Jeremiah 46:18
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ୟିଏକି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।
Jeremiah 46:18 in Other Translations
King James Version (KJV)
As I live, saith the King, whose name is the LORD of hosts, Surely as Tabor is among the mountains, and as Carmel by the sea, so shall he come.
American Standard Version (ASV)
As I live, saith the King, whose name is Jehovah of hosts, surely like Tabor among the mountains, and like Carmel by the sea, so shall he come.
Bible in Basic English (BBE)
By my life, says the King, whose name is the Lord of armies, truly, like Tabor among the mountains and like Carmel by the sea, so will he come.
Darby English Bible (DBY)
[As] I live, saith the King, whose name is Jehovah of hosts, surely as Tabor among the mountains, and as Carmel by the sea, so shall he come.
World English Bible (WEB)
As I live, says the King, whose name is Yahweh of Hosts, surely like Tabor among the mountains, and like Carmel by the sea, so shall he come.
Young's Literal Translation (YLT)
I live -- an affirmation of the King, Jehovah of Hosts `is' His name, Surely as Tabor `is' among mountains, And as Carmel by the sea -- he cometh in,
| As I | חַי | ḥay | hai |
| live, | אָ֙נִי֙ | ʾāniy | AH-NEE |
| saith | נְאֻם | nĕʾum | neh-OOM |
| the King, | הַמֶּ֔לֶךְ | hammelek | ha-MEH-lek |
| name whose | יְהוָ֥ה | yĕhwâ | yeh-VA |
| is the Lord | צְבָא֖וֹת | ṣĕbāʾôt | tseh-va-OTE |
| of hosts, | שְׁמ֑וֹ | šĕmô | sheh-MOH |
| Surely | כִּ֚י | kî | kee |
| Tabor as | כְּתָב֣וֹר | kĕtābôr | keh-ta-VORE |
| is among the mountains, | בֶּֽהָרִ֔ים | behārîm | beh-ha-REEM |
| Carmel as and | וּכְכַרְמֶ֖ל | ûkĕkarmel | oo-heh-hahr-MEL |
| by the sea, | בַּיָּ֥ם | bayyām | ba-YAHM |
| so shall he come. | יָבֽוֹא׃ | yābôʾ | ya-VOH |
Cross Reference
ଯିରିମିୟ 48:15
ଶତ୍ରୁସୈନ୍ଯ ମାୟୋବକୁ ଆକ୍ରମଣ କରି ତାହାକୁ ଧ୍ବଂସ କରିବେ। ତାହା ବଳବାନ୍ ସୈନ୍ଯମାନଙ୍କୁ ବାଧ୍ଯ ସ୍ଥାନ ରେ ବଧ କରିବ। ଏହା ସୈନ୍ଯାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି।
ବିଚାରକର୍ତାମାନଙ୍କ ବିବରଣ 4:6
ଦବୋରା ଏକ ଦୂତ ବାରକ ପାଖକକ୍ସ୍ଟ ପଠାଇଲେ। ସେ ତାଙ୍କୁ ଭଟେିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋଯମର ପକ୍ସ୍ଟତ୍ର ଥିଲେ। ବାରକ ନଲ୍ଗାଲି ସହର ରେ କଦେଶ ରେ ବାସ କରୁଥିଲେ। ଦବୋରା ବାରକକକ୍ସ୍ଟ କହିଲେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, 'ନଲ୍ଗାଲି ପରିବାରବର୍ଗ ଏବଂ ସବୂଲୂନର 10 ,000 ଲୋକଙ୍କକ୍ସ୍ଟ ଏକତ୍ରୀତ କର ଓ ସମାନଙ୍କେୁ ତାବୋର ପର୍ବତକକ୍ସ୍ଟ ଆଗଇେ ନିଅ।
ଯିହୋଶୂୟ 19:22
ଏସବୁର ସୀମା ତାଙ୍କର ତାବୋର ଶହତ୍ସୀସ୍ ଓ ବୈଥ୍ଶମେଣ ପର୍ୟ୍ଯନ୍ତ ଥିଲା। ୟର୍ଦ୍ଦନ ସମାନଙ୍କେ ସୀମାର ପ୍ରାନ୍ତ ଥିଲା। ଗ୍ରାମ ସମତେ ଏହି ଷୋଳଟି ନଗର ସମାନଙ୍କେର ଅଧିନ ରେ ଥିଲା।
ମଲାଖୀ 1:14
କେତକେ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦବୋ ପାଇଁ, କିନ୍ତୁ ଶଷେ ରେ ସମାନେେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସମାନେେ ଅଭିଶପ୍ତ ହବେେ। ଆମ୍ଭେ ଜଣେ ମହାନ୍ ରାଜା ଅଟୁ। ଆମ୍ଭକୁ ତୁମ୍ଭମାନେେ ସମ୍ମାନ କରିବା ଉଚିତ ଓ ସମଗ୍ର ବିଶ୍ବ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍। ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
ଯିଶାଇୟ 48:2
କାରଣ ସମାନେେ ନିଜକୁ ପବିତ୍ର ନଗରର ଲୋକ ବୋଲି ଖ୍ଯାତ କରନ୍ତି ଓ ଇଶ୍ରାୟେଲର ପରମେଶ୍ବରଙ୍କ ଉପ ରେ ନିର୍ଭର କରନ୍ତି ; ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।
ଯିଶାଇୟ 47:4
ମାରେ ସନ୍ତାନଗଣ କୁହନ୍ତି, ଆମ୍ଭମାନଙ୍କର ମୁକ୍ତିଦାତା ଇଶ୍ରାୟେଲର ଧର୍ମସ୍ବରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।
ଗୀତସଂହିତା 89:12
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:17
ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।
ମାଥିଉଲିଖିତ ସୁସମାଚାର 5:35
ପୃଥିବୀ ନାମ ରେ ପ୍ରତିଜ୍ଞା ନିଅନାହିଁ। କାରଣ ତାହା ପରମେଶ୍ବରଙ୍କର ପାଦ ପୀଠ। ୟିରୂଶାଲମ ନାମ ରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ବରଙ୍କ ନଗରୀ।
ଯିରିମିୟ 51:17
ମାତ୍ର ପ୍ରେତ୍ୟକକ ଲୋକ ନିର୍ବୋଧ ଓ ଅଜ୍ଞାନ ଅଟନ୍ତି। ପରମେଶ୍ବରଙ୍କ କ୍ରିଯା ସମାନେେ ଜାଣନ୍ତି ନାହିଁ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ବାରା ଲଜ୍ଜିତ ହାଇେଅଛନ୍ତି। କାରଣ ସେ ଛାଞ୍ଚ ଢ଼ଳା ପ୍ରତିମା ମିଥ୍ଯା ଓ ଜୀବନ୍ତ ନୁହଁନ୍ତି।
ଯିରିମିୟ 44:26
ଏଣୁ ହେ ଯିହୁଦାର ସମସ୍ତ ମିଶର ଦେଶ ନିବାସୀ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ମୁଁ ଆପଣା ମହାନାମ ରେ ଶପଥ କରିଅଛି, ମିଶର ଦେଶସ୍ଥ ୟିହୁଦୀ ଲୋକ ମାରେ ନାମର ବ୍ଯବହାର କରିବ ନାହିଁ। ସମାନେେ କବେେ କହିବେ ନାହିଁ, ନିଶ୍ଚିତ ରେ ସଦାପ୍ରଭୁ ଅଛନ୍ତି।
ଯିରିମିୟ 10:10
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।
ପ୍ରଥମ ରାଜାବଳୀ 18:42
ତେଣୁ ରାଜା ଆହାବ୍ ଭୋଜନ ନିମନ୍ତେ ଗଲେ। ଏଲିଯ କର୍ମିଲ ପର୍ବତର ଉପରକୁ ଚଢି଼ଲେ ଆଶା ରେ ପଡିଲେ ଏବଂ ଆପଣା ଆଣ୍ଠୁ ମଧିଅରେ ମୁଣ୍ତ ରଖିଲେ।