ଯୋହନଲିଖିତ ସୁସମାଚାର 15:7 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 15 ଯୋହନଲିଖିତ ସୁସମାଚାର 15:7

John 15:7
ମାଠାେ ରେ ରୁହ ଓ ମାରେଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତବେେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆୟିବ।

John 15:6John 15John 15:8

John 15:7 in Other Translations

King James Version (KJV)
If ye abide in me, and my words abide in you, ye shall ask what ye will, and it shall be done unto you.

American Standard Version (ASV)
If ye abide in me, and my words abide in you, ask whatsoever ye will, and it shall be done unto you.

Bible in Basic English (BBE)
If you are in me at all times, and my words are in you, then anything for which you make a request will be done for you.

Darby English Bible (DBY)
If ye abide in me, and my words abide in you, ye shall ask what ye will and it shall come to pass to you.

World English Bible (WEB)
If you remain in me, and my words remain in you, you will ask whatever you desire, and it will be done for you.

Young's Literal Translation (YLT)
if ye may remain in me, and my sayings in you may remain, whatever ye may wish ye shall ask, and it shall be done to you.

If
ἐὰνeanay-AN
ye
abide
μείνητεmeinēteMEE-nay-tay
in
ἐνenane
me,
ἐμοὶemoiay-MOO
and
καὶkaikay
my
τὰtata

ῥήματάrhēmataRAY-ma-TA
words
μουmoumoo
abide
ἐνenane
in
ὑμῖνhyminyoo-MEEN
you,
μείνῃmeinēMEE-nay
ask
shall
ye
hooh
what
ἐὰνeanay-AN

θέλητεthelēteTHAY-lay-tay
ye
will,
αἰτήσεσθεaitēsestheay-TAY-say-sthay
and
καὶkaikay
done
be
shall
it
γενήσεταιgenēsetaigay-NAY-say-tay
unto
you.
ὑμῖνhyminyoo-MEEN

Cross Reference

ଯୋହନଲିଖିତ ସୁସମାଚାର 14:13
ତୁମ୍ଭେ ମାେ ନାମ ରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ବାରା ପୁତ୍ରଙ୍କ ମାଧ୍ଯମ ରେ ପରମପିତାଙ୍କ ଗୌରବ ପ୍ରକାଶିତ ହବେ।

ଗୀତସଂହିତା 37:4
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।

ଯୋହନଙ୍କ ପ୍ରଥମ ପତ୍ର 5:14
ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।

ଯୋହନଙ୍କ ପ୍ରଥମ ପତ୍ର 3:22
ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।

ଯୋହନଲିଖିତ ସୁସମାଚାର 15:16
ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।

ଯୋହନଲିଖିତ ସୁସମାଚାର 16:23
ସହେିଦିନ ତୁମ୍ଭମାନେେ ମାେତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେ ନାମ ରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦବେେ।

ମାଥିଉଲିଖିତ ସୁସମାଚାର 7:7
ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:16
ସେଥିପାଇଁ ମୁଁ କହୁଛି : ଆତ୍ମାଙ୍କର ଅନୁସରଣ କରି ଜୀବନ ଯାପନ କର। ତା ହେଲେ ତୁମ୍ଭମାନେେ ପାପମୟ ସ୍ବଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ୟ୍ଯ କରିବ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 2:27
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।

ହିତୋପଦେଶ 10:24
ଦୁଷ୍ଟ ଲୋକ ଯାହା ଭୟ କରେ, ତାହାହିଁ ତାକୁ ଘଟେ। ମାତ୍ର ଧାର୍ମିକର ମନୋବାଞ୍ଛା ତାକୁ ଦିଆୟାଇଥାଏ।

ଯିରିମିୟ 15:16
ତୁମ୍ଭର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ଯ ଦ୍ବାରା ମାରେ ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର, ମୁଁ ତୁମ୍ଭ ନାମ ରେ ଖ୍ଯାତ ଅଟେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:16
ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।

ଆୟୁବ ପୁସ୍ତକ 22:26
ତା'ପରେ ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ଉପ ଭୋଗ କର। ସମାନେେ ତା'ପରେ ପରମେଶ୍ବରଙ୍କୁ ଅନାଇବେ।

ଯୋହନଙ୍କ ପ୍ରଥମ ପତ୍ର 2:14
ପିଲାମାନେ ! ତୁମ୍ଭମାନେେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ପିତାମାନେ ! ସେ ଆଦ୍ଯରୁ ଅଛନ୍ତି ବୋଲି ତୁମ୍ଭମାନେେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ବଳବାନ ଏବଂ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କଠା ରେ ଅଛି, ଓ ତୁମ୍ଭମାନେେ ସହେି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।

ଦିତୀୟ ବିବରଣ 6:6
ଏବଂ ମୁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭମାନେେ ତାହାକକ୍ସ୍ଟ ଆପଣା ହୃଦଯ ରେ ରଖିବ।

ଯୋହନଲିଖିତ ସୁସମାଚାର 8:37
ମୁଁ ଜାଣେ ଯେ, ତୁମ୍ଭେ ଅବ୍ରହାମଙ୍କ ବଂଶଧର। କିନ୍ତୁ ତୁମ୍ଭେ ମାେତେ ହତ୍ଯା କରିବାକୁ ଚାହଁ, ଯେ ହତେୁ ତୁମ୍ଭେ ମାରେ ଉପଦେଶ ଗ୍ରହଣ କରିବା ପାଇଁ ଚାହଁନାହିଁ।

ଗୀତସଂହିତା 119:11
ମୁଁ ମାେ ହୃଦଯରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚଯ କରି ରଖିଅଛି, ୟପରେି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।

ଆୟୁବ ପୁସ୍ତକ 23:12
ମୁଁ ସବୁବେଳେ ପରମେଶ୍ବରଙ୍କ ଆଦେଶ ମାନିଛି। ମୁଁ ପରମେଶ୍ବରଙ୍କ ମୁଖରୁ ନିସୃତ ବାଣୀକୁ ମାରେ ପ୍ରିଯ ଖାଦ୍ୟଠାରୁ ଅଧିକ ଭଲ ପାଇଛି।

ଯିଶାଇୟ 58:8
ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହବେ। ପୁଣି ତୁମ୍ଭର ଧର୍ମ' ତୁମ୍ଭର ସମ୍ମୁଖବର୍ତ୍ତୀ ହବେ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତବର୍ତ୍ତୀ ହବେ।

ହିତୋପଦେଶ 4:4
ମାରେ ପିତା ମାେତେ ଏହି ଶିକ୍ଷାସବୁ ଶିଖାଇଥିଲେ। ସେ ମାେତେ କହିଲେ, ମାରେ କଥାସବୁ ମନରେଖ, ମାରେ ଆଜ୍ଞା ମାନ ତୁମ୍ଭେ ବଞ୍ଚିବ।

ଯୋହନଙ୍କ ଦିତୀୟ ପତ୍ 1:1
ପ୍ରାଚୀନ ଯେ ମୁଁ, ପରମେଶ୍ବରଙ୍କ ଦ୍ବାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି :

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:2
କାରଣ ସହେି ଶିଶୁ ଆପଣା ପିତାଙ୍କ ଦ୍ବାରା ନିଶ୍ଚିତ କରାଯାଇଥିବା ସମୟ ପର୍ୟ୍ଯନ୍ତ ଅଭିଭାବକ ଓ ତାର ଯତ୍ନ ନ୍ଯସ୍ତ କରା ଯାଇଥିବା ବ୍ଯକ୍ତିମାନଙ୍କର ଅଧୀନ ରେ ଥାଏ।