ଲେବୀୟ ପୁସ୍ତକ 9:10 in Oriya

ଓଡିଆ ଓଡିଆ ବାଇବେଲ ଲେବୀୟ ପୁସ୍ତକ ଲେବୀୟ ପୁସ୍ତକ 9 ଲେବୀୟ ପୁସ୍ତକ 9:10

Leviticus 9:10
ସଦାପ୍ରଭୁଙ୍କ ମାଶାେ ପ୍ରତି ଆଜ୍ଞାନୁସା ରେ ହାରୋଣ ମଦେ, ଗୁରୁଦା ଓ ୟକୃତର ଆଚ୍ଛାଦିତ ହାଇେଥିବା ପାପାର୍ଥକ ବଳିସବୁକୁ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।

Leviticus 9:9Leviticus 9Leviticus 9:11

Leviticus 9:10 in Other Translations

King James Version (KJV)
But the fat, and the kidneys, and the caul above the liver of the sin offering, he burnt upon the altar; as the LORD commanded Moses.

American Standard Version (ASV)
but the fat, and the kidneys, and the caul from the liver of the sin-offering, he burnt upon the altar; as Jehovah commanded Moses.

Bible in Basic English (BBE)
But the fat and the kidneys and the fat on the liver of the sin-offering were burned by him on the altar as the Lord gave orders to Moses.

Darby English Bible (DBY)
And the fat, and the kidneys, and the net above the liver, of the sin-offering, he burned on the altar, as Jehovah had commanded Moses.

Webster's Bible (WBT)
But the fat, and the kidneys, and the caul above the liver of the sin-offering, he burnt upon the altar; as the LORD commanded Moses.

World English Bible (WEB)
but the fat, and the kidneys, and the cover from the liver of the sin offering, he burned upon the altar; as Yahweh commanded Moses.

Young's Literal Translation (YLT)
and the fat, and the kidneys, and the redundance of the liver, of the sin-offering, he hath made a perfume on the altar, as Jehovah hath commanded Moses;

But
the
fat,
וְאֶתwĕʾetveh-ET
and
the
kidneys,
הַחֵ֨לֶבhaḥēlebha-HAY-lev
caul
the
and
וְאֶתwĕʾetveh-ET
above
הַכְּלָיֹ֜תhakkĕlāyōtha-keh-la-YOTE
the
liver
וְאֶתwĕʾetveh-ET
of
הַיֹּתֶ֤רֶתhayyōteretha-yoh-TEH-ret
offering,
sin
the
מִןminmeen
he
burnt
הַכָּבֵד֙hakkābēdha-ka-VADE
upon
the
altar;
מִןminmeen
as
הַ֣חַטָּ֔אתhaḥaṭṭātHA-ha-TAHT
the
Lord
הִקְטִ֖ירhiqṭîrheek-TEER
commanded
הַמִּזְבֵּ֑חָהhammizbēḥâha-meez-BAY-ha

כַּֽאֲשֶׁ֛רkaʾăšerka-uh-SHER
Moses.
צִוָּ֥הṣiwwâtsee-WA
יְהוָ֖הyĕhwâyeh-VA
אֶתʾetet
מֹשֶֽׁה׃mōšemoh-SHEH

Cross Reference

ଲେବୀୟ ପୁସ୍ତକ 3:3
ସେ ମଙ୍ଗଳାର୍ଥକ ନବୈେଦ୍ଯର କିଛି ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଉତ୍ସର୍ଗ କରିବ। ଆଉ ଯାଜକ-ଅନ୍ତ ଆଚ୍ଛାଦକ ମଦେ ଓ ଅନ୍ତ୍ର-ଉପରିସ୍ଥ ମଦେ ଉତ୍ସର୍ଗ କରିବ।

ଯିଶାଇୟ 57:15
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।

ଯିଶାଇୟ 53:10
ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।

ହିତୋପଦେଶ 23:26
ହେ ମାରେ ପୁତ୍ର, ତୁମ୍ଭର ହୃଦଯ ମାେତେ ଦିଅ। ତୁମ୍ଭର ଚକ୍ଷୁ ମାେ ପଥରେ ତୁଷ୍ଟ ହେଉ।

ଗୀତସଂହିତା 51:17
ନମ୍ର ଆତ୍ମା ପରମେଶ୍ବରଙ୍କର ଗ୍ରାହ୍ଯବଳି। ହେ ପରମେଶ୍ବର, ତୁମ୍ଭେ ନମ୍ର ହୃଦଯକୁ ଓ ପାପ ପାଇଁ ଅନୁତପ୍ତ ହୃଦଯକୁ ପ୍ରତ୍ଯାଖ୍ଯାନ କରିବ ନାହିଁ।

ଲେବୀୟ ପୁସ୍ତକ 8:16
ଅନନ୍ତର ମାଶାେ ଅନ୍ତ ଚତୁଃପାଶର୍‌ବସ୍ଥ ସମସ୍ତ ମଦେ, ୟକୃତ ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁରୁଦା ଓ ତାହାର ମଦେ ନଇେ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।

ଲେବୀୟ ପୁସ୍ତକ 4:34
ତା'ପରେ ସେ ଯାଜକ ସହେି ପାପାର୍ଥକ ନବୈେଦ୍ଯର ରକ୍ତରୁ କିଛି ଅଙ୍ଗୁଳି ରେ ନଇେ ହୋମବଦେୀର ଶିଙ୍ଗ ଉପରେ ଦବେ ଓ ଆଉ ସମସ୍ତ ରକ୍ତ ୟଜ୍ଞବବଦେୀ ମୂଳ ରେ ଢାଳିବ।

ଲେବୀୟ ପୁସ୍ତକ 4:8
ସେ ପାପ ପାଇଁ ଉତ୍ସର୍ଗୀକୃତ ଷଣ୍ଢର ସମସ୍ତ ମଦେ, ଯାହାକି ଅନ୍ତବୁଜୁଳାର ଉପରିସ୍ଥ ଏବଂ ପାଶର୍‌ବବର୍ତ୍ତୀ ମଦେ ହବୋ ଉଚିତ୍।

ଲେବୀୟ ପୁସ୍ତକ 3:9
ଏହାପରେ ସହେି ମଙ୍ଗଳାର୍ଥକ ନବୈେଦ୍ଯରୁ ଏକ ଅଂଶ ନବୈେଦ୍ଯ ସଦାପ୍ରଭୁଙ୍କ ପାଇଁ ଉପହାର ରୂପେ ହବେ। ସେ ତା'ର ମଦେ, ସମସ୍ତ ମଦମେଯ ଲାଙ୍ଗୁଳ, ମରେୁଦଣ୍ଡ ନିକଟରୁ କାଟି ନବେ। ସମସ୍ତ ମଦେ ଉପରିସ୍ଥ ଅଂଶ ଏବଂ ଏହାର ଅନ୍ତ ଅଂଶଗୁଡିକ ନବୈେଦ୍ଯ ହବେ।

ଯିଶାଇୟ 66:2
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।