ଓଡ଼ିଆ ଓଡ଼ିଆ ବାଇବେଲ ଲେବୀୟ ପୁସ୍ତକ ଲେବୀୟ ପୁସ୍ତକ 16 ଲେବୀୟ ପୁସ୍ତକ 16:21 ଲେବୀୟ ପୁସ୍ତକ 16:21 ଚିତ୍ର English

ଲେବୀୟ ପୁସ୍ତକ 16:21 ଚିତ୍ର

ପୁଣି ହାରୋଣ ସହେି ଜିଅନ୍ତା ଛାଗର ମସ୍ତକରେ ଆପଣା ଦୁଇହସ୍ତ ରଖି ତାହା ଉପରେ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ସମସ୍ତ ପାପ ସ୍ବୀକାର କରିବ। ଆଉ ତାହା ସବୁ ସହେି ଛାଗର ମସ୍ତକରେ ଅର୍ପଣ କରି ପୂର୍ବରୁ ପ୍ରସ୍ତୁତ ଥିବା ଲୋକ ହସ୍ତ ରେ ତାହାକୁ ମହୁଭୁମିକୁ ପଠାଇ ଦବେ।
Click consecutive words to select a phrase. Click again to deselect.
ଲେବୀୟ ପୁସ୍ତକ 16:21

ପୁଣି ହାରୋଣ ସହେି ଜିଅନ୍ତା ଛାଗର ମସ୍ତକରେ ଆପଣା ଦୁଇହସ୍ତ ରଖି ତାହା ଉପରେ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ବୀକାର କରିବ। ଆଉ ତାହା ସବୁ ସହେି ଛାଗର ମସ୍ତକରେ ଅର୍ପଣ କରି ପୂର୍ବରୁ ପ୍ରସ୍ତୁତ ଥିବା ଲୋକ ହସ୍ତ ରେ ତାହାକୁ ମହୁଭୁମିକୁ ପଠାଇ ଦବେ।

ଲେବୀୟ ପୁସ୍ତକ 16:21 Picture in Oriya