John 4:14 କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦବେି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହବେ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦବେି, ତାହା ଅନନ୍ତ ଜୀବନ ଜଳର ଝର ସ୍ବରୁପେ ସର୍ବଦା ପ୍ରବାହିତ ହବେ।
John 4:14 in Other Translations
King James Version (KJV) But whosoever drinketh of the water that I shall give him shall never thirst; but the water that I shall give him shall be in him a well of water springing up into everlasting life.
American Standard Version (ASV) but whosoever drinketh of the water that I shall give him shall never thirst; but the water that I shall give him shall become in him a well of water springing up unto eternal life.
Bible in Basic English (BBE) But whoever takes the water I give him will never be in need of drink again; for the water I give him will become in him a fountain of eternal life.
Darby English Bible (DBY) but whosoever drinks of the water which I shall give him shall never thirst for ever, but the water which I shall give him shall become in him a fountain of water, springing up into eternal life.
World English Bible (WEB) but whoever drinks of the water that I will give him will never thirst again; but the water that I will give him will become in him a well of water springing up to eternal life."
Young's Literal Translation (YLT) but whoever may drink of the water that I will give him, may not thirst -- to the age; and the water that I will give him shall become in him a well of water, springing up to life age-during.'
whosoever
ὃς
hos
ose
But
δ'
de
thay
ἂν
an
an
drinketh
πίῃ
pinō
PEE-noh
of
ἐκ
ek
ake
the
τοῦ
ho
oh
water
ὕδατος
hydōr
YOO-thore
that
οὗ
hos
ose
I
ἐγὼ
egō
ay-GOH
shall give
δώσω
didōmi
THEE-thoh-mee
him
αὐτῷ
autos
af-TOSE
οὐ
ou
oo
μὴ
mē
may
shall thirst;
διψήσῃ
dipsaō
thee-PSA-oh
εἰς
eis
ees
τὸν
ho
oh
never
αἰῶνα
aiōn
ay-ONE
but
ἀλλὰ
alla
al-LA
the
τὸ
ho
oh
water
ὕδωρ
hydōr
YOO-thore
that
ὃ
hos
ose
I shall give
δώσω
didōmi
THEE-thoh-mee
him
αὐτῷ
autos
af-TOSE
shall be
γενήσεται
ginomai
GEE-noh-may
in
ἐν
en
ane
him
αὐτῷ
autos
af-TOSE
a well
πηγὴ
pēgē
pay-GAY
of water
ὕδατος
hydōr
YOO-thore
springing up
ἁλλομένου
hallomai
AHL-loh-may
into
εἰς
eis
ees
life.
ζωὴν
zōē
zoh-A
everlasting
αἰώνιον
aiōnios
ay-OH-nee-ose
Read Full Chapter :
John 4
Cross Reference
ଯୋହନଲିଖିତ ସୁସମାଚାର 6:35
ତା'ପରେ ଯୀଶୁ କହିଲେ, ମୁଁ ସହେି ଜୀବନଦାୟକ ଖାଦ୍ୟ। ମାେ ନିକଟକୁ ଯେ କହେି ଆ ସେ ସେ କଦାପି ଭୋକିଲା ରହିବ ନାହିଁ। ମାେତେ ୟିଏ ବିଶ୍ବାସ କରେ, ସେ କବେେ ତୃଷିତ ହବେ ନାହିଁ।
ଯିଶାଇୟ 49:10
ସମାନେେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହବେେ ନାହିଁ। ଗ୍ରୀଷ୍ମ କିମ୍ବା ସୂର୍ୟ୍ଯତାପ ସମାନଙ୍କେୁ କାଟିବ ନାହିଁ। କାରଣ ଯେଉଁ ପରମେଶ୍ବର ସମାନଙ୍କେୁ ଦୟା କରନ୍ତି, ସେ ସମାନଙ୍କେୁ ଚଳାଇବେ; ଜଳ-ନିର୍ଝର ଦଇେ ସେ ସମାନଙ୍କେୁ କଢ଼ାଇ ଦବେେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:16
ସହେି ଲୋକମାନେ ଆଉ କବେେ କ୍ଷୁଧିତ ହବେେ ନାହିଁ। ସମାନେେ କଦାପି ତୃଷାର୍ତ୍ତ ହବେେ ନାହିଁ। ସୂର୍ୟ୍ଯ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସମାନଙ୍କେୁ ଡ଼ାକିପାରିବ ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:13
ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଚାରର ସତ୍ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଚାର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କଲ। ପରମେଶ୍ବର ପବିତ୍ର ଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶଷେ ଚିହ୍ନ ଦଇେ ଚିହ୍ନିତ କଲେ। ଏହା କରିବା ଦ୍ବାରା ସେ ଆଗରୁ ଦଇେଥିବା ପ୍ରତିଶୃତି ରକ୍ଷା କରିଥିଲେ।
ଯୋହନଲିଖିତ ସୁସମାଚାର 6:58
ମୁଁ ସହେି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସମାନେେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସମାନେେ ମୃତ୍ଯୁବରଣ କଲେ। ମୁଁ ସ୍ବର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।
ଯୋହନଲିଖିତ ସୁସମାଚାର 7:38
ଯଦି କୌଣସି ଲୋକ ମାଠାେ ରେ ବିଶ୍ବାସ କରେ ତବେେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହବେ। ଏହି କଥା ଧର୍ମ ଶାସ୍ତ୍ର ରେ ଲଖାେ ଅଛି।
ଯୋହନଲିଖିତ ସୁସମାଚାର 11:26
ମାେ'ଠା ରେ ରହୁଥିବା ଓ ବିଶ୍ବାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ'ଣ ଏହା ବିଶ୍ବାସ କର?
ଯୋହନଲିଖିତ ସୁସମାଚାର 17:2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
ଯୋହନଙ୍କ ପ୍ରଥମ ପତ୍ର 5:20
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:22
ସେ ଆମ୍ଭଠା ରେ ନିଜ ଅଧିକାରର ମାହେର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟ ରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦବେେ।
ମାଥିଉଲିଖିତ ସୁସମାଚାର 25:46
ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।
ଯୋହନଲିଖିତ ସୁସମାଚାର 14:16
ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାୟ୍ଯକାରୀଙ୍କୁ ଦବେେ। ସେ ସହେି ସାହାୟ୍ଯକାରୀଙ୍କୁ ତୁମ୍ଭ ପାଖ ରେ ସର୍ବଦା ରହିବା ପାଇଁ ଦବେେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:21
ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:23
ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:16
ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:30
ପବିତ୍ର ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ବରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ ସମୟ ଉପସ୍ଥିତ ହେଲ ପରମେଶ୍ବର ତୁମ୍ଭକୁ ସ୍ବାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦଇେଅଛନ୍ତି।
ପିତରଙ୍କ ପ୍ରଥମ ପତ୍ 1:22
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।
ଯୋହନଲିଖିତ ସୁସମାଚାର 10:10
ଜଣେ ଚୋର ଚୋରି, ହତ୍ଯା ଓ ନଷ୍ଟ କରିବା ପାଇଁ ଆ ସେ। କିନ୍ତୁ ମୁଁ ସମାନଙ୍କେୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦବୋ ପାଇଁ ଆସିଛି।