Jeremiah 10:3
ଅନ୍ୟ ଦେଶୀଯମାନଙ୍କର ସକଳ ବିଧି ବ୍ଯବସ୍ଥା ଅସାର କାରଣ ଅରଣ୍ଯରୁ ବୃକ୍ଷ ଚ୍ଛଦନେ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ଯହୀନ। ସଗେୁଡ଼ିକ ଦବେତା ନୁହଁନ୍ତି।
Jeremiah 10:3 in Other Translations
King James Version (KJV)
For the customs of the people are vain: for one cutteth a tree out of the forest, the work of the hands of the workman, with the axe.
American Standard Version (ASV)
For the customs of the peoples are vanity; for one cutteth a tree out of the forest, the work of the hands of the workman with the axe.
Bible in Basic English (BBE)
For that which is feared by the people is foolish: it is the work of the hands of the workman; for a tree is cut down by him out of the woods with his axe.
Darby English Bible (DBY)
For the statutes of the peoples are vanity; for [it is] a tree cut out of the forest, worked with a chisel by the hands of the artizan;
World English Bible (WEB)
For the customs of the peoples are vanity; for one cuts a tree out of the forest, the work of the hands of the workman with the axe.
Young's Literal Translation (YLT)
For the statutes of the peoples are vanity, For a tree from a forest hath one cut, Work of the hands of an artificer, with an axe,
| For | כִּֽי | kî | kee |
| the customs | חֻקּ֥וֹת | ḥuqqôt | HOO-kote |
| of the people | הָֽעַמִּ֖ים | hāʿammîm | ha-ah-MEEM |
| vain: are | הֶ֣בֶל | hebel | HEH-vel |
| for | ה֑וּא | hûʾ | hoo |
| one cutteth | כִּֽי | kî | kee |
| a tree | עֵץ֙ | ʿēṣ | ayts |
| forest, the of out | מִיַּ֣עַר | miyyaʿar | mee-YA-ar |
| the work | כְּרָת֔וֹ | kĕrātô | keh-ra-TOH |
| hands the of | מַעֲשֵׂ֥ה | maʿăśē | ma-uh-SAY |
| of the workman, | יְדֵ֥י | yĕdê | yeh-DAY |
| with the axe. | חָרָ֖שׁ | ḥārāš | ha-RAHSH |
| בַּֽמַּעֲצָֽד׃ | bammaʿăṣād | BA-ma-uh-TSAHD |
Cross Reference
ଯିଶାଇୟ 45:20
ହେ ନାନା ଦେଶୀଯ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭମାନେେ ଏକତ୍ରୀତ ହାଇେ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖାଦେିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦବେତା ନିକଟରେ ପ୍ରାର୍ଥନା କରନ୍ତି, ସମାନଙ୍କେର କିଛି ଜ୍ଞାନ ନାହିଁ।
ଯିଶାଇୟ 44:9
ସଯଉଁଦିନସଖାଦିତ ପ୍ରତିମା ନିର୍ମାଣ କରନ୍ତି,ସସ ସବୁ ଅସାର, ଯଦିଓସଲାଲକସସଗୁଡ଼ିକୁ ଆଦର କରନ୍ତି।ସସଗୁଡ଼ିକ ଉପକାରୀ ନୁହଁନ୍ତି।ସସହିସଲାକମାଲନ ସାକ୍ଷୀସହଲଲ ବିସସମାଲନ ଲଜ୍ଜିତସହଲବ।ସସମାଲନ କିଛିସଦଖନ୍ତି ନାହିଁ କି କିଛି ଜାଣନ୍ତି ନାହିଁ।
ପିତରଙ୍କ ପ୍ରଥମ ପତ୍ 1:18
ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:21
ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା।
ମାଥିଉଲିଖିତ ସୁସମାଚାର 6:7
ତୁମ୍ଭେ ପ୍ରାର୍ଥନା କଲା ବେଳେ ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନଙ୍କେ ଭଳି ନିରର୍ଥକ କଥା ବାରମ୍ବାର କୁହନାହିଁ। ସମାନେେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ବର ଶୁଣିବେ।
ହବକକୂକ 2:18
ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।
ହୋଶେୟ 8:4
ଇଶ୍ରାୟେଲୀୟମାନେ ତାଙ୍କର ରାଜା ବାଛିଲେ କିନ୍ତୁ ସମାନେେ ଆମ୍ଭ ଉପଦେଶ ମାନି ନ ଥିଲେ। ଇଶ୍ରାୟେଲୀୟମାନେ ସମାନଙ୍କେର ନେତା ବାଛିଲେ କିନ୍ତୁ ସମାନେେ ଆମ୍ଭେ ଜାଣିଥିବା ଲୋକକୁ ବାଛି ନଥିଲେ। ସମାନେେ ସୁନା ରୂପା ବ୍ଯବହାର କରି ସମାନଙ୍କେ ପାଇଁ ପ୍ରତିମା ଗଢିଲେ। ତେଣୁ ସମାନେେ ଧ୍ବଂସ ହବେେ।
ଯିରିମିୟ 10:8
ଅନ୍ୟ ଦେଶୀଯମାନେ ସମସ୍ତେ ନିର୍ ବୋଧ ଓ ଅଜ୍ଞାନ। ସମାନଙ୍କେର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ଯହୀନ। ସହେି ମୂର୍ତ୍ତିଗୁଡ଼ିକ କବଳେ କାଷ୍ଠ ମାତ୍ର।
ଯିରିମିୟ 2:5
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠା ରେ କେଉଁ ଅନ୍ଯାଯ ଦେଖିଲେ ଯେ ସମାନେେ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି ଓ ଅସାର ଦବେତାମାନଙ୍କର ପଶ୍ଚାଦ୍ ଗମନ କରି ଅସାର ହାଇେଅଛନ୍ତି ?
ଯିଶାଇୟ 40:19
କେତକେ ବ୍ଯକ୍ତି କାଠ ଓ ପଥର ରେ ମୂର୍ତ୍ତି ଗଢ଼ନ୍ତି ଓ ସଗେୁଡ଼ିକ ଦବେତା ବୋଲି କୁହନ୍ତି। କେତଜେଣ ଏହାକୁ ଉର୍ବର ମୂର୍ତ୍ତିକା ରେ ଏବଂ ବଣିଆ ତାହା ସୂତା ରେ ଛାଉଣୀ କରେ ଆଉ ତାପାଇଁ ରୂପା ଜଞ୍ଜିର ପ୍ରସ୍ତୁତ କରେ।
ପ୍ରଥମ ରାଜାବଳୀ 18:26
ତେଣୁ ସମାନେେ ବୃଷଭଟିକୁ ନେଲେ ଓ ପ୍ରସ୍ତୁତ କଲେ। ସମାନେେ ପ୍ରାତଃକାଳରୁ ମଧ୍ଯାହ୍ନ ପର୍ୟ୍ଯନ୍ତ ବାଲ ନାମ ରେ ପ୍ରାର୍ଥନା କରି କହିଲେ, ହେ ବାଲ୍ ଆମ୍ଭମାନଙ୍କ ବିନତି ଶୁଣ। ମାତ୍ର କୌଣସି ଶଦ୍ଦ ହେଲାନାହିଁ କି କହେି ଉତ୍ତର ଦେଲେ ନାହିଁ। ସମସ୍ତ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେ ନିର୍ମିତ ୟଜ୍ଞବଦେୀର ଗ୍ଭରିପଟେ ନାଚିଲେ। ମାତ୍ର ଅଗ୍ନି ସଂଘଟିତ ହେଲା ନାହିଁ।
ଲେବୀୟ ପୁସ୍ତକ 18:30
ଏଣୁ ତୁମ୍ଭମାନେେ ପୂର୍ବପରି ଘୃଣ୍ଯକର୍ମ କରି ନିଜକୁ ଅଶୁଚି କରିବ ନାହିଁ। ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ପାଳନ କରିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।