James 1
12 ଯେଉଁ ବ୍ଯକ୍ତି ପରୀକ୍ଷିତ ହାଇେ ଦୃଢ଼ ରହି ପା ରେ, ସେ ଖୁସି ହବୋ କଥା। କାରଣ, ସେ ତାହାର ବିଶ୍ବାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ବର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦବେେ। ପରମେଶ୍ବରଙ୍କୁ ପ୍ ରମେ କରୁଥିବା ସବୁ ଲୋକଙ୍କୁ ପରମେଶ୍ବର ଏହି ପ୍ରତିଜ୍ଞା ଦଇେଛନ୍ତି।
13 ଯେତବେେଳେ ଜଣେ ବ୍ଯକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ ନୁହେଁ ଯେ, ପରମେଶ୍ବର ମାେତେ ପରୀକ୍ଷା କରୁଛନ୍ତି। କାରଣ ମନ୍ଦତା ପରମେଶ୍ବରଙ୍କୁ ପରୀକ୍ଷା କରିପା ରେ ନାହିଁ। ଏବଂ ପରମେଶ୍ବର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
14 ପ୍ରେତ୍ୟକକ ବ୍ଯକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରେଖ।
15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ଯୁକୁ ଜନ୍ମ ଦିଏ।
16 ମାେ ଭାଇ ଓ ଭଉଣୀମାନେ ! ଏହି ବିଷୟ ରେ କୌଣସି ପ୍ରକାର ମୂର୍ଖାମୀ ରେ ପଡ଼ ନାହିଁ।
12 Blessed is the man that endureth temptation: for when he is tried, he shall receive the crown of life, which the Lord hath promised to them that love him.
13 Let no man say when he is tempted, I am tempted of God: for God cannot be tempted with evil, neither tempteth he any man:
14 But every man is tempted, when he is drawn away of his own lust, and enticed.
15 Then when lust hath conceived, it bringeth forth sin: and sin, when it is finished, bringeth forth death.
16 Do not err, my beloved brethren.
James 1 in Tamil and English
12 ଯେଉଁ ବ୍ଯକ୍ତି ପରୀକ୍ଷିତ ହାଇେ ଦୃଢ଼ ରହି ପା ରେ, ସେ ଖୁସି ହବୋ କଥା। କାରଣ, ସେ ତାହାର ବିଶ୍ବାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ବର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦବେେ। ପରମେଶ୍ବରଙ୍କୁ ପ୍ ରମେ କରୁଥିବା ସବୁ ଲୋକଙ୍କୁ ପରମେଶ୍ବର ଏହି ପ୍ରତିଜ୍ଞା ଦଇେଛନ୍ତି।
Blessed is the man that endureth temptation: for when he is tried, he shall receive the crown of life, which the Lord hath promised to them that love him.
13 ଯେତବେେଳେ ଜଣେ ବ୍ଯକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ ନୁହେଁ ଯେ, ପରମେଶ୍ବର ମାେତେ ପରୀକ୍ଷା କରୁଛନ୍ତି। କାରଣ ମନ୍ଦତା ପରମେଶ୍ବରଙ୍କୁ ପରୀକ୍ଷା କରିପା ରେ ନାହିଁ। ଏବଂ ପରମେଶ୍ବର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
Let no man say when he is tempted, I am tempted of God: for God cannot be tempted with evil, neither tempteth he any man:
14 ପ୍ରେତ୍ୟକକ ବ୍ଯକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରେଖ।
But every man is tempted, when he is drawn away of his own lust, and enticed.
15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ଯୁକୁ ଜନ୍ମ ଦିଏ।
Then when lust hath conceived, it bringeth forth sin: and sin, when it is finished, bringeth forth death.
16 ମାେ ଭାଇ ଓ ଭଉଣୀମାନେ ! ଏହି ବିଷୟ ରେ କୌଣସି ପ୍ରକାର ମୂର୍ଖାମୀ ରେ ପଡ଼ ନାହିଁ।
Do not err, my beloved brethren.