Index
Full Screen ?
 

ଯିରିମିୟ 6:22

Jeremiah 6:22 ଓଡିଆ ବାଇବେଲ ଯିରିମିୟ ଯିରିମିୟ 6

ଯିରିମିୟ 6:22
ଆଉ ମଧ୍ଯ ସଦାପ୍ରଭୁ ଏହିକଥା କହନ୍ତି, ଦେଖ ଉତ୍ତର ଦିଗରୁ ଏକ ସୈନ୍ଯବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତଜେିତ ହବେେ।

Thus
כֹּ֚הkoh
saith
אָמַ֣רʾāmarah-MAHR
the
Lord,
יְהוָ֔הyĕhwâyeh-VA
Behold,
הִנֵּ֛הhinnēhee-NAY
people
a
עַ֥םʿamam
cometh
בָּ֖אbāʾba
from
the
north
מֵאֶ֣רֶץmēʾereṣmay-EH-rets
country,
צָפ֑וֹןṣāpôntsa-FONE
great
a
and
וְג֣וֹיwĕgôyveh-ɡOY
nation
גָּד֔וֹלgādôlɡa-DOLE
shall
be
raised
יֵע֖וֹרyēʿôryay-ORE
sides
the
from
מִיַּרְכְּתֵיmiyyarkĕtêmee-yahr-keh-TAY
of
the
earth.
אָֽרֶץ׃ʾāreṣAH-rets

Cross Reference

ଯିରିମିୟ 10:22
ଏକ ମହାରବ ଶୁଣ। ସହେି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ବଂସ କରିବ ଓ ତାହା ଏକ ପ୍ରାନ୍ତର ରେ ପରିଣତ ହବେ। ଆଉ ସଗେୁଡ଼ିକ ଶୃଗାଳର ବାସସ୍ଥାନ ହବେ।

ଯିରିମିୟ 50:41
ଦେଖ, ଉତ୍ତର ଦିଗରୁ ଏକ ଶକ୍ତିଶାଳୀ ଗୋଷ୍ଠୀରୁ ଲୋକମାନେ ଆସୁଛନ୍ତି ଓ ପୃଥିବୀସ୍ଥ ସମସ୍ତ ପ୍ରାନ୍ତରୁ ବହୁରାଜା ଏକତ୍ର ଆସୁଛନ୍ତି।

ଯିରିମିୟ 1:14
ତା'ପ ରେ ସଦାପ୍ରଭୁ ମାେତେ କହିଲେ, ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।

ଯିରିମିୟ 5:15
ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା ସେ ଏକ ବଳବାନ୍ ଗୋଷ୍ଠୀ ଓ ପ୍ରାଚୀନ ଗୋଷ୍ଠୀ। ସେ ଗୋଷ୍ଠୀର ଭାଷା ତୁମ୍ଭମାନେେ ଜାଣ ନାହିଁ। ଆଉ ସମାନଙ୍କେର କଥା ତୁମ୍ଭମାନେେ ବୁଝିପାରିବ ନାହିଁ।

ଯିରିମିୟ 6:1
ହେ ବିନ୍ଯାମୀନ ସନ୍ତାନଗଣ, ତୁମ୍ଭମାନେେ ରକ୍ଷା ପାଇବା ପାଇଁ ୟିରୁଶାଲମରୁ ପଳାଯନ କର। ତିକୋଯ ନଗର ରେ ତୂରୀ ବଜାଅ ଓ ବୈଥହକରମେ ରେ ଧ୍ବଜା ଟକେ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।

ଯିରିମିୟ 25:9
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।

Chords Index for Keyboard Guitar