ଓଡ଼ିଆ ଓଡ଼ିଆ ବାଇବେଲ ଯିରିମିୟ ଯିରିମିୟ 4 ଯିରିମିୟ 4:11 ଯିରିମିୟ 4:11 ଚିତ୍ର English

ଯିରିମିୟ 4:11 ଚିତ୍ର

ସହେି ସମୟରେ ଯିହୁଦା ୟିରୁଶାଲମର ଲୋକମାନଙ୍କ ପାଖକୁ ଏହି ବାର୍ତ୍ତା ଆସିବ, ପ୍ରାନ୍ତରସ୍ଥ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କ ଆଡ଼କୁ ଉଷ୍ମବାଯୁ ଆସୁଅଛି। ତାହା ଶସ୍ଯରୁ ତୁଷ ଝାଡ଼ିବା ପାଇଁ ଧୀର ବାଯୁ ନୁହେଁ।
Click consecutive words to select a phrase. Click again to deselect.
ଯିରିମିୟ 4:11

ସହେି ସମୟରେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ପାଖକୁ ଏହି ବାର୍ତ୍ତା ଆସିବ, ପ୍ରାନ୍ତରସ୍ଥ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କ ଆଡ଼କୁ ଉଷ୍ମବାଯୁ ଆସୁଅଛି। ତାହା ଶସ୍ଯରୁ ତୁଷ ଝାଡ଼ିବା ପାଇଁ ଧୀର ବାଯୁ ନୁହେଁ।

ଯିରିମିୟ 4:11 Picture in Oriya