Jeremiah 7:14
ତେଣୁ ଆମ୍ଭ ନାମ ରେ ଖ୍ଯାତ ୟିରୁଶାଲମର ମନ୍ଦିରକୁ ଧ୍ବଂସ କରିବା, ଯେପରି ଶୀଲୋପ୍ରତି ଆମ୍ଭେ କରିଥିଲୁ। ଆଉ ତୁମ୍ଭମାନେେ ଯେଉଁ ଗୃହପ୍ରତି ବିଶ୍ବାସ ରଖିଛ, ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ସହେି ଗୃହକୁ ଆମ୍ଭେ ଉଚ୍ଛନ୍ନ କରିବା।
Jeremiah 7:14 in Other Translations
King James Version (KJV)
Therefore will I do unto this house, which is called by my name, wherein ye trust, and unto the place which I gave to you and to your fathers, as I have done to Shiloh.
American Standard Version (ASV)
therefore will I do unto the house which is called by my name, wherein ye trust, and unto the place which I gave to you and to your fathers, as I did to Shiloh.
Bible in Basic English (BBE)
For this reason I will do to the house which is named by my name, and in which you have put your faith, and to the place which I gave to you and to your fathers, as I have done to Shiloh.
Darby English Bible (DBY)
I will even do unto the house which is called by my name, wherein ye trust, and unto the place which I gave to you and to your fathers, as I have done to Shiloh;
World English Bible (WEB)
therefore will I do to the house which is called by my name, in which you trust, and to the place which I gave to you and to your fathers, as I did to Shiloh.
Young's Literal Translation (YLT)
I also to the house on which My name is called, In which ye are trusting, And to the place that I gave to you, and to your fathers, Have done, as I have done to Shiloh.
| Therefore will I do | וְעָשִׂ֜יתִי | wĕʿāśîtî | veh-ah-SEE-tee |
| unto this house, | לַבַּ֣יִת׀ | labbayit | la-BA-yeet |
| which | אֲשֶׁ֧ר | ʾăšer | uh-SHER |
| called is | נִֽקְרָא | niqĕrāʾ | NEE-keh-ra |
| by | שְׁמִ֣י | šĕmî | sheh-MEE |
| my name, | עָלָ֗יו | ʿālāyw | ah-LAV |
| wherein | אֲשֶׁ֤ר | ʾăšer | uh-SHER |
| ye | אַתֶּם֙ | ʾattem | ah-TEM |
| trust, | בֹּטְחִ֣ים | bōṭĕḥîm | boh-teh-HEEM |
| place the unto and | בּ֔וֹ | bô | boh |
| which | וְלַ֨מָּק֔וֹם | wĕlammāqôm | veh-LA-ma-KOME |
| I gave | אֲשֶׁר | ʾăšer | uh-SHER |
| fathers, your to and you to | נָתַ֥תִּי | nātattî | na-TA-tee |
| as | לָכֶ֖ם | lākem | la-HEM |
| I have done | וְלַאֲבֽוֹתֵיכֶ֑ם | wĕlaʾăbôtêkem | veh-la-uh-voh-tay-HEM |
| to Shiloh. | כַּאֲשֶׁ֥ר | kaʾăšer | ka-uh-SHER |
| עָשִׂ֖יתִי | ʿāśîtî | ah-SEE-tee | |
| לְשִׁלֽוֹ׃ | lĕšilô | leh-shee-LOH |
Cross Reference
ଯିରିମିୟ 7:4
ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କ ନାମ ରେ ମିଥ୍ଯା କହୁଥିବା ଲୋକମାନଙ୍କୁ ବିଶ୍ବାସ କର ନାହିଁ।
ଯିରିମିୟ 7:10
ତୁମ୍ଭମାନେେ ଯଦି ଏହିସବୁ ଦୁଷ୍କର୍ମ କର, ତବେେ ତୁମ୍ଭମାନେେ କ'ଣ ଆମ୍ଭ ନାମ ରେ ଖ୍ଯାତ ଏହି ଗୃହ ମଧ୍ଯକୁ ଆସି ଆମ୍ଭ ସମ୍ମୁଖ ରେ କହିପାରିବ, ଆମ୍ଭମାନେେ ଉଦ୍ଧାର ପାଇଲୁଁ ? ଏତେସବୁ ଘୃଣ୍ଯ କର୍ମ କଲାପ ରେ ମଧ୍ଯ ଏହା କହିପାରିବ ?
ଦିତୀୟ ରାଜାବଳୀ 25:9
ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା।
ଦିତୀୟ ବିବରଣ 28:52
ଅନ୍ୟ ଜାତୀଯମାନେ ତୁମ୍ଭମାନଙ୍କୁ ଘରୋଉ କରି ରଖିବେ ଓ ତୁମ୍ଭମାନଙ୍କ ସହରକକ୍ସ୍ଟ ଆକ୍ରମଣ କରିବେ। ତୁମ୍ଭମାନେେ ଭାବିବ ଯେ ତୁମ୍ଭମାନଙ୍କର ଉଚ୍ଚ ଓ ଦୃଢ ପାଚରେୀ ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦବେ ମାତ୍ର ତାହା ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦଇପୋରିବ ନାହିଁ। ସହେି ପାଚରେୀମାନ ଭାଙ୍ଗି ପଡିବ। ସଦାପ୍ରଭୁ ଦଇେଥିବା ଦେଶ ରେ ସବୁଆଡେ ଶତୃମାନଙ୍କର ଛାଉଣୀ ହାଇଯେିବ।
ଯିରିମିୟଙ୍କ ବିଳାପ 4:1
ଦେଖ, ସୁବର୍ଣ୍ଣ କିପରି ମଳିନ ହାଇେଅଛି। ଅତ୍ଯନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହାଇେଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତା ରେ ବିକ୍ଷିପ୍ତ ହାଇେ ପଡ଼ିଅଛି।
ଯିହିଜିକଲ 7:20
ସହେି ଲୋକମାନେ ମନ୍ଦିରର ସୁନ୍ଦର ଅଳଙ୍କାର ରେ ଘୃଣ୍ଯ ମୂର୍ତ୍ତିମାନ ନିର୍ମାଣ କଲେ, ଯେଉଁଥିପାଇଁ ସମାନେେ ଗର୍ବ କରୁଥିଲେ ଏବଂ ସମାନେେ ସହେି ମୂର୍ତ୍ତିଗୁଡ଼ିକ ପରମେଶ୍ବରଙ୍କ ମନ୍ଦିର ରେ ରଖିଲେ। ତେଣୁ ଆମ୍ଭେ ସଗେୁଡ଼ିକ ସମାନଙ୍କେ ପାଇଁ କଳୁଷିତ ସାମଗ୍ରୀ ରେ ପରିଣତ କରିଦବୋ।
ଯିହିଜିକଲ 9:5
ଏବଂ ସେ ଅନ୍ୟମାନଙ୍କୁ ମାରେ କର୍ଣ୍ଣ ଗୋଚର ରେ କହିଲେ, ତା'ର ପେଛ ନଗର ମଧ୍ଯକୁ ୟାଅ ଏବଂ କପାଳ ରେ ଚିହ୍ନ ନ ଥିବା ବ୍ଯକ୍ତିଙ୍କୁ ହତ୍ଯା କର। ଦୟା ଦଖାେଅ ନାହିଁ। ସମାନଙ୍କେୁ ଅନୁକମ୍ପା କର ନାହିଁ। ବୃଦ୍ଧବ୍ଯକ୍ତି, ୟୁବାବ୍ଯକ୍ତି, କୁମାରୀ, ସ୍ତ୍ରୀଲୋକ ଓ ଶିଶୁକୁ ମାରାତ୍ମକ ଅସ୍ତ୍ର ରେ ସମସ୍ତଙ୍କୁ ବଧ କର, କିନ୍ତୁ କପାଳ ରେ ଚିହ୍ନ ଥିବା ଲୋକ ନିକଟକୁ ୟାଅ ନାହିଁ।
ଯିହିଜିକଲ 24:21
ଇଶ୍ରାୟେଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ମୁଁ ମାରେ ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଚାହଁ ଏବଂ ଯାହା ତୁମ୍ଭର ଅତି ପ୍ରିଯ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ଯାଗଣଙ୍କୁ ପଛ ରେ ଛାଡ଼ି ୟାଇଅଛ, ସମାନେେ ଖଡ୍ଗ ରେ ପତିତ ହବେେ।
ମୀଖା 3:11
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।
ମାଥିଉଲିଖିତ ସୁସମାଚାର 24:1
ଯୀଶୁ ମନ୍ଦିର ଛାଡ଼ି ବାହରି ଆସିଲେ ଓ ଚ଼ାଲି ଯାଉଥିଲେ। ସହେି ସମୟରେ ତାହାଙ୍କ ଶିଷ୍ଯମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦଖାଇବୋ ପାଇଁ ତାହାଙ୍କ ପାଖକୁ ଆସିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6:13
ସମାନେେ କେତେ ଜଣ ମିଥ୍ଯା ସାକ୍ଷୀଙ୍କୁ ଆଣିଲେ। ସମାନେେ କହିଲେ, ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ ରେ କୁ ହେ।
ଯିରିମିୟଙ୍କ ବିଳାପ 2:7
ସଦାପ୍ରଭୁ ଆପଣା ୟଜ୍ଞବଦେୀ ଓ ପବିତ୍ର ଉପାସନା ସ୍ଥାନକୁ ଦୂର କରିଛନ୍ତି। ସେ ତା'ର ମନ୍ଦିରର ପ୍ରାଚୀରକୁ ନିଜର ଶତ୍ରୁମାନଙ୍କୁ ଦଇେଛନ୍ତି। ଶତ୍ରୁଗଣ ଉତ୍ସବ ଦିନ ଅତି ଆନନ୍ଦ ରେ ସଦାପ୍ରଭୁଙ୍କ ମନ୍ଦିର ରେ ଧ୍ବନି କରୁଛନ୍ତି।
ଯିରିମିୟ 52:13
ସେ ସଦାପ୍ରଭୁଙ୍କ ଗୃହ, ରାଜଗୃହ ଓ ୟିରୁଶାଲମସ୍ଥ ସକଳ ଗୃହ ଓ ବୃହତ୍ ଗୃହଗୁଡ଼ିକୁ ଅଗ୍ନି ରେ ଦଗ୍ଧ କଲା।
ପ୍ରଥମ ଶାମୁୟେଲ 4:10
ତହିଁରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କଲେ ଓ ଇଶ୍ରାୟେଲୀୟମାନେ ପରାସ୍ତ ହାଇେ ପ୍ରେତ୍ୟକକ ଆପଣା ଆପଣା ତମ୍ବୁକକ୍ସ୍ଟ ଫରେିଗଲେ, ସେତବେେଳେ ଅତି ମହାସଂହାର ହେଲା, କାରଣ ସେଥି ରେ ଇଶ୍ରାୟେଲର 30,000 ପଦାତିକ ସୈନ୍ଯ ମରି ପଡିଲେ।
ପ୍ରଥମ ରାଜାବଳୀ 9:7
ଯାହା ଆମ୍ଭେ ସମାନଙ୍କେୁ ଦଇେଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ଯାଖ୍ଯାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇଶ୍ରାୟେଲ ସମସ୍ତ ଗୋଷ୍ଠୀ ସମ୍ମୁଖ ରେ ଉପହାସର ଉଦାହରଣ ହବେ।
ଦିତୀୟ ବଂଶାବଳୀ 7:21
ଉଚ୍ଚସମ୍ମାନ ପ୍ରାପ୍ତ ଏହି ମନ୍ଦିର ପାଶର୍ବ ଦଇେ ଯାଉଥିବା ପ୍ରେତ୍ୟକକ ବ୍ଯକ୍ତି ଆଶ୍ଚର୍ୟ୍ଯାନ୍ବିତ ହବେେ। ସମାନେେ କହିବେ, 'ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ମନ୍ଦିର ପ୍ରତି ଏ ପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ ?'
ଦିତୀୟ ବଂଶାବଳୀ 36:18
ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନଇଗେଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ଯ ବସ୍ତୁ ସବୁ ନଇଗେଲେ।
ଗୀତସଂହିତା 74:6
ହେ ପରମେଶ୍ବର, ସମାନେେ କୁରାଢ଼ି ଓ ଟାଙ୍ଗିଆ ଦ୍ବାରା ତୁମ୍ଭ ମନ୍ଦିରର ଖାଦେିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
ଗୀତସଂହିତା 78:60
ପରମେଶ୍ବର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ଯାଗ କଲେ। ସହେି ତମ୍ବୁରେ ପରମେଶ୍ବର ମନୁଷ୍ଯମାନଙ୍କ ମଧ୍ୟରେ ରହୁଥିଲେ।
ଯିଶାଇୟ 64:11
ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନ ରେ ତୁମ୍ଭର ପ୍ରଶଂସା କରୁଥିଲେ, ଆମ୍ଭମାନଙ୍କର ସହେି ପବିତ୍ର ଓ ରମଣୀଯ ଗୃହ ଅଗ୍ନି ରେ ଦ'ିଭୂତ ହାଇେଅଛି, ଆଉ ମଧ୍ଯ ଆମ୍ଭମାନଙ୍କର ମୂଲ୍ଯବାନ ପଦାର୍ଥଗୁଡ଼ିକ ବିନ୍ଟେ ହାଇେଅଛି।
ଯିରିମିୟ 7:12
ହେ ଯିହୁଦାର ଲୋକମାନେ, ତୁମ୍ଭେ ଆମ୍ଭ ନାମ ରେ ଖ୍ଯାତ ଶୀଲୋସ୍ଥିତ ଗୃହକୁ ୟାଅ। ସଠାେ ରେ ଦେଖ ଇଶ୍ରାୟେଲ ଲୋକଙ୍କ ଦୁଷ୍ଟତା ୟୋଗୁଁ ଆମ୍ଭେ ସମାନଙ୍କେ ପ୍ରତି କ'ଣ କରୁଅଛୁ।
ଯିରିମିୟ 26:6
ଯବେେ ତୁମ୍ଭମାନେେ ଆମ୍ଭର ଆଜ୍ଞା ପାଳନ ନ କରିବ, ତବେେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ଯ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।'
ଯିରିମିୟ 26:18
ଯିହୁଦାର ରାଜା ହିଜକିଯଙ୍କ ସମୟରେ ମେ ରେଷ୍ଟୀଯର ମୀଖା ଭବିଷ୍ଯଦବାକ୍ଯ ପ୍ରଚାର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା,
ଦିତୀୟ ବିବରଣ 12:5
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ସମସ୍ତ ଗୋଷ୍ଠୀ ମଧ୍ଯରକ୍ସ୍ଟ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠା ରେ ତାଙ୍କର ନାମ ଉପାସନା ହବୋ ଉଚିତ୍। ତୁମ୍ଭର ସଠାେକକ୍ସ୍ଟ ୟିବା ଉଚିତ୍ ଏବଂ ତାଙ୍କୁ ଖାଜେିବା ଉଚିତ୍।