ଯାକୁବଙ୍କ ପତ୍ 4

1 ପରମେଶ୍ବରଙ୍କଠା ରେ ସମର୍ପିତ ହୁଅ ତୁମ୍ଭେ କ'ଣ ଜାଣିଛ କି ତୁମ୍ଭମାନଙ୍କ ଭିତ ରେ ଝଗଡ଼ା ଓ ୟୁକ୍ତିତର୍କ କାହିଁକି ହୁଏ ? ତୁମ୍ଭର ଝଗଡ଼ା ଓ ୟୁକ୍ତିତର୍କ ସ୍ବାର୍ଥପର ଇଚ୍ଛାରୁ ଆ ସେ ଓ ତୁମ୍ଭ୍ ମଧିଅରେ ବିବାଦ ସୃଷ୍ଟି କରିଥାଏ ?

2 ତୁମ୍ଭମାନେେ ଅନକେ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ବିତ ହାଇେ ସମାନଙ୍କେୁ ହତ୍ଯା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେ ହତେୁ ତୁମ୍ଭେ ପରମେଶ୍ବରଙ୍କୁ ତୁମ୍ଭର ଦରକାରୀ ବିଷୟଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭମାନେେ ସଗେୁଡ଼ିକ ପାଇ ନ ଥାଅ।

3 ବା ଯେତବେେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି ? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସଗେୁଡ଼ିକୁ ବ୍ଯବହାର କରିପାର, ସେଥିପାଇଁ ସହେିସବୁ ମାଗିଥାଅ।

4 ଏହାଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ନିକଟରେ ବିଶ୍ବସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ବରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କହେି ଏହି ସଂସାରର ଅଂଶୀ ହବୋ ପାଇଁ ଇଚ୍ଛା କରେ, ତବେେ ସେ ନିଜକୁ ପରମେଶ୍ବରଙ୍କୁ ଶତ୍ରୁ କରି ପକାଏ।

5 ତୁମ୍ଭେ କ'ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ ? ଶାସ୍ତ୍ର କୁ ହେ : ପରମେଶ୍ବର ଆମ୍ଭ ମଧିଅରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦଇେଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣରୂପେ ଅଧିକାର କରିବା ନିମନ୍ତେ ଚାହାଁନ୍ତି।334

6 କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ : ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।335

7 ଅତଏବ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା ହେଲେ ସେ ତୁମ୍ଭଠାରୁ ଦୂ ରଇେ ୟିବ।

8 ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।

9 ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର ! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।

10 ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।

11 ଭାଇ ଓ ଭଉଣୀମାନେ ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।

12 କବଳେ ପରମେଶ୍ବର ହିଁ ବ୍ଯବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଚାରପତି। ସେ କବଳେ ରକ୍ଷା କରିପାରନ୍ତି ଓ ବିନାଶ ମଧ୍ଯ କରିପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଚାର କରିବାର ତୁମ୍ଭ ପକ୍ଷ ରେ ଠିକ୍ ନୁହେଁ।

13 ତୁମ୍ଭ ଭିତ ରେ କହେି କହେି କୁହନ୍ତି, ଆମ୍ଭେ ଆଜି ବା କାଲି କୌଣସି ସହରକୁ ୟିବୁ। ଆମ୍ଭେ ସଠାେରେ ବର୍ଷେ ରହିବୁ ଓ ବ୍ଯବସାୟ କରି ଧନ ଅର୍ଜନ କରିବୁ। ଶୁଣ ! ଏହି ବିଷୟ ରେ ଚିନ୍ତା କର :

14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କଣ ଘଟିବ ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ଯ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖିପାରିବ, ତାପରେ ସେ ଚାଲିଯାଏ।

15 ଅତଏବ ତୁମ୍ଭେ କହିବା ଉଚିତ : ଯଦି ପରମେଶ୍ବରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।

16 କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହିପ୍ରକାର ଅହଂକାର କରିବା ଅନୁଚିତ ଅଟେ।

17 ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା ହେଲେ ସେ ପାପ କରିଥାଏ।

1 From whence come wars and fightings among you? come they not hence, even of your lusts that war in your members?

2 Ye lust, and have not: ye kill, and desire to have, and cannot obtain: ye fight and war, yet ye have not, because ye ask not.

3 Ye ask, and receive not, because ye ask amiss, that ye may consume it upon your lusts.

4 Ye adulterers and adulteresses, know ye not that the friendship of the world is enmity with God? whosoever therefore will be a friend of the world is the enemy of God.

5 Do ye think that the scripture saith in vain, The spirit that dwelleth in us lusteth to envy?

6 But he giveth more grace. Wherefore he saith, God resisteth the proud, but giveth grace unto the humble.

7 Submit yourselves therefore to God. Resist the devil, and he will flee from you.

8 Draw nigh to God, and he will draw nigh to you. Cleanse your hands, ye sinners; and purify your hearts, ye double minded.

9 Be afflicted, and mourn, and weep: let your laughter be turned to mourning, and your joy to heaviness.

10 Humble yourselves in the sight of the Lord, and he shall lift you up.

11 Speak not evil one of another, brethren. He that speaketh evil of his brother, and judgeth his brother, speaketh evil of the law, and judgeth the law: but if thou judge the law, thou art not a doer of the law, but a judge.

12 There is one lawgiver, who is able to save and to destroy: who art thou that judgest another?

13 Go to now, ye that say, To day or to morrow we will go into such a city, and continue there a year, and buy and sell, and get gain:

14 Whereas ye know not what shall be on the morrow. For what is your life? It is even a vapour, that appeareth for a little time, and then vanisheth away.

15 For that ye ought to say, If the Lord will, we shall live, and do this, or that.

16 But now ye rejoice in your boastings: all such rejoicing is evil.

17 Therefore to him that knoweth to do good, and doeth it not, to him it is sin.

Tamil Indian Revised Version
லோத்தைக் கூப்பிட்டு: இந்த இரவில் உன்னிடம் வந்த மனிதர்கள் எங்கே? நாங்கள் அவர்களுடன் உறவுகொள்ள அவர்களை எங்களிடம் வெளியே கொண்டுவா என்றார்கள்.

Tamil Easy Reading Version
அவர்கள், “இன்று இரவு உன் வீட்டிற்கு வந்த இருவரும் எங்கே? அவர்களை வெளியே அழைத்து வா, நாங்கள் அவர்களோடு பாலின உறவு கொள்ள வேண்டும்” என்றனர்.

Thiru Viviliam
பிறகு, லோத்தைக் கூப்பிட்டு, “இன்று இரவு உன்னிடம் வந்த ஆடவர் எங்கே? நாங்கள் அவர்களோடு உறவு கொள்ளுமாறு அவர்களை எங்களிடம் கொண்டு வா” என்றனர்.

ஆதியாகமம் 19:4ஆதியாகமம் 19ஆதியாகமம் 19:6

King James Version (KJV)
And they called unto Lot, and said unto him, Where are the men which came in to thee this night? bring them out unto us, that we may know them.

American Standard Version (ASV)
and they called unto Lot, and said unto him, Where are the men that came in to thee this night? bring them out unto us, that we may know them.

Bible in Basic English (BBE)
And crying out to Lot, they said, Where are the men who came to your house this night? Send them out to us, so that we may take our pleasure with them.

Darby English Bible (DBY)
And they called to Lot, and said to him, Where are the men that have come in to thee to-night? bring them out to us that we may know them.

Webster’s Bible (WBT)
And they called to Lot, and said to him, Where are the men who came in to thee this night? bring them out to us, that we may know them.

World English Bible (WEB)
They called to Lot, and said to him, “Where are the men who came in to you this night? Bring them out to us, that we may have sex with them.”

Young’s Literal Translation (YLT)
and they call unto Lot and say to him, `Where `are’ the men who have come in unto thee to-night? bring them out unto us, and we know them.’

ஆதியாகமம் Genesis 19:5
லோத்தைக் கூப்பிட்டு: இந்த இராத்திரி உன்னிடத்தில் வந்த மனுஷர் எங்கே? நாங்கள் அவர்களை அறியும்படிக்கு அவர்களை எங்களிடத்தில் வெளியே கொண்டு வா என்றார்கள்.
And they called unto Lot, and said unto him, Where are the men which came in to thee this night? bring them out unto us, that we may know them.

And
they
called
וַיִּקְרְא֤וּwayyiqrĕʾûva-yeek-reh-OO
unto
אֶלʾelel
Lot,
לוֹט֙lôṭlote
and
said
וַיֹּ֣אמְרוּwayyōʾmĕrûva-YOH-meh-roo
Where
him,
unto
ל֔וֹloh
are
the
men
אַיֵּ֧הʾayyēah-YAY
which
הָֽאֲנָשִׁ֛יםhāʾănāšîmha-uh-na-SHEEM
in
came
אֲשֶׁרʾăšeruh-SHER
to
בָּ֥אוּbāʾûBA-oo
thee
this
night?
אֵלֶ֖יךָʾēlêkāay-LAY-ha
out
them
bring
הַלָּ֑יְלָהhallāyĕlâha-LA-yeh-la
unto
הֽוֹצִיאֵ֣םhôṣîʾēmhoh-tsee-AME
us,
that
we
may
know
אֵלֵ֔ינוּʾēlênûay-LAY-noo
them.
וְנֵֽדְעָ֖הwĕnēdĕʿâveh-nay-deh-AH
אֹתָֽם׃ʾōtāmoh-TAHM