ମାରେ ମନୋନୀତ ଦାସ। କାରଣ ତୁମ୍ଭମାନେେ ମାଠାେ ରେ ବିଶ୍ବାସ ରଖନ୍ତୁ ବୋଲି ପ୍ରଚାର କରିବ ଓ ଆମ୍ଭେ ସହେି ଅଟୁ ବୋଲି ସମାନେେ ଯେପରି ବୁଝିବେ। ଆମ୍ଭେ ପ୍ରକୃତ ପରମେଶ୍ବର, ପୂର୍ବରୁ କହେି ପରମେଶ୍ବର ନ ଥିଲେ କି ପ ରେ କହେି ଈଶ୍ବର ହବେେ ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:8
ପ୍ରଭୁ ପରମେଶ୍ବର କହନ୍ତି, ମୁଁ ଆରମ୍ଭ ଓ ଶଷେ (ଆଲ୍ଫା ଓ ଓମଗୋ) ମୁଁ ବର୍ତ୍ତମାନ ଅଛି, ଅତୀତ ରେ ଥିଲି ଓ ଭବିଷ୍ଯତ୍ ରେ ମଧ୍ଯ ରହିଥିବି। ମୁଁ ସର୍ବଶକ୍ତିମାନ।
ଯିଶାଇୟ 44:6
ସଦାପ୍ରଭୁ ଇଶ୍ରାଲୟଲର ରାଜା।ସସହି ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାଲୟଲର ତ୍ରାଣକର୍ତ୍ତା କୁହନ୍ତି, ଆମ୍ଲଭ ଆଦି ଓ ଅନ୍ତ, ଆମ୍ଭ ବ୍ଯତୀତ ଅନ୍ୟ ପରଲମଶ୍ବର ନାହାଁନ୍ତି।
ଦିତୀୟ ବିବରଣ 32:7
ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହକ୍ସ୍ଟ ପୁରୁଷର ବର୍ଷ ବିବଚେନା କର। ତକ୍ସ୍ଟମ୍ଭ ପିତାଙ୍କୁ ପଗ୍ଭର, ସେ ତୁମ୍ଭକୁ ଜଣାଇବେ। ତୁମ୍ଭର ପ୍ରୀଚୀନମାନଙ୍କୁ ପଗ୍ଭର, ସମାନେେ ତୁମ୍ଭକୁ କହିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:8
ସୁ୍ମର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:11
ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।
ଯିଶାଇୟ 40:26
ଆକାଶକୁ ଦେଖ ! କିଏ ସହେି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି ? କିଏ ସହେି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସମାନଙ୍କେ ନାମ ଧରି ସମାନଙ୍କେୁ ଡ଼ାକନ୍ତି। ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ଯ ହଜେ ନାହିଁ।'
ଯିଶାଇୟ 42:24
ଯାକୁବକୁ ଲୁଣ୍ଠିତ ହବୋ ପାଇଁ ଇଶ୍ରାୟେଲକୁ ଅପହରଣ କରିବା ପାଇଁ କିଏ ଅପହରଣକାରୀଙ୍କ ହସ୍ତ ରେ ସମର୍ପଣ କଲେ ? ଏସବୁ ସଦାପ୍ରଭୁ ହିଁ କରାଇଲେ। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ ଓ ତାଙ୍କ ଦର୍ଶିତ ପଥରେ ଗମନ କରି ନାହୁଁ। ଇଶ୍ରାୟେଲର ଲୋକମାନେ ମଧ୍ଯ ତାଙ୍କ ବାକ୍ଯ ଶୁଣି ନାହାଁନ୍ତି।
ଯିଶାଇୟ 46:3
ହେ ଯାକୁବର ପରିବାର, ହେ ଇଶ୍ରାୟେଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭମାନେେ ଗର୍ଭସ୍ଥ ହବୋ ଦିନଠାରୁ ଆମ୍ଭଦ୍ବାରା ବାହିତ ହାଇେଅଛ।
ଯିଶାଇୟ 48:3
ପୂର୍ବକାଳ ରେ ଯାହା ଘଟିଲା ଆମ୍ଭେ ତାହା ବହୁ ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ। ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ। ଆମ୍ଭେ ତାହା କଲୁ ଓ ଅକସ୍ମାତ ତାହାସବୁ ଘଟିଲା।
ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ମାଥିଉଲିଖିତ ସୁସମାଚାର 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ରେରିତମାନଙ୍କ କାର୍ଯ୍ୟର ବିବରଣ 15:18
ଏହା ୟୁଗ ଆରମ୍ଭରୁ ଜଣାଅଛି।' ଆମାଷେ 9:11-12
ରେରିତମାନଙ୍କ କାର୍ଯ୍ୟର ବିବରଣ 17:26
ପରମେଶ୍ବର ଗୋଟିଏ ମନୁଷ୍ଯଠାରୁ ସମୁଦାୟ ମନୁଷ୍ଯ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସମାନେେ ପୃଥିବୀର ସର୍ବତ୍ର ରଖନ୍ତି। ସେ ସମାନଙ୍କେ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ଯ ସ୍ଥିର କରିଛନ୍ତି,
ଯିଶାଇୟ 40:12
କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?