ଯିରିମିୟ 23:9 in Oriya

ଓଡିଆ ଓଡିଆ ବାଇବେଲ ଯିରିମିୟ ଯିରିମିୟ 23 ଯିରିମିୟ 23:9

Jeremiah 23:9
ଭବିଷ୍ଯଦବକ୍ତାମାନଙ୍କ ପ୍ରତି ବାର୍ତ୍ତା। ମାରେ ଅନ୍ତରସ୍ଥ ହୃଦଯ ଭଗ୍ନ ହାଇେଅଛି। ମାରେ ଅସ୍ଥିସବୁ କୁଅଛି। ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ଯ ହତେୁ ମୁଁ ମତ୍ତ ଲୋକ ତୁଲ୍ଯ ଓ ଦ୍ରାକ୍ଷାରସ ରେ ପରାଜିତ ତୁଲ୍ଯ ହାଇେଅଛି।

Jeremiah 23:8Jeremiah 23Jeremiah 23:10

Jeremiah 23:9 in Other Translations

King James Version (KJV)
Mine heart within me is broken because of the prophets; all my bones shake; I am like a drunken man, and like a man whom wine hath overcome, because of the LORD, and because of the words of his holiness.

American Standard Version (ASV)
Concerning the prophets. My heart within me is broken, all my bones shake; I am like a drunken man, and like a man whom wine hath overcome, because of Jehovah, and because of his holy words.

Bible in Basic English (BBE)
About the prophets. My heart is broken in me, all my bones are shaking; I am like a man full of strong drink, like a man overcome by wine; because of the Lord, and because of his holy words.

Darby English Bible (DBY)
Concerning the prophets: My heart within me is broken; all my bones shake; I am like a drunken man, and like a man whom wine hath overcome; because of Jehovah, and because of the words of his holiness.

World English Bible (WEB)
Concerning the prophets. My heart within me is broken, all my bones shake; I am like a drunken man, and like a man whom wine has overcome, because of Yahweh, and because of his holy words.

Young's Literal Translation (YLT)
In reference to the prophets: Broken hath been my heart in my midst, Fluttered have all my bones, I have been as a man -- a drunkard, And as a man -- wine hath passed over him, Because of Jehovah, and of His holy words.

Mine
heart
לַנְּבִאִ֞יםlannĕbiʾîmla-neh-vee-EEM
within
נִשְׁבַּ֧רnišbarneesh-BAHR
me
is
broken
לִבִּ֣יlibbîlee-BEE
prophets;
the
of
because
בְקִרְבִּ֗יbĕqirbîveh-keer-BEE
all
רָֽחֲפוּ֙rāḥăpûra-huh-FOO
bones
my
כָּלkālkahl
shake;
עַצְמוֹתַ֔יʿaṣmôtayats-moh-TAI
I
am
הָיִ֙יתִי֙hāyîtiyha-YEE-TEE
drunken
a
like
כְּאִ֣ישׁkĕʾîškeh-EESH
man,
שִׁכּ֔וֹרšikkôrSHEE-kore
man
a
like
and
וּכְגֶ֖בֶרûkĕgeberoo-heh-ɡEH-ver
whom
wine
עֲבָ֣רוֹʿăbārôuh-VA-roh
hath
overcome,
יָ֑יִןyāyinYA-yeen
because
מִפְּנֵ֣יmippĕnêmee-peh-NAY
Lord,
the
of
יְהוָ֔הyĕhwâyeh-VA
and
because
וּמִפְּנֵ֖יûmippĕnêoo-mee-peh-NAY
of
the
words
דִּבְרֵ֥יdibrêdeev-RAY
of
his
holiness.
קָדְשֽׁוֹ׃qodšôkode-SHOH

Cross Reference

ହବକକୂକ 3:16
ମୁଁ ଯେତବେେଳେ ଏହି କଥା ଶୁଣିଲି ମାରେ ସମସ୍ତ ଶରୀର ଥରି ଉଠିଲା। ସହେି ଶଦ୍ଦ ରେ ମାେ ଓଷ୍ଠ ରେ କମ୍ପନ ହେଲା। ମାରେ ଅସ୍ଥିମଜ୍ଜା ରେ ମୁଁ ଦୁର୍ବଳ ହାଇେ ପଡିଲି। ମୁଁ ସହେି କମ୍ପନ ଅବସ୍ଥା ରେ ଥରିବାକୁ ଲାଗିଲି। ଯେତବେେଳେ ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସହେି ଆକ୍ରମଣ ଓ ଧ୍ବଂସର ଦିନଗୁଡିକ ଆସିବା ପାଇଁ ର୍ଧୈୟ୍ଯ ଧରି ଅପେକ୍ଷା କରିବି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:9
ବ୍ଯବସ୍ଥା ଜାଣିବା ପୂର୍ବରୁ, ବ୍ଯବସ୍ଥା ବିନା ମୁଁ ଜୀବିତ ଥିଲା। କିନ୍ତୁ ଯେତବେେଳେ ବ୍ଯବସ୍ଥାର ଆଦେଶ ମାେ ପାଖକୁ ଆସିଲା, ସେତବେେଳେ ପାପ ଜୀବିତ ହେଲା ଓ ପାପ ହତେୁ ଆତ୍ମିକ ଭାବରେ ମୁଁ ମୃତ୍ଯୁ ବରଣ କଲି।

ଦାନିଏଲ 8:27
ମୁଁ ଦାନିୟେଲ ଏହାପ ରେ ବିଶଷେ କ୍ଲାନ୍ତ ହାଇେ ପଡିଲି। ସହେି ଦର୍ଶନ ପ ରେ ଅନକେ ଦିନ ପର୍ୟ୍ଯନ୍ତ ପୀଡିତ ହଲିେ। ତା'ପ ରେ ମୁଁ ଉଠି ରାଜକାର୍ୟ୍ଯ କଲି। କିନ୍ତୁ ସେ ଦର୍ଶନ ରେ ବିବ୍ରତ ହାଇେ ପଡିଲି କାରଣ ସେ ଦର୍ଶନର ଅର୍ଥ କିଛି ବୁଝିଲି ନାହିଁ।

ଯିହିଜିକଲ 9:6
ଆଉ ଆମ୍ଭ ମନ୍ଦିରରୁ ଏହି ଅଭିୟାନ ଆରମ୍ଭ କର। ତେଣୁ ସମାନେେ ମନ୍ଦିରର ସମ୍ମୁଖ ରେ ଉପସ୍ଥିତ ଥିବା ପ୍ରାଚୀନଗଣଠାରୁ ଆରମ୍ଭ କଲେ।

ଯିହିଜିକଲ 9:4
ତା'ପ ରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ୟିରୁଶାଲମ ନଗର ମଧ୍ଯ ଦଇେ ୟାଅ ଓ ସହର ରେ ଘଟିଥିବା ଘୃଣ୍ଯ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥା ରେ ଦାଗ ଦିଅ।

ଯିରିମିୟଙ୍କ ବିଳାପ 3:15
ସଦାପ୍ରଭୁ ମାେତେ ତିକ୍ତତା ରେ ପୂର୍ଣ୍ଣ କରିଅଛନ୍ତି ଓ ନାଗ ବିଷ ରେ ମାେତେ ଭରି ଦଇେଅଛନ୍ତି।

ଯିରିମିୟ 25:15
ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।

ଯିରିମିୟ 14:17
ହେ ଇଫ୍ରଯିମ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, 'ଆମ୍ଭ ଚକ୍ଷୁରୁ ଦିବାରାତ୍ର ଲୋତକ ବହିବ, ତାହା କବେେ ନିବୃତ୍ତ ହବେ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ଯା ପାଇଁ ଆମ୍ଭ ହୃଦଯ କାନ୍ଦିବ। ଯେ ହତେୁ ତାହା ମହାଭଙ୍ଗ ରେ ଓ ମହା ଦୁଃଖଦାୟକ କ୍ଷତ ରେ ଭଗ୍ନ ହାଇେଅଛି।

ଯିରିମିୟ 9:1
ଯବେେ ମାରେ ମସ୍ତକ କଳମଯ ଓ ମାରେ ଚକ୍ଷୁ ଲୋତକର ଝରଣାସ୍ବରୂପ ହୁଅନ୍ତା, ତବେେ ମୁଁ ମାହେର ନିହତ ଲୋକମାନଙ୍କ ପାଇଁ ଅହୋରାତ୍ର କ୍ରନ୍ଦନ କରିପାରନ୍ତି।

ଯିରିମିୟ 5:31
ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?

ଯିଶାଇୟ 51:21
ଏଣୁକରି ଦୟାକରି ଏହା ଶୁଣ, ହେ ୟିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।

ଯିଶାଇୟ 29:9
ତୁମ୍ଭମାନେେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନ ରେ ନୁହେଁ।

ଯିଶାଇୟ 28:1
ଶମରିଯାକୁ ଚାହଁ ! ଇଫ୍ରଯିମର ମତ୍ତ ଲୋକମାନେ ନିଜ ନଗରୀ ପାଇଁ ଗର୍ବିତ। କାରଣ ପର୍ବତ ଉପ ରେ ଅବସ୍ଥିତ ଓ ଫଳଶାଳୀ ଉପତ୍ୟକା ବେଷ୍ଟିତ ସହେି ନଗରୀକୁ ଶମରିଯାମାନେ ରମଣୀଯ ପୁଷ୍କର ମୁକୁଟ' ସଦୃଶ, ମାତ୍ର ସହେି ଭୂଷଣ ସ୍ବରୂପ ସୁନ୍ଦର ପୁଷ୍ପ ମ୍ଲାନ ହବେ।

ଯିଶାଇୟ 6:5
ସେତବେେଳେ ମୁଁ ଭୟଭୀତ ହାଇେ କହିଲି, ହାୟ ! ହାୟ ! ମୁଁ ନଷ୍ଟ ହାଇଗଲିେ। କାରଣ ମୁଁ ଏତେ ଅପବିତ୍ର ଯେ ପରମେଶ୍ବରଙ୍କ ନିକଟରେ କହିବାକୁ ଅ ଯୋଗ୍ଯ। ପୁରି ଏପରି ଅଶୁଚି ଲୋକମାନଙ୍କ ମଧିଅରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅୟୋଗ୍ଯ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।'

ଗୀତସଂହିତା 60:3
ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ଯା ଦଇେଛ। ଆମ୍ଭେ ମଦ୍ଯପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।

ଦିତୀୟ ରାଜାବଳୀ 22:19
ଭୟଙ୍କର ଜିନିଷ ଏହି ନିବାସୀ ଓ ଏହି ସ୍ଥାନ ରେ ଘଟିବ। ଏହାଶୁଣି ତୁମ୍ଭର ହୃଦଯ କୋମଳ ହେଲା। ତୁମ୍ଭେ ସଦାପ୍ରଭୁଙ୍କ ଛାମୁ ରେ ନିଜକୁ ନମ୍ର କଲ ଓ ନିଜ ବସ୍ତ୍ର ଚିରିଲ ଓ ମାେ ଛାମୁ ରେ କ୍ରନ୍ଦନ କଲ। ଏଣୁ ମୁଁ ତୁମ୍ଭର ବିନତି ଶୁଣିଲି।'