ଲେବୀୟ ପୁସ୍ତକ 25:40
ସେ ବର୍ତ୍ତନଜୀବୀ ଓ ପ୍ରବାସୀ ପରି ତୁମ୍ଭ ସହିତ ବାସ କରିବ ଓ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ତୁମ୍ଭର ଦାସ୍ଯକର୍ମ କରିବ।
Cross Reference
ଯାତ୍ରା ପୁସ୍ତକ 36:8
ଏହାପରେ ସହେି ନିପୂଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସୁନ୍ଦର ବର୍ଣ୍ଣ ସୂତ୍ର ଦ୍ବାରା ପବିତ୍ର ତମ୍ବୁର ଦଶ ୟବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧିଅରେ ଶିଳ୍ପ କର୍ମ ରେ କିରୂବ ଦୂତଗଣର ଆକୃତି କଲେ।
ଯାତ୍ରା ପୁସ୍ତକ 25:10
ଶିଟୀମ କାଠର ଏକ ସିନ୍ଦୁକ ତିଆରି କର। ସହେି ପବିତ୍ର ସିନ୍ଦୁକ ଅଢଇେ ହାତ ଲମ୍ବ, ଦେଢ ହାତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।
ଯାତ୍ରା ପୁସ୍ତକ 26:1
ସଦାପ୍ରଭୁ ମାଶାଙ୍କେୁ କହିଲେ, ପବିତ୍ର ତମ୍ବୁଟି ମାଟେ ନାଇଲନ ସୂତାର ଦଶଟି କପଡା ରେ ନିର୍ମିତ ହବେ। ସହେି କପଡା ସବୁ ନୀଳ, ବାଇଗଣୀ ଓ ଲାଲ ସୂତା ରେ ନିର୍ମିତ ହବେ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲଇେ କରାୟିବ।
ଯାତ୍ରା ପୁସ୍ତକ 27:9
ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।
But as an hired servant, | כְּשָׂכִ֥יר | kĕśākîr | keh-sa-HEER |
sojourner, a as and | כְּתוֹשָׁ֖ב | kĕtôšāb | keh-toh-SHAHV |
he shall be | יִֽהְיֶ֣ה | yihĕye | yee-heh-YEH |
with | עִמָּ֑ךְ | ʿimmāk | ee-MAHK |
thee, and shall serve | עַד | ʿad | ad |
שְׁנַ֥ת | šĕnat | sheh-NAHT | |
unto thee | הַיֹּבֵ֖ל | hayyōbēl | ha-yoh-VALE |
the year | יַֽעֲבֹ֥ד | yaʿăbōd | ya-uh-VODE |
of jubile: | עִמָּֽךְ׃ | ʿimmāk | ee-MAHK |