Isaiah 57:2
ମାତ୍ର ସମାନେେ ଶାନ୍ତି ରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠା ରେ ଚାଲନ୍ତି, ସମାନେେ ନିଜର ଶୟ୍ଯା ରେ ଶାନ୍ତି ରେ ବିଶ୍ରାମ କରିବେ।
Isaiah 57:2 in Other Translations
King James Version (KJV)
He shall enter into peace: they shall rest in their beds, each one walking in his uprightness.
American Standard Version (ASV)
He entereth into peace; they rest in their beds, each one that walketh in his uprightness.
Bible in Basic English (BBE)
They are at rest in their last resting-places, every one going straight before him.
Darby English Bible (DBY)
He entereth into peace: they rest in their beds, [each one] that hath walked in his uprightness.
World English Bible (WEB)
He enters into peace; they rest in their beds, each one who walks in his uprightness.
Young's Literal Translation (YLT)
He entereth into peace, they rest on their beds, `Each' is going straightforward.
| He shall enter | יָב֣וֹא | yābôʾ | ya-VOH |
| into peace: | שָׁל֔וֹם | šālôm | sha-LOME |
| they shall rest | יָנ֖וּחוּ | yānûḥû | ya-NOO-hoo |
| in | עַל | ʿal | al |
| their beds, | מִשְׁכְּבוֹתָ֑ם | miškĕbôtām | meesh-keh-voh-TAHM |
| each one walking | הֹלֵ֖ךְ | hōlēk | hoh-LAKE |
| in his uprightness. | נְכֹחֽוֹ׃ | nĕkōḥô | neh-hoh-HOH |
Cross Reference
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:13
ତା'ପରେ ମୁଁ ଗୋଟିଏ ସ୍ବର ସ୍ବର୍ଗରୁ ଶୁଣିଲି। ସହେି ସ୍ବର କହିଲା, ଏହା ଲେଖିରଖ : ବର୍ତ୍ତମାନଠାରୁ ପ୍ରଭୁଙ୍କଠା ରେ ବିଶ୍ବାସ ରଖି ଯେଉଁମାନେ ମୃତ୍ଯୁବରଣ କରନ୍ତି, ସମାନେେ ଧନ୍ଯ।
ଲୂକଲିଖିତ ସୁସମାଚାର 16:22
ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।
ଲୂକଲିଖିତ ସୁସମାଚାର 2:29
ପ୍ରଭୁ! ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତି ରେ ମରିବାକୁ ଦିଅ।
ଯିହିଜିକଲ 32:25
ନିହତ ଲୋକମାନଙ୍କ ମଧିଅରେ ତା' ପାଇଁ ଗୋଟିଏ ଶୟ୍ଯା ପ୍ରସ୍ତୁତ କରିଅଛନ୍ତି। ସମସ୍ତ ଲୋକ ତା'ର କବରର ଚତୁର୍ଦ୍ଦିଗ ରେ ଅଛନ୍ତି। ସହେି ଅସୁନ୍ନତମାନେ, ଯେଉଁମାନେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। କାରଣ ସମାନଙ୍କେ ଆତଙ୍କ ଜୀବିତମାନଙ୍କ ମଧିଅରେ ବ୍ଯାପିଗଲା। ସମାନେେ ସମାନଙ୍କେର ଲଜ୍ଜାକୁ ଅନ୍ୟମାନଙ୍କ ସହିତ ବାଣ୍ଟିଲେ, ଯେଉଁମାନେ କବରକୁ ଗଲେ, ସେ ଶବମାନଙ୍କ ମଧିଅରେ ରହିଲେ।
ଦିତୀୟ ବଂଶାବଳୀ 16:14
ଆସା ଦାଉଦଙ୍କ ନଗର ରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସହେି ସମାଧି ରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶୟ୍ଯା ରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତର ରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦବୋ ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:23
ଜୀବନ ଓ ମୁତ୍ଯୁ ମଧ୍ଯରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:8
ଆମ୍ଭମାନେେ ଏହି ଶରୀରରୁ ଦୂରକୁ ୟିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହବୋକୁ ଅଧିକ ପସନ୍ଦ କରୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:1
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
ଲୂକଲିଖିତ ସୁସମାଚାର 7:50
ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, ତୁମ୍ଭେ ବିଶ୍ବାସ କରିଥିବାରୁ ତୁମ୍ଭେ ପାପରୁ ରକ୍ଷା ପାଇଅଛ। ଶାନ୍ତି ରେ ଯାଅ।
ଲୂକଲିଖିତ ସୁସମାଚାର 1:6
ସମାନେେ ଦୁ ହେଁ ପରମେଶ୍ବରଙ୍କ ଆଗ ରେ ଉତ୍ତମ ବ୍ଯକ୍ତି ଥିଲେ। ସମାନେେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସମାନେେ ଦୁ ହେଁ ପାଳୁଥିଲେ। ସମାନଙ୍କେର କୌଣସି ଭୁଲ ନଥିଲା।
ମାଥିଉଲିଖିତ ସୁସମାଚାର 25:21
ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
ଯିଶାଇୟ 26:7
ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ। ସମାନେେ ସରଳ ଓ ସତ୍ଯପଥ ଅନୁସରଣ କରନ୍ତି। ପୁଣି ହେ ପରମେଶ୍ବର, ତୁମ୍ଭେ ସହେି ପଥକୁ ଅନୁସରଣ ପାଇଁ ଅଧିକ ସୁଗମ ଓ ସରଳ କର।
ଯିଶାଇୟ 14:18
ପୃଥିବୀର ସମସ୍ତ ରାଜନ୍ଯବର୍ଗ ମୃତ୍ଯୁପ ରେ ସମ୍ମାନ ଓ ଗୌରବ ସହ ନିଜ ନିଜ ସମାଧି ରେ ବିଶ୍ରାମ ନେଲେ।
ଉପଦେଶକ 12:7
ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପ ରେ ପୁଣି ଧୂଳିକୁ ଫରେିୟିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ବରଙ୍କ ନିକଟକୁ ଫରେିୟିବ।
ଆୟୁବ ପୁସ୍ତକ 3:17
ଦୁଷ୍ଟଲୋକମାନେ କବର ମଧିଅରେ କାହାକୁ ଅସୁବିଧା ରେ ପକାନ୍ତି ନାହିଁ ଏବଂ ଲୋକେ କ୍ଲାନ୍ତ ହେଲେ କବର ରେ ବିଶ୍ରାମ ନିଅନ୍ତି।
ଆଦି ପୁସ୍ତକ 17:1
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।