ଯାକୁବଙ୍କ ପତ୍ 5:15 in Oriya

ଓଡିଆ ଓଡିଆ ବାଇବେଲ ଯାକୁବଙ୍କ ପତ୍ ଯାକୁବଙ୍କ ପତ୍ 5 ଯାକୁବଙ୍କ ପତ୍ 5:15

James 5:15
ବିଶ୍ବାସ ରେ କରାଯାଇଥିବା ସହେି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦବେ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତବେେ ପରମେଶ୍ବର ତାହାକୁ କ୍ଷମା କରିବେ।

James 5:14James 5James 5:16

James 5:15 in Other Translations

King James Version (KJV)
And the prayer of faith shall save the sick, and the Lord shall raise him up; and if he have committed sins, they shall be forgiven him.

American Standard Version (ASV)
and the prayer of faith shall save him that is sick, and the Lord shall raise him up; and if he have committed sins, it shall be forgiven him.

Bible in Basic English (BBE)
And by the prayer of faith the man who is ill will be made well, and he will be lifted up by the Lord, and for any sin which he has done he will have forgiveness.

Darby English Bible (DBY)
and the prayer of faith shall heal the sick, and the Lord shall raise him up; and if he be one who has committed sins, it shall be forgiven him.

World English Bible (WEB)
and the prayer of faith will heal him who is sick, and the Lord will raise him up. If he has committed sins, he will be forgiven.

Young's Literal Translation (YLT)
and the prayer of the faith shall save the distressed one, and the Lord shall raise him up, and if sins he may have committed, they shall be forgiven to him.

And
καὶkaikay
the
ay
prayer
εὐχὴeuchēafe-HAY
of

τῆςtēstase
faith
πίστεωςpisteōsPEE-stay-ose
save
shall
σώσειsōseiSOH-see
the
τὸνtontone
sick,
κάμνονταkamnontaKAHM-none-ta
and
καὶkaikay
the
ἐγερεῖegereiay-gay-REE
Lord
αὐτὸνautonaf-TONE
up;
raise
shall
hooh
him
κύριος·kyriosKYOO-ree-ose
and
if
κἂνkankahn
committed
have
he
ἁμαρτίαςhamartiasa-mahr-TEE-as
sins,
ēay
they
shall
be
πεποιηκώςpepoiēkōspay-poo-ay-KOSE
forgiven
ἀφεθήσεταιaphethēsetaiah-fay-THAY-say-tay
him.
αὐτῷautōaf-TOH

Cross Reference

ଯାକୁବଙ୍କ ପତ୍ 5:13
ଯଦି କହେି ସଙ୍କଟ ରେ ପଡ଼ିଛି, ତା' ହେଲେ ସେ ପ୍ରାର୍ଥନା କରୁ। ଯଦି କହେି ଖୁସି ଅଛି, ତା ହେଲେ ସେ ଗୀତ ଗାଉ।

ଯାକୁବଙ୍କ ପତ୍ 1:6
କିନ୍ତୁ ତୁମ୍ଭେ ଯେତବେେଳେ ପରମେଶ୍ବରଙ୍କୁ ମାଗିଥାଅ, ସେତବେେଳେ ତୁମ୍ଭକୁ ବିଶ୍ବାସ କରିବାକୁ ପଡ଼ିବ। ପରମେଶ୍ବରଙ୍କୁ ସନ୍ଦହେ କର ନାହିଁ। ସନ୍ଦହେୀ ଲୋକ ସମୁଦ୍ରର ଢ଼େଉ ଭଳି। ପବନ ଢ଼େଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦହେୀ ଲୋକ ସହେି ଢ଼େଉ ଭଳି।

ମାର୍କଲିଖିତ ସୁସମାଚାର 11:22
ଯୀଶୁ ଉତ୍ତର ଦେଲେ, ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ।

ଯୋହନଙ୍କ ପ୍ରଥମ ପତ୍ର 5:14
ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।

ଯାକୁବଙ୍କ ପତ୍ 5:16
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:30
ସେଥିପାଇଁ ତୁମ୍ଭମାନଙ୍କ ମଧିଅରେ ଅନକେ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନକେ ମୃତ ହେଲଣେି।

ଯୋହନଲିଖିତ ସୁସମାଚାର 5:14
ପରେ ଯୀଶୁ ସହେି ଲୋକକୁ ମନ୍ଦିର ପରିସର ରେ ଦେଖିଲେ। ସେ ତାକୁ କହିଲେ, ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହାଇଯୋଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତବେେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହାଇପୋ ରେ।

ମାର୍କଲିଖିତ ସୁସମାଚାର 16:17
ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।

ମାର୍କଲିଖିତ ସୁସମାଚାର 2:5
ଯୀଶୁ ଦେଖିଲେ ଯେ, ସହେି ଲୋକମାନଙ୍କର ଗଭୀର ବିଶ୍ବାସ ଅଛି। ତେଣୁ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, ହେ ୟୁବକ, ତୁମ୍ଭ ପାପଗୁଡିକୁ କ୍ଷମା କରାଗଲା।

ମାଥିଉଲିଖିତ ସୁସମାଚାର 21:21
ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।

ମାଥିଉଲିଖିତ ସୁସମାଚାର 17:20
ଯୀଶୁ କହିଲେ, ତାହା କବଳେ ତୁମ୍ଭର ଅଳ୍ପ ବିଶ୍ବାସର ୟୋଗୁ ହେଲା। ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭର ଯଦି ଗୋଟିଏ ଶାରେିଷ ଦାନା ପରିମାଣର ମଧ୍ଯ ବିଶ୍ବାସ ଅଛି, ତବେେ ତୁମ୍ଭେ ଏହି ପର୍ବତକୁ କହିପାରିବ, 'ଏ ଜାଗାରୁ ସେ ଜାଗାକୁ ଚାଲିଯାଅ,' ଏବଂ ପର୍ବତ ଚାଲିୟିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହାଇେ ରହିବ ନାହିଁ।

ମାଥିଉଲିଖିତ ସୁସମାଚାର 9:2
କେତକେ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶୟେ ରେ ଶାଇେଥିଲା। ଯୀଶୁ ସହେି ଲୋକମାନଙ୍କର ଗଭୀର ବିଶ୍ବାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, ହେ ୟୁବକ! ସାହସ ରଖ। ତୁମ୍ଭର ସବୁ ପାପ କ୍ଷମା କରାଗଲା।

ଯିଶାଇୟ 33:24
ମୁଁ ପୀଡ଼ିତ ହାଇେ ସଠାେକାର ନିବାସୀ କହିବ ନାହିଁ। ସଠାେକାର ନିବାସୀମାନଙ୍କର ପାପ କ୍ଷମା କରାୟିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:28
ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।