ଯୋହନଲିଖିତ ସୁସମାଚାର 10:33 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 10 ଯୋହନଲିଖିତ ସୁସମାଚାର 10:33

John 10:33
ଯିହୂଦୀମାନେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିଥିବାରୁ ମାରୁନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛ। ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ବର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥର ରେ ମାରି ଦବୋପାଇଁ ଚାହୁଁଛୁ।

John 10:32John 10John 10:34

John 10:33 in Other Translations

King James Version (KJV)
The Jews answered him, saying, For a good work we stone thee not; but for blasphemy; and because that thou, being a man, makest thyself God.

American Standard Version (ASV)
The Jews answered him, For a good work we stone thee not, but for blasphemy; and because that thou, being a man, makest thyself God.

Bible in Basic English (BBE)
This was their answer: We are not stoning you for a good work but for evil words; because being a man you make yourself God.

Darby English Bible (DBY)
The Jews answered him, For a good work we stone thee not, but for blasphemy, and because thou, being a man, makest thyself God.

World English Bible (WEB)
The Jews answered him, "We don't stone you for a good work, but for blasphemy: because you, being a man, make yourself God."

Young's Literal Translation (YLT)
The Jews answered him, saying, `For a good work we do not stone thee, but for evil speaking, and because thou, being a man, dost make thyself God.'

The
ἀπεκρίθησανapekrithēsanah-pay-KREE-thay-sahn
Jews
αὐτῷautōaf-TOH
answered
οἱhoioo
him,
Ἰουδαῖοιioudaioiee-oo-THAY-oo
saying,
λέγοντες,legontesLAY-gone-tase
For
Περὶperipay-REE
good
a
καλοῦkalouka-LOO
work
ἔργουergouARE-goo
we
stone
οὐouoo
thee
λιθάζομένlithazomenlee-THA-zoh-MANE
not;
σεsesay
but
ἀλλὰallaal-LA
for
περὶperipay-REE
blasphemy;
βλασφημίαςblasphēmiasvla-sfay-MEE-as
and
καὶkaikay
because
that
ὅτιhotiOH-tee
thou,
σὺsysyoo
being
ἄνθρωποςanthrōposAN-throh-pose
a
man,
ὢνōnone
makest
ποιεῖςpoieispoo-EES
thyself
σεαυτὸνseautonsay-af-TONE
God.
θεόνtheonthay-ONE

Cross Reference

ଯୋହନଲିଖିତ ସୁସମାଚାର 5:18
ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ଯା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା'ପରେ ସେ ପରମେଶ୍ବରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ବରଙ୍କ ସହିତ ସମାନ କଲେ।

ଲେବୀୟ ପୁସ୍ତକ 24:16
ଯେ କହେି ଆପଣା ସଦାପ୍ରଭୁଙ୍କ ନାମ ରେ ନିନ୍ଦା କରେ ସେ ଅବଶ୍ଯ ହତ ହବେ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ବଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହବେ।

ଯୋହନଲିଖିତ ସୁସମାଚାର 10:30
ପରମପିତା ଓ ମୁଁ ଏକ।

ପ୍ରଥମ ରାଜାବଳୀ 21:10
ଦୁଇଜଣ ପାପଧମ ଲୋକଙ୍କୁ ଖାଜେ ଓ ସମାନଙ୍କେୁ ନାବୋତ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବୋକୁ କୁହ। ସମାନେେ କହିବେ ଯେ, ସମାନେେ ଶୁଣିଲେ, ନାବୋତ ପରମେଶ୍ବର ଓ ରାଜାଙ୍କୁ ଅଭିଶାପ ଦଇେଛନ୍ତି। ତା'ପରେ ତାକୁ ନଗର ବାହାରକୁ ନଇେ ପଥରମାରି ବଧ କର।

ଗୀତସଂହିତା 82:6
ମୁଁ (ପରମେଶ୍ବର) କହିଲି, ତୁମ୍ଭମାନେେ ଈଶ୍ବରଗଣ ଓ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:1
ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:6
ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ବରଙ୍କ ସାଦୃଶ୍ଯ ଥିଲେ। ପରମେଶ୍ବରଙ୍କ ସହିତ ସମାନ ହାଇେ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।

ଲେବୀୟ ପୁସ୍ତକ 24:14
ସଦାପ୍ରଭୁଙ୍କୁ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣ, ପୁଣି ଯେଉଁମାନେ ତା'ର କଥା ଶୁଣିଲେ, ସମାନେେ ସମସ୍ତେ ଅଭିଶାପ ଦଇେଥିବା ବ୍ଯକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା'ପରେ ଲୋକମାନେ ତାକୁ ପଥର ମାରି ହତ୍ଯା କରନ୍ତୁ।