ଲେବୀୟ ପୁସ୍ତକ 7:1 in Oriya

ଓଡିଆ ଓଡିଆ ବାଇବେଲ ଲେବୀୟ ପୁସ୍ତକ ଲେବୀୟ ପୁସ୍ତକ 7 ଲେବୀୟ ପୁସ୍ତକ 7:1

Leviticus 7:1
ଏହିସବୁ ଦୋଷାର୍ଥକ ବଳିର ବିଧି ଅଟେ। ତାହା ମହାପବିତ୍ର।

Leviticus 7Leviticus 7:2

Leviticus 7:1 in Other Translations

King James Version (KJV)
Likewise this is the law of the trespass offering: it is most holy.

American Standard Version (ASV)
And this is the law of the trespass-offering: it is most holy.

Bible in Basic English (BBE)
And this is the law of the offering for wrongdoing: it is most holy.

Darby English Bible (DBY)
And this is the law of the trespass-offering -- it is most holy:

Webster's Bible (WBT)
Likewise this is the law of the trespass-offering: it is most holy.

World English Bible (WEB)
"'This is the law of the trespass offering. It is most holy.

Young's Literal Translation (YLT)
`And this `is' a law of the guilt-offering: it `is' most holy;

is
is
וְזֹ֥אתwĕzōtveh-ZOTE
Likewise
this
the
תּוֹרַ֖תtôrattoh-RAHT
law
offering:
trespass
the
הָֽאָשָׁ֑םhāʾāšāmha-ah-SHAHM
of
קֹ֥דֶשׁqōdešKOH-desh
most
holy.
קָֽדָשִׁ֖יםqādāšîmka-da-SHEEM
it
הֽוּא׃hûʾhoo

Cross Reference

ଲେବୀୟ ପୁସ୍ତକ 6:25
ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ଯବସ୍ଥା। ଯେଉଁ ସ୍ଥାନ ରେ ହାମବେଳି ଉତ୍ସର୍ଗ କରାୟାଏ, ସହେି ସ୍ଥାନ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପମାଚେନ ପାଇଁ ପଶୁ ଉତ୍ସର୍ଗ କରାୟିବ। ଏହା ମହାପବିତ୍ର ଅଟେ।

ଲେବୀୟ ପୁସ୍ତକ 6:17
ଶସ୍ଯ ନବୈେଦ୍ଯ ବିନା ତାଡି ରେ ପାକ କରାୟିବ। ମାେତେ ଦିଆୟାଇଥିବା ଉପହାରରୁ କିଛି ଅଂଶ ଯାଜକମାନଙ୍କୁ ଦଇେଅଛି। ତାହା ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ଯ ମହାପବିତ୍ର ରୂପେ ବ୍ଯବହାର କରାୟିବା ଉଚିତ୍।

ଲେବୀୟ ପୁସ୍ତକ 5:14
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

ଲେବୀୟ ପୁସ୍ତକ 5:1
ଯଦି କୌଣସି ବ୍ଯକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତବେେ ସେ ପାପ କରେ ଓ ଅପରାଧୀ ହୁଏ।

ଯିହିଜିକଲ 46:20
ସେ ମାେତେ କହିଲେ, ଏହି ସ୍ଥାନ ରେ ଯାଜକମାନେ ଦୋଷାର୍ଥକ ବଳି ଓ ପାପାର୍ଥକ ବଳି ସିଦ୍ଧ କରିବେ, ଆଉ ଭକ୍ଷ୍ଯ ନବୈେଦ୍ଯ ପାକ କରିବେ। ସମାନେେ ଲୋକମାନଙ୍କୁ ପବିତ୍ର କରିବା ନିମନ୍ତେ ତାହାର ପ୍ରାଙ୍ଗଣକୁ ତାହାସବୁ ଆଣିବା ଦରକାର ନାହିଁ।

ଯିହିଜିକଲ 44:29
ସମାନେେ ଶସ୍ଯ ବଳି, ପାପାର୍ଥକ ବଳି ଓ ଦୋଷର୍ଥକ ବଳି ଭୋଜନ କରିବେ। ଇଶ୍ରାୟେଲ ଲୋକମାନେ ଯାହାସବୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ, ସେସବୁ ସମାନଙ୍କେର ହବେ।

ଯିହିଜିକଲ 40:39
ଆଉ ତ୍ବରଣ ଦ୍ବାରର ଉଭୟ ପାଶର୍‌ବ ରେ ଦୁଇଟି ଲଖାଏଁେ ମଜେ ଥିଲା। ଏହିଠା ରେ ହାମବେଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ନିମନ୍ତେ ପଶୁଗୁଡ଼ିକୁ ଉତ୍ସର୍ଗ କରାୟାଏ।

ଗଣନା ପୁସ୍ତକ 6:12
ତହୁଁ ସେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ପୃଥକ ହାଇେ ରହିବା ଦିନମାନ ପୃଥକ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀଯ ଗୋଟିଏ ମଷେବତ୍ସ ଆଣିବ ମାତ୍ର ପୂର୍ବ ଦିନ ସବୁ ବୃଥା ହବେ, କାରଣ ତାହାର ପୃଥକୀକରଣ ନିରର୍ଥକ ହେଲା।

ଲେବୀୟ ପୁସ୍ତକ 21:22
ସେ ଆପଣା ପରମେଶ୍ବରଙ୍କର ମହାପବିତ୍ର ବା ପବିତ୍ର ରୋଟୀ ଭୋଜନ କରିବ।

ଲେବୀୟ ପୁସ୍ତକ 19:21
ପୁଣି ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମାଗମ ତମ୍ବୁ ଦ୍ବାର ନିକଟକୁ ଆପଣାର ଦୋଷାର୍ଥକ ବଳି ଅର୍ଥାତ୍ ଦୋଷାର୍ଥକ ମଷେ ଆଣିବ।

ଲେବୀୟ ପୁସ୍ତକ 14:12
ଆଉ ଯାଜକ ଗୋଟିଏ ଅଣ୍ଡିରା ମଷେବତ୍ସ ଓ ସହେି ଏକ ଲୋଗ୍ ତୈଳ ନଇେ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀଯ ନବୈେଦ୍ଯ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ସେସବୁ ଦୋଳନୀଯ କରାୟିବ।

ଲେବୀୟ ପୁସ୍ତକ 5:11
ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତବେେ ସେ ପାପାର୍ଥକ ନବୈେଦ୍ଯ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥି ରେ ତୈଳ ଦବୋ ଉଚିତ୍ ନୁହେଁ କି ସୁଗନ୍ଧି ହବୋ ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନବୈେଦ୍ଯ ।

ଲେବୀୟ ପୁସ୍ତକ 5:8
ପୁଣି ସେ ସଗେୁଡିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନବୈେଦ୍ଯ ଉତ୍ସର୍ଗ କରି, ତା'ର ବକରେୁ ମୁଣ୍ଡ ମାେଡିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ।