Index
Full Screen ?
 

ଲେବୀୟ ପୁସ୍ତକ 23:19

Leviticus 23:19 ଓଡିଆ ବାଇବେଲ ଲେବୀୟ ପୁସ୍ତକ ଲେବୀୟ ପୁସ୍ତକ 23

ଲେବୀୟ ପୁସ୍ତକ 23:19
ତା'ପରେ ତୁମ୍ଭମାନେେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଦୁଇଟି ଏକ ବର୍ଷୀଯ ମଷେବତ୍ସ ଉତ୍ସର୍ଗ କରିବ।

Then
ye
shall
sacrifice
וַֽעֲשִׂיתֶ֛םwaʿăśîtemva-uh-see-TEM
one
שְׂעִירśĕʿîrseh-EER
kid
עִזִּ֥יםʿizzîmee-ZEEM
goats
the
of
אֶחָ֖דʾeḥādeh-HAHD
for
a
sin
offering,
לְחַטָּ֑אתlĕḥaṭṭātleh-ha-TAHT
two
and
וּשְׁנֵ֧יûšĕnêoo-sheh-NAY
lambs
כְבָשִׂ֛יםkĕbāśîmheh-va-SEEM
of
the
first
בְּנֵ֥יbĕnêbeh-NAY
year
שָׁנָ֖הšānâsha-NA
sacrifice
a
for
לְזֶ֥בַחlĕzebaḥleh-ZEH-vahk
of
peace
offerings.
שְׁלָמִֽים׃šĕlāmîmsheh-la-MEEM

Cross Reference

ଗଣନା ପୁସ୍ତକ 28:30
ଆଉ ତୁମ୍ଭମାନଙ୍କ ପ୍ରାଯଶ୍ଚିତ କରଣାର୍େଥ ଏକ ଛାଗ ଉତ୍ସର୍ଗ କରିବ;

ଲେବୀୟ ପୁସ୍ତକ 3:1
ଯବେେ କୌଣସି ବ୍ଯକ୍ତି ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରୁଥାଏ, ତବେେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।

ଲେବୀୟ ପୁସ୍ତକ 4:23
ଯଦି ସେ ଶାସକ ଆପଣା କୃତ ପାପ ଜ୍ଞାତ ହୁଏ ତବେେ ସେ ଏକ ନିଖୁଣ ପୁଂଛାଗ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 7:11
ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ନିମ୍ନ ବ୍ଯବସ୍ଥା ଅଟେ।

ଲେବୀୟ ପୁସ୍ତକ 16:15
ଏହାପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନଇେ ବଧ କରିବ ଓ ତାହାର ରକ୍ତ ବିଚ୍ଛଦବେସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନଇେ କରିଥିଲା, ସହେିପରି ତାହାର ରକ୍ତ ନଇେ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛଦନ ସମ୍ମୁଖ ରେ ତାହା ଛିଞ୍ଚିବ।

ଗଣନା ପୁସ୍ତକ 15:24
ଯଦି ତାହା ମଣ୍ତଳୀର ଆଗୋଚର ରେ ଭ୍ରାନ୍ତି ରେ ହାଇେଥାଏ ତବେେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ହାମେ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:3
ଆମ୍ଭର ପାପପୂର୍ଣ ସ୍ବଭାବ ଦ୍ବରା ବ୍ଯବସ୍ଥା ଶକ୍ତି ହୀନ ହାଇପୋ ରେ। କିନ୍ତୁ ବ୍ଯବସ୍ଥା ଯାହା କରି ପାରି ନଥିଲା, ତାହା ପରମେଶ୍ବର କଲେ। ପରମେଶ୍ବର ନିଜ ପୁତ୍ରକୁ ସଇେ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମ ରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ବର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ଯବହାର କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:21
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।

Chords Index for Keyboard Guitar