English
ଯାକୁବଙ୍କ ପତ୍ 1:21 ଚିତ୍ର
ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।