ଯାକୁବଙ୍କ ପତ୍ 3:18 in Oriya

ଓଡିଆ ଓଡିଆ ବାଇବେଲ ଯାକୁବଙ୍କ ପତ୍ ଯାକୁବଙ୍କ ପତ୍ 3 ଯାକୁବଙ୍କ ପତ୍ 3:18

James 3:18
ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସମାନେେ ଧାର୍ମିକ ଜୀବନଯାପନ ଦ୍ବାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।

James 3:17James 3

James 3:18 in Other Translations

King James Version (KJV)
And the fruit of righteousness is sown in peace of them that make peace.

American Standard Version (ASV)
And the fruit of righteousness is sown in peace for them that make peace.

Bible in Basic English (BBE)
And the fruit of righteousness is planted in peace for those who make peace.

Darby English Bible (DBY)
But [the] fruit of righteousness in peace is sown for them that make peace.

World English Bible (WEB)
Now the fruit of righteousness is sown in peace by those who make peace.

Young's Literal Translation (YLT)
and the fruit of the righteousness in peace is sown to those making peace.

And
καρπὸςkarposkahr-POSE
the
fruit
δὲdethay
of

τῆςtēstase
righteousness
δικαιοσύνηςdikaiosynēsthee-kay-oh-SYOO-nase
sown
is
ἐνenane
in
εἰρήνῃeirēnēee-RAY-nay
peace
σπείρεταιspeiretaiSPEE-ray-tay
of
them
that
τοῖςtoistoos
make
ποιοῦσινpoiousinpoo-OO-seen
peace.
εἰρήνηνeirēnēnee-RAY-nane

Cross Reference

ମାଥିଉଲିଖିତ ସୁସମାଚାର 5:9
ଶାନ୍ତ ପାଇଁ କାମ କରୁଥିବା ଲୋକମାନେ ଧନ୍ଯ, କାରଣ ସମାନେେ ପରମେଶ୍ବରଙ୍କ ସନ୍ତାନ ଭାବେ ଡକାଯିବେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:11
ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।

ଯିଶାଇୟ 32:16
ସେତବେେଳେ ପ୍ରାନ୍ତର ରେ ନ୍ଯାଯ ବିଚାର ବାସ କରିବ ଓ ଉର୍ବର କ୍ଷତେ ରେ ଧାର୍ମିକତା ବସତି ସ୍ଥାପନ କରିବ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:11
ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳ ରେ, ଦଣ୍ଡ ପାଇବା ଦ୍ବାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:8
ଯେଉଁ ଲୋକ ନିଜର ପାପମୟ ସ୍ବଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ଯ କାଟିବ।

ହୋଶେୟ 10:12
ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।

ହିତୋପଦେଶ 11:30
ଧାର୍ମିକ ବ୍ଯକ୍ତିର ଫଳ ଜୀବନଦାୟକ ବୃକ୍ଷ ଅଟେ। ଜଣେ ୟିଏ ଜ୍ଞାନୀ ଲୋକମାନଙ୍କର ଜୀବନ ଲାଭ କରେ।

ଆମୋଷ 6:12
ଅଶ୍ବମାନେ ଢଲୋ ପଥରଗୁଡିକ ଉପ ରେ ଦୌଡିବେ କି? ଆଉ ମଧ୍ଯ କୌଣସି ଲୋକ ବଳଦମାନଙ୍କୁ ସମୁଦ୍ର ରେ ହଳ କରିବା ରେ ବ୍ଯବହାର କରନ୍ତି?କିନ୍ତୁ ତୁମ୍ଭେ ସବୁ ଜିନିଷ ତଳ ଉପର ପରିବର୍ତ୍ତନ କରିଛ। ତୁମ୍ଭେ ଧାର୍ମିକକୁ ନାଗ ବିଷ ରେ ପରିଣତ କରିଛ ଏବଂ ଆଉ ଅତି ଉତ୍ତମ ନ୍ଯାଯକୁ ତୀବ୍ର ହଳାହଳ ରେ ପରିଣତ କରିଛ।

ହିତୋପଦେଶ 11:18
ଦୁଷ୍ଟଲୋକ ମିଥ୍ଯା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି।

ଯାକୁବଙ୍କ ପତ୍ 1:20
କାରଣ ଜଣେ ମଣିଷର କୋରଧ ତାହାକୁ ପରମେଶ୍ବରଙ୍କ ଇଚ୍ଛାନୁମାଦେିତ ଧାର୍ମିକ ଜୀବନ କାଟିବାକୁ ସାହାୟ୍ଯ କରେ ନାହିଁ।

ଯୋହନଲିଖିତ ସୁସମାଚାର 4:36
ବର୍ତ୍ତମାନ ମଧ୍ଯ ଯେଉଁ ଲୋକ ଶସ୍ଯ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ଯ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦିତ କରିବେ।

ହିତୋପଦେଶ 11:28
ଆପଣା ଧନ ରେ ଯେ ନିର୍ଭର ରେଖ, ସେ ସତଜେ ପତ୍ରପରି ବଞ୍ଚେ। ମାତ୍ର ଧାର୍ମିକ ଲୋକ ସତଜେ ପତ୍ରପରି ପ୍ରଫୁଲ୍ଲ ହବେ।