ଯିରିମିୟ 27:5 in Oriya

ଓଡିଆ ଓଡିଆ ବାଇବେଲ ଯିରିମିୟ ଯିରିମିୟ 27 ଯିରିମିୟ 27:5

Jeremiah 27:5
ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ବାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ଯ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ବଇଚ୍ଛା ରେ ଯାହାକୁ ଉଚିତ ମନେ କରିବୁ, ଏହା ଦଇପୋରିବୁ।

Jeremiah 27:4Jeremiah 27Jeremiah 27:6

Jeremiah 27:5 in Other Translations

King James Version (KJV)
I have made the earth, the man and the beast that are upon the ground, by my great power and by my outstretched arm, and have given it unto whom it seemed meet unto me.

American Standard Version (ASV)
I have made the earth, the men and the beasts that are upon the face of the earth, by my great power and by my outstretched arm; and I give it unto whom it seemeth right unto me.

Bible in Basic English (BBE)
I have made the earth, and man and beast on the face of the earth, by my great power and by my outstretched arm; and I will give it to anyone at my pleasure.

Darby English Bible (DBY)
I have made the earth, man and beast that are upon the face of the earth, by my great power and by my outstretched arm; and I give them unto whom it seemeth right in mine eyes.

World English Bible (WEB)
I have made the earth, the men and the animals that are on the surface of the earth, by my great power and by my outstretched arm; and I give it to whom it seems right to me.

Young's Literal Translation (YLT)
Thus do ye say unto your lords, I -- I have made the earth with man, and the cattle that `are' on the face of the earth, by My great power, and by My stretched-out arm, and I have given it to whom it hath been right in Mine eyes.

I
אָנֹכִ֞יʾānōkîah-noh-HEE
have
made
עָשִׂ֣יתִיʿāśîtîah-SEE-tee

אֶתʾetet
earth,
the
הָאָ֗רֶץhāʾāreṣha-AH-rets

אֶתʾetet
the
man
הָאָדָ֤םhāʾādāmha-ah-DAHM
beast
the
and
וְאֶתwĕʾetveh-ET
that
הַבְּהֵמָה֙habbĕhēmāhha-beh-hay-MA
are
upon
אֲשֶׁר֙ʾăšeruh-SHER

עַלʿalal
the
ground,
פְּנֵ֣יpĕnêpeh-NAY
great
my
by
הָאָ֔רֶץhāʾāreṣha-AH-rets
power
בְּכֹחִי֙bĕkōḥiybeh-hoh-HEE
and
by
my
outstretched
הַגָּד֔וֹלhaggādôlha-ɡa-DOLE
arm,
וּבִזְרוֹעִ֖יûbizrôʿîoo-veez-roh-EE
given
have
and
הַנְּטוּיָ֑הhannĕṭûyâha-neh-too-YA
it
unto
whom
וּנְתַתִּ֕יהָûnĕtattîhāoo-neh-ta-TEE-ha
it
seemed
לַאֲשֶׁ֖רlaʾăšerla-uh-SHER
meet
יָשַׁ֥רyāšarya-SHAHR
unto
me.
בְּעֵינָֽי׃bĕʿênāybeh-ay-NAI

Cross Reference

ଯିଶାଇୟ 45:12
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ। ଆମ୍ଭ ସ୍ବହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ ଓ ତହିଁରେ ସକଳ ସୈନ୍ଯସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦଇେଅଛୁ।

ଯିଶାଇୟ 42:5
ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପ ରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ବାସ ପ୍ରଶ୍ବାସ ଦିଅନ୍ତି ଓ ସକଳ ଆତୟାତ ବ୍ଯକ୍ତିମାନଙ୍କୁ ଜୀବନ ଦିଅନ୍ତି, ସହେି ସଦାପ୍ରଭୁ ପ୍ରକୃତ ପରମେଶ୍ବର ଏହି କଥା କୁହନ୍ତି।

ଗୀତସଂହିତା 146:5
କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।

ଗୀତସଂହିତା 115:15
ସ୍ବର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।

ଯିରିମିୟ 32:17
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।

ଯିରିମିୟ 10:11
ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'

ଯିଶାଇୟ 40:21
ତୁମ୍ଭମାନେେ କ'ଣ ଜାଣି ନାହଁ। ତୁମ୍ଭମାନେେ କ'ଣ ଶୁଣି ନାହଁ ? ଆଦ୍ଯକାଳରୁ ତୁମ୍ଭମାନଙ୍କୁ କ'ଣ ଜଣାଇ ଦିଆୟାଇ ନାହିଁ। ଏ ଜଗତ ରେ ସୃଷ୍ଟିକର୍ତ୍ତା କିଏ ତୁମ୍ଭେ ନିଶ୍ଚଯ ଜାଣିଛ।

ଯିରିମିୟ 51:15
ସଦାପ୍ରଭୁ ଆପଣା ପରାକ୍ରମ ରେ ପୃଥିବୀ ନର୍ମାଣ କରିଅଛନ୍ତି। ସେ ଆପଣା ଜ୍ଞାନ ରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧି ରେ ସେ ଗଗନ ମଣ୍ଡଳ ବିସ୍ତାର କରିଅଛନ୍ତି।

ଦାନିଏଲ 4:17
ଜଣେ ପବିତ୍ର ସ୍ବର୍ଗଦୂତ ଏହି ଦଣ୍ତ ଘାଷେଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ଯମାନଙ୍କ ଉପ ରେ ସର୍ବୋପରିସ୍ଥ ପରମେଶ୍ବର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ବର ବିନଯୀ ଲୋକକୁ ରାଜ୍ଯ ଶାସନ ପାଇଁ ନିୟୁକ୍ତି କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।

ଏବ୍ରୀମାନଙ୍କ ନିକଟକୁ ପତ୍ର 1:10
ପରମେଶ୍ବର ଏହା ମଧ୍ଯ କହନ୍ତି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:11
ହେ ପ୍ରଭୁ ! ଆମ୍ଭର ପରମେଶ୍ବର ! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।

ଯିଶାଇୟ 44:24
ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।

ଯିଶାଇୟ 48:13
ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସମାନଙ୍କେୁ ଡାକିଲେ ସମାନେେ ଏକତ୍ର ଆମ୍ଭ ସମ୍ମୁଖ ରେ ଛିଡ଼ା ହୁଅନ୍ତି।

ଯିଶାଇୟ 51:13
ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରି ଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନୟାକ ନିରନ୍ତର ସମାନଙ୍କେୁ ଭୟ କରୁଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ଯତ ହାଇେ କୋପ କରିଛନ୍ତି। ମାତ୍ର ସହେି ଉପଦ୍ରବକାରୀ ଏବେ କାହାଁନ୍ତି ଓ ତାଙ୍କର କୋପ କାହିଁ ?

ଯୋହନଲିଖିତ ସୁସମାଚାର 1:1
ଜଗତ ଆରମ୍ଭର ପୂର୍ବରୁ ବାକ୍ଯ ଥିଲେ। ସହେି ବାକ୍ଯ ପରମେଶ୍ବରଙ୍କ ସହିତ ଥିଲେ। ସହେି ବାକ୍ଯ ପରମେଶ୍ବର ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:15
ହେ ଲୋକମାନେ ତୁମ୍ଭମାନେେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କବଳେ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ଯହୀନ ବିଷୟଗୁଡ଼ିକ ଠାରୁ ଦୂ ରଇେ ରହି ଜୀବନ୍ତ ପରମେଶ୍ବରଙ୍କ ଆଡ଼କୁ ଫରୋଇବା ପାଇଁ ଆମ୍ଭେ ଆସିଛୁ। ସହେି ପରମେଶ୍ବର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ତ ବିଷୟ ସୃଷ୍ଟି କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:24
ପରମେଶ୍ବର ଓ ପୃଥିବୀ ରେ ଓ ଏଥି ରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ବର୍ଗ ଓ ପୃଥିବୀର ପ୍ରଭୁ ହାଇେ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 1:2
କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।

ଦିତୀୟ ବିବରଣ 2:9
ସଦାପ୍ରଭୁ ମାେତେ କହିଲେ, ' ମାୟୋବର ଲୋକମାନଙ୍କର କ୍ଷତି କର ନାହିଁ। ସମାନଙ୍କେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କର ନାହିଁ। ମୁ ସମାନଙ୍କେର କୌଣସି ଭୂମି ତୁମ୍ଭମାନଙ୍କୁ ଦବେି ନାହିଁ। ସମାନେେ ଲୋଟର ଭବିଷ୍ଯଦ୍ ବଂଶଧର। ମୁ ସମାନଙ୍କେୁ ଆର ନଗର ସମାନଙ୍କେର ବଂଶଧର ରୂପେ ଦଇେଅଛି।'

ଗୀତସଂହିତା 148:2
ହେ ତାଙ୍କର ସମସ୍ତ ସ୍ବର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ଯଗଣ, ତାଙ୍କର ପ୍ରଶଂସା କର।

ଗୀତସଂହିତା 136:5
ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

ଗୀତସଂହିତା 135:10
ପରମେଶ୍ବର ଅନକେ ଗୋଷ୍ଠୀକୁ ପରାସ୍ତ କଲେ। ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ଯା କଲେ।

ଦିତୀୟ ବିବରଣ 4:25
ତୁମ୍ଭମାନେେ ସେ ଦେଶ ରେ ବହକ୍ସ୍ଟତ ଦିନ ବସବାସ କରିବ। ସଠାେରେ ତୁମ୍ଭମାନଙ୍କର ପକ୍ସ୍ଟତ୍ର ଓ ନାତିମାନେ ମଧ୍ଯ ବାସ କରିବେ। ତୁମ୍ଭମାନେେ ସଠାେରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକକ୍ସ୍ଟ କ୍ଷକ୍ସ୍ଟର୍ଣ କରିବ। ଯେତବେେଳେ ତୁମ୍ଭମାନେେ ଏପରି କରିବ, ପରମେଶ୍ବର ତୁମ୍ଭମାନଙ୍କ ଉପରେ କୋରଧ କରିବେ।

ଦିତୀୟ ବିବରଣ 4:17
ଏପରି କୌଣସି ପ୍ରତୀମା ପଶକ୍ସ୍ଟପରି ବା ପକ୍ଷୀପରି କରନାହିଁ।

ଦିତୀୟ ବିବରଣ 2:21
ସଠାେରେ ବହୁସଂଖ୍ୟକ ଶକ୍ତିଶାଳୀ ସମ୍ସୁମ୍ମୀୟମାନେ ବାସ କରୁଥିଲେ। ସମାନେେ ବହକ୍ସ୍ଟତ ଡେଙ୍ଗା ଓ ଅନାକୀଯମାନଙ୍କ ପରି ଦୀର୍ଘକାଯ ଲୋକଥିଲେ। କିନ୍ତୁ ସଦାପ୍ରଭୁ ଅେମ୍ମାନୀୟ ଲୋକମାନଙ୍କୁ ସଦାଯ ହେଲେ ସମ୍ସକ୍ସ୍ଟମ୍ମୀଯମାନଙ୍କୁ ବିନାଶ କରିବା ପାଇଁ। ଅେମ୍ମାନୀୟ ଲୋକମାନେ ସମ୍ସକ୍ସ୍ଟମ୍ମୀଯ ଲୋକମାନଙ୍କୁ ଅଧିକାର ଚକ୍ସ୍ଟ୍ଯତ କରି ସହେିଠା ରେ ବାସ କଲେ। ଏବଂ ସହେିଠା ରେ ଏବେ ମଧ୍ଯ ବାସ କରୁଛନ୍ତି।

ଦିତୀୟ ବିବରଣ 2:19
ତୁମ୍ଭମାନେେ ଅମ୍ମୋନ୍ ସନ୍ତାନଗଣ ନିକଟରେ ପହଁଞ୍ଚିବ, କିନ୍ତୁ ତୁମ୍ଭମାନେେ ସମାନଙ୍କେୁ କ୍ଲେଶ ଦବେ ନାହିଁ। ସମାନଙ୍କେ ସହିତ ୟକ୍ସ୍ଟଦ୍ଧ କର ନାହିଁ। କାରଣ ତୁମ୍ଭକୁ ସେ ଦେଶ ଦବୋ ନାହିଁ। କାରଣ ସେ ମାନେ ହେଉଛନ୍ତି ଲୋଟର ବଂଶଧର। ଆମ୍ଭେ ସମାନଙ୍କେୁ ଏହିଦେଶ ଦଇେଅଛୁ।'

ଦିତୀୟ ବିବରଣ 2:7
ମନରେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ହସ୍ତର ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ସେ ଏହି ବିସ୍ତୀର୍ଣ ପ୍ରାନ୍ତର ରେ ୟିବାର ସେ ମଧ୍ଯ ଜାଣନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଦୀର୍ଘ ଚାଳିଶ ବର୍ଷ ଧରି ତୁମ୍ଭର ସହାୟ ହାଇେ ଆସିଛନ୍ତି। ତୁମ୍ଭର କୌଣସି ଅଭାବ ସେ କରି ନାହାଁନ୍ତି।'

ଯାତ୍ରା ପୁସ୍ତକ 20:11
ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।

ଆଦି ପୁସ୍ତକ 9:6
ପରମେଶ୍ବର ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ତିଆରି କରିଛନ୍ତି। ତେଣୁ ଯେ କହେି ମନୁଷ୍ଯକୁ ହତ୍ଯା କରିବ ସେ ନିଶ୍ଚିତ ଅନ୍ୟ ମନୁଷ୍ଯ ଦ୍ବାରା ମରାୟିବ।

ଆଦି ପୁସ୍ତକ 9:2
ପୃଥିବୀ ରେ ସମସ୍ତ ପଶୁ, ଆକାଶର ସମସ୍ତ ପକ୍ଷୀ ଭୂଚ଼ର ସମସ୍ତ ପ୍ରାଣୀ, ଏବଂ ସମୁଦ୍ର ମଧିଅରେ ଥିବା ସମସ୍ତ ମତ୍ସ୍ଯ ତୁମ୍ଭମାନଙ୍କୁ ଭୟ କରିବେ। ସମସ୍ତ ଜୀବ ତୁମ୍ଭ ନିଯନ୍ତ୍ରଣ ରେ ରହିବେ।

ଦିତୀୟ ବିବରଣ 4:32
ଏହା ପୂର୍ବରକ୍ସ୍ଟ ଏପରି ମହାନ କାର୍ୟ୍ଯ କବେେ ଦେଖିଛ କି? କଦାପି ନକ୍ସ୍ଟ ହେଁ କାରଣ ଅତୀତକକ୍ସ୍ଟ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରକ୍ସ୍ଟ ଦେଖ। ପରମେଶ୍ବର ମନକ୍ସ୍ଟଷ୍ଯକକ୍ସ୍ଟ ପୃଥିବୀ ରେ ସୃଷ୍ଟି କରିବା ଦିନଠାରକ୍ସ୍ଟ ପୃଥିବୀର ଚାରିଆଡେ ଏପରି ମହାନ କାର୍ୟ୍ଯ କହେି କରିଛି। ଏପରି ମହାକାର୍ୟ୍ଯ ଘଟିବାର ଆଉ କହେି ଶକ୍ସ୍ଟଣିଛ କି? ନାଁ!

ଦିତୀୟ ବିବରଣ 4:35
ଏହିସବୁ ତକ୍ସ୍ଟମ୍ଭପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭମାନେେ ଜାଣିପାରିବ, ଯେ ସଦାପ୍ରଭୁ ପରମେଶ୍ବର ଅଟନ୍ତି, ତାଙ୍କ ଭିନ୍ନ ଆଉ କହେି ନାହିଁ।

ଗୀତସଂହିତା 102:25
ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।

ଆୟୁବ ପୁସ୍ତକ 38:4
ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।

ଆୟୁବ ପୁସ୍ତକ 26:5
ପ୍ ରତଗେଣ ପାତାଳ ରେ ଥିବା ଜଳ ରେ କମ୍ପି ଉଠନ୍ତି।

ଏଜ୍ରା 1:2
ପାରସ୍ଯର ରାଜା କୋରସ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ପୃଥିବୀର ସମସ୍ତ ରାଜ୍ଯ ମାେତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମାେତେ ଯିହୁଦା ରାଜ୍ଯର ୟିରୁଶାଲମଠା ରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।

ଯିହୋଶୂୟ 1:2
ମାରେ ସବେକ ମାଶାରେ ମୃତକ୍ସ୍ଟ୍ଯ ହାଇେଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନଇେ ୟର୍ଦ୍ଦନ ନଦୀ ପାର ହାଇେ ୟାଅ। ମୁ ଯେଉଁ ଦେଶସବୁ ଇଶ୍ରାୟେଲ ଲୋକମାନଙ୍କୁ ଦବୋକକ୍ସ୍ଟ କହିଅଛି, ତୁମ୍ଭେ ସହେି ଦେଶକକ୍ସ୍ଟ ୟାଅ।

ଦିତୀୟ ବିବରଣ 32:8
ସର୍ବୋପରିସ୍ଥ ପରମେଶ୍ବର ଯେତବେେଳେ ଗୋଷ୍ଠୀଯ ଲୋକମାନଙ୍କୁ ସମାନଙ୍କେ ଅଧିକାର ଦେଲେ, ଯେତବେେଳେ ସେ ମନକ୍ସ୍ଟଷ୍ଯ ସନ୍ତାନମାନଙ୍କୁ ପୃଥକ କଲେ। ସେତବେେଳେ ସେ ଇଶ୍ରାୟେଲର ସଂଖ୍ଯା ଅନକ୍ସ୍ଟସା ରେ ସେ ସୀମା ସ୍ଥାପନ କଲେ।

ଦିତୀୟ ବିବରଣ 9:29
ତଥାପି ସମାନେେ ତ ତୁମ୍ଭମାନଙ୍କର ଲୋକ ଅଟନ୍ତି ଓ ତୁମ୍ଭର ଅଧିକାର ସମାନଙ୍କେ ଉପରେ ଅଛି। ତୁମ୍ଭେ ସମାନଙ୍କେୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହକ୍ସ୍ଟଦ୍ବାରା ବାହାର କରି ଆଣିଅଛ।

ଦିତୀୟ ବିବରଣ 5:16
ତୁମ୍ଭମାନଙ୍କର ପିତାମାତାଙ୍କୁ ସମ୍ମାନ କର। ଏପରି କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦଇେଛନ୍ତି। ଯଦି ତୁମ୍ଭମାନେେ ଏହି ଆଦେଶ ପାଳନ କର, ତବେେ ତୁମ୍ଭମାନଙ୍କର ପରମାଯକ୍ସ୍ଟ ଦୀର୍ଘ୍ଯାଯକ୍ସ୍ଟ ହବେ ଓ ସହେି ଦେଶ ରେ ତୁମ୍ଭମାନଙ୍କର ମଙ୍ଗଳ ହବେ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦେଉଛନ୍ତି।

ଆଦି ପୁସ୍ତକ 1:29
ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜ ଉତ୍ପାଦକ ଗଛ ଦେଉଛି ଏବଂ ପ୍ରେତ୍ୟକକ ଗଛ ଯାହାର ଫଳ ମଧିଅରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହବେ।