ଯିଶାଇୟ 53:4 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 53 ଯିଶାଇୟ 53:4

Isaiah 53:4
ମାତ୍ର ସେ ଆମ୍ଭର ଦୁଃଖ ୟାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ଯଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭମାନେେ ତାଙ୍କୁ ପରମେଶ୍ବରଙ୍କ ଦ୍ବାରା ନିର୍ୟ୍ଯାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ।

Isaiah 53:3Isaiah 53Isaiah 53:5

Isaiah 53:4 in Other Translations

King James Version (KJV)
Surely he hath borne our griefs, and carried our sorrows: yet we did esteem him stricken, smitten of God, and afflicted.

American Standard Version (ASV)
Surely he hath borne our griefs, and carried our sorrows; yet we did esteem him stricken, smitten of God, and afflicted.

Bible in Basic English (BBE)
But it was our pain he took, and our diseases were put on him: while to us he seemed as one diseased, on whom God's punishment had come.

Darby English Bible (DBY)
Surely *he* hath borne our griefs and carried our sorrows; and we, we did regard him stricken, smitten of God, and afflicted.

World English Bible (WEB)
Surely he has borne our sickness, and carried our suffering; yet we considered him plagued, struck by God, and afflicted.

Young's Literal Translation (YLT)
Surely our sicknesses he hath borne, And our pains -- he hath carried them, And we -- we have esteemed him plagued, Smitten of God, and afflicted.

Surely
אָכֵ֤ןʾākēnah-HANE
he
חֳלָיֵ֙נוּ֙ḥŏlāyēnûhoh-la-YAY-NOO
hath
borne
ה֣וּאhûʾhoo
griefs,
our
נָשָׂ֔אnāśāʾna-SA
and
carried
וּמַכְאֹבֵ֖ינוּûmakʾōbênûoo-mahk-oh-VAY-noo
our
sorrows:
סְבָלָ֑םsĕbālāmseh-va-LAHM
we
yet
וַאֲנַ֣חְנוּwaʾănaḥnûva-uh-NAHK-noo
did
esteem
חֲשַׁבְנֻ֔הוּḥăšabnuhûhuh-shahv-NOO-hoo
him
stricken,
נָג֛וּעַnāgûaʿna-ɡOO-ah
smitten
מֻכֵּ֥הmukkēmoo-KAY
of
God,
אֱלֹהִ֖יםʾĕlōhîmay-loh-HEEM
and
afflicted.
וּמְעֻנֶּֽה׃ûmĕʿunneoo-meh-oo-NEH

Cross Reference

ପିତରଙ୍କ ପ୍ରଥମ ପତ୍ 2:24
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।

ମାଥିଉଲିଖିତ ସୁସମାଚାର 8:17
ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପରମେଶ୍ବର ଯାହା କହିଥିଲେ ତାହା ସଫଳ ହବୋ ପାଇଁ ଯୀଶୁ ଏହି କାମଗୁଡିକ କଲେ:

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:13
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277

ଯୋହନଙ୍କ ପ୍ରଥମ ପତ୍ର 2:2
ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କବଳେ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ଯ ସେ ବହିନିଅନ୍ତି।

ପିତରଙ୍କ ପ୍ରଥମ ପତ୍ 3:18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

ଯିଶାଇୟ 53:5
ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ୟ୍ଯ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରି ଦେଲେ। ତାଙ୍କର କ୍ଷତ ରେ ଆମ୍ଭମାନେେ ଆରୋଗ୍ୟ ଲାଭ କଲୁ।

ଯିଶାଇୟ 53:11
ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:28
ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।

ଯୋହନଲିଖିତ ସୁସମାଚାର 19:7
ୟିଦୂଦୀମାନେ ଉତ୍ତର ଦେଲେ, ଆମ୍ଭର ବ୍ଯବସ୍ଥା ଅନୁସାରେ ସେ ମୃତ୍ଯୁଦଣ୍ଡ ପାଇବା ଉଚିତ କାରଣ ସେ ନିଜକୁ ପରମେଶ୍ବରଙ୍କର ପୁତ୍ର ବୋଲି କହିଅଛି।

ଗୀତସଂହିତା 69:26
ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସମାନେେ ୟାତନା ଦିଅନ୍ତି। ସମାନେେ ୟନ୍ତ୍ରଣା ବିଷଯରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।