Job 22:25
ତୁମ୍ଭର ସୁବର୍ଣ୍ଣ ସହେି ସର୍ବଶକ୍ତିମାନ ପରମେଶ୍ବର ଅଟନ୍ତି। ସେ ତୁମ୍ଭର ମୂଲ୍ଯବାନ ରୂପା ସଦୃଶ ଅଟନ୍ତି।
Job 22:25 in Other Translations
King James Version (KJV)
Yea, the Almighty shall be thy defence, and thou shalt have plenty of silver.
American Standard Version (ASV)
And the Almighty will be thy treasure, And precious silver unto thee.
Bible in Basic English (BBE)
Then the Ruler of all will be your gold, and his teaching will be your silver;
Darby English Bible (DBY)
Then the Almighty will be thy precious ore, and silver heaped up unto thee;
Webster's Bible (WBT)
Yea, the Almighty shall be thy defense and thou shalt have plenty of silver.
World English Bible (WEB)
The Almighty will be your treasure, Precious silver to you.
Young's Literal Translation (YLT)
And the Mighty hath been thy defence, And silver `is' strength to thee.
| Yea, the Almighty | וְהָיָ֣ה | wĕhāyâ | veh-ha-YA |
| shall be | שַׁדַּ֣י | šadday | sha-DAI |
| thy defence, | בְּצָרֶ֑יךָ | bĕṣārêkā | beh-tsa-RAY-ha |
| plenty have shalt thou and | וְכֶ֖סֶף | wĕkesep | veh-HEH-sef |
| of silver. | תּוֹעָפ֣וֹת | tôʿāpôt | toh-ah-FOTE |
| לָֽךְ׃ | lāk | lahk |
Cross Reference
ଯିଶାଇୟ 33:6
ହେ ୟିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନ ରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷଯକ, ତାହା ସେ ଦିଅନ୍ତି।
ଯାକୁବଙ୍କ ପତ୍ 2:5
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।
ଆଦି ପୁସ୍ତକ 15:1
ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।
ଗୀତସଂହିତା 16:5
ମୁଁ କବଳେ ମାରେ ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମାରେ ସହାୟ ହୁଅ ଏବଂ ମାେତେ ମାରେ ପ୍ରାପ୍ଯ ପ୍ରଦାନ କର।
ଗୀତସଂହିତା 18:2
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶୈଳ, ମାେ' ନିରାପତ୍ତାରେ ଆଶ୍ରଯସ୍ଥଳ। ମାରେ ପରମେଶ୍ବର ମାେ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ୟାଏ। ପରମେଶ୍ବର ମାରେ ଢ଼ାଲ ସଦୃଶ। ତାଙ୍କର ଶକ୍ତି ମାରେ ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଲୁଚିବା ସ୍ଥାନର ଆଶ୍ରଯସ୍ଥଳ।
ଗୀତସଂହିତା 84:11
ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:10
ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନକଙ୍କେୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁ କିଛି ଅଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:31
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।