Luke 10:15
ଏବଂ ହେ କଫର୍ନାହୂମ! ତୁମ୍ଭକୁ କ'ଣ ସ୍ବର୍ଗ ଯେତେ ଉଚ୍ଚ, େସତେ ଉଚ୍ଚକୁ ଉଠାୟିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସହେିପରି ନୀଚ୍ଚ ସ୍ଥାନକୁ ଅଣାୟିବ।
Luke 10:15 in Other Translations
King James Version (KJV)
And thou, Capernaum, which art exalted to heaven, shalt be thrust down to hell.
American Standard Version (ASV)
And thou, Capernaum, shalt thou be exalted unto heaven? thou shalt be brought down unto Hades.
Bible in Basic English (BBE)
And you, Capernaum, were you not lifted up to heaven? you will go down to hell.
Darby English Bible (DBY)
And *thou*, Capernaum, who hast been raised up to heaven, shalt be brought down even to hades.
World English Bible (WEB)
You, Capernaum, who are exalted to heaven, will be brought down to Hades.{Hades is the lower realm of the dead, or Hell.}
Young's Literal Translation (YLT)
`And thou, Capernaum, which unto the heaven wast exalted, unto hades thou shalt be brought down.
| And | καὶ | kai | kay |
| thou, | σύ | sy | syoo |
| Capernaum, | Καπερναούμ, | kapernaoum | ka-pare-na-OOM |
| which art exalted | ἡ | hē | ay |
| ἕως | heōs | AY-ose | |
| to | τοῦ | tou | too |
| οὐρανοῦ | ouranou | oo-ra-NOO | |
| heaven, | ὑψωθεῖσα, | hypsōtheisa | yoo-psoh-THEE-sa |
| shalt be thrust down | ἕως | heōs | AY-ose |
| to | ᾅδου | hadou | A-thoo |
| hell. | καταβιβασθήσῃ | katabibasthēsē | ka-ta-vee-va-STHAY-say |
Cross Reference
ମାଥିଉଲିଖିତ ସୁସମାଚାର 4:13
ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।
ଯିଶାଇୟ 14:13
ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, ଆମ୍ଭେ ପରମେଶ୍ବରଙ୍କ ପରି ସ୍ବର୍ଗାରୋହଣ କରିବା। ଆମ୍ଭେ ସ୍ବର୍ଗର ଉର୍ଦ୍ଧ୍ବକୁ ୟିବା, ଆମ୍ଭେ ପରମେଶ୍ବରଙ୍କ ତାରକାର ଉର୍ଦ୍ଧ୍ବ ରେ ସିଂହାସନ ସ୍ଥାପନ କରିବା।ଆମେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପ ରେ ଉପବିଷ୍ଟ ହବୋ ଓ ସହେି ପର୍ବତ ରେ ପରମେଶ୍ବରଙ୍କୁ ସାକ୍ଷାତ କରିବା।
ପିତରଙ୍କ ଦିତୀୟ ପତ୍ର 2:4
ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।
ମାଥିଉଲିଖିତ ସୁସମାଚାର 11:23
ହେ କଫର୍ନାହୂମ! ତୁ କ'ଣ ଭାବୁଛୁ ତୋତେ ସ୍ବର୍ଗୀୟ ଗୌରବ ଦବୋ ପାଇଁ ସ୍ବର୍ଗକୁ ଉଠାଇ ନିଆୟିବ? ନା, ତୁମ୍ଭକୁ ପାତାଳ ରେ ନିକ୍ଷପେ କରାୟିବ। ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ ତୋର ଅଞ୍ଚଳ ରେ କରାଯାଇଛି, ସଗେୁଡିକ ଯଦି ସଦୋମ ରେ କରାଯାଇ ଥାଆନ୍ତା।, ତବେେ ସଠାେକାର ବାସିନ୍ଦା ପାପ କରିବା ବନ୍ଦ କରି ଦଇେଥାଆନ୍ତେ ଓ ସେ ନଗର ଏ ପର୍ୟ୍ଯନ୍ତ ତିଷ୍ଠି ରହି ପାରି ଥାଆନ୍ତା।
ମାଥିଉଲିଖିତ ସୁସମାଚାର 10:28
ଲୋକଙ୍କୁ ଭୟ କର ନାହିଁ। ସମାନେେ କବଳେ ତୁମ୍ଭର ଶରୀରକୁ ମାରି ପାରିବେ। ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କବଳେ ପରମେଶ୍ବରଙ୍କୁ ଭୟ କର। ସେ କବଳେ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦଇେ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠଇେ ପାରିବେ।
ଓବଦିୟ 1:4
ସଦାପ୍ରଭୁ ଏହା କୁହନ୍ତି, ଏପରିକି ତୁମ୍ଭେ ଯଦିଓ ଚିଲ ପକ୍ଷୀ ପରି ଉଚ୍ଚ ରେ ଉଡ ଏବଂ ତାରକା ଗହଳ ରେ ବସା ରଖ ତଥାପି ଆମ୍ଭେ ତୁମ୍ଭକୁ ସଠାରୁେ ନିମ୍ନକୁ ନଇେ ଆସିବା।
ଲୂକଲିଖିତ ସୁସମାଚାର 7:1
ଯୀଶୁ ଲୋକମାନଙ୍କୁ ଯାହାସବୁ ଶୁଣଇବୋକୁ ଚାହୁଁଥିଲେ, ସେ ସମସ୍ତ କହି ସାରିବା ପରେ ସେ କଫର୍ନାହୂମ ଚାଲିଗଲେ।
ଲୂକଲିଖିତ ସୁସମାଚାର 13:28
ତୁମ୍ଭମାନେେ ଅବ୍ରହାମ, ୟିସ୍ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କୁ ପରମେଶ୍ବରଙ୍କ ରାଜ୍ଯ ରେ ଦେଖିପାରିବ। କିନ୍ତୁ ତୁମ୍ଭମାନେେ ବାହା ରେ ରହିୟିବ। ସତେିକି ବେଳେ ତୁମ୍ଭମାନେେ କୋରଧ ଓ ଭୟ ରେ କାନ୍ଦିବ।
ଲୂକଲିଖିତ ସୁସମାଚାର 16:23
ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।
ଆମୋଷ 9:2
ଯଦି ସମାନେେ ଭୂମି ଖାେଳି ପାତାଳକୁ ଯିବେ, ସଠାରୁେ ମଧ୍ଯ ଆମ୍ଭେ ସମାନଙ୍କେୁ ଟାଣି ଆଣିବା। ଯଦି ସମାନେେ ସ୍ବର୍ଗକୁ ୟାଆନ୍ତି, ଆମ୍ଭେ ସମାନଙ୍କେୁ ସହେି ସ୍ଥାନରୁ ମଧ୍ଯ ତଳକୁ ଖସାଇ ଆଣିବା।
ଯିହିଜିକଲ 32:27
ଅସୁନ୍ନତ ବୀରମାନଙ୍କ ସହିତ ସମାନେେ କ'ଣ ୟୁଦ୍ଧ ଭୂମିରେ ପତିତ ହାଇେ ନାହାଁନ୍ତି, ଯେଉଁମାନେ ସମାନଙ୍କେର ଖଡ୍ଗକୁ ତକିଆ ଭିତ ରେ ରଖି ପାତାଳକୁ ୟାଇଛନ୍ତି ? ସମାନଙ୍କେର ପାପ ସମାନଙ୍କେର ଅସ୍ଥି ଉପ ରେ ଅଛି। ଯେ ହତେୁ ସମାନେେ ଜୀବିତ ଥିବା ବେଳେ ଆତଙ୍କ ଖଳୋଇଛନ୍ତି।
ଦିତୀୟ ବିବରଣ 1:28
ଆମ୍ଭମାନେେ ବର୍ତ୍ତମାନ କେଉଁଠାକକ୍ସ୍ଟ ୟିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନ ରେ ତଥ୍ଯ ପ୍ରଦାନ କରି ଭୟ ସଂଚାର କରିଛନ୍ତି। ସମାନେେ କହିଲେ, ସଠାେକାର ଲୋକମାନେ ଆମ୍ଭମାନଙ୍କଠାରକ୍ସ୍ଟ ବଳବାନ ଓ ଦୀର୍ଘ୍ଯକାଯ। ତାଙ୍କର ନଗରମାନ ବୃହତ ଏବଂ ତା'ର ପ୍ରାଚୀରଗୁଡିକୁ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭମାନେେ ସଠାେରେ ଅନାକୀଯମାନଙ୍କର ଦୀର୍ଘ୍ଯକାଯ ସନ୍ତାନମାନଙ୍କୁ ଦେଖିଲକ୍ସ୍ଟ।'
ଯିଶାଇୟ 5:14
ତା'ପସରସସମାଲନ ମୃତ୍ଯୁବରଣ କରିଲବ। ସିଲୟାନ ମୃତ୍ଯୁର ସ୍ଥାନସହବ ଓସସ ଅଧିକରୁ ଅଧିକସଲାକ ଗିଳି ପକାଇବ।ସସହି ମୃତ୍ଯୁର ସ୍ଥାନ ତା'ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ଯବାନସଲାକ, ସାଧାରଣସଲାକ ଏବଂ ଖୁସିମିଜାସିଆସଲାକ ତା ଦ୍ବାରା ଜାଲସର ଧରା ପଡ଼ିଲବ।
ଯିରିମିୟ 51:53
ପୁଣି ସଦାପ୍ରଭୁ କହନ୍ତି, ଯଦିଓ ବାବିଲ ଆକାଶ ପର୍ୟ୍ଯନ୍ତ ଉଠିବ ଓ ନିଜର ଦୁର୍ଗଗୁଡ଼ିକୁ ସୁଦୃଢ଼ କରିବ। ତଥାପି ଆମ୍ଭ ପ୍ ରରେିତ ବିନାଶକମାନେ ତାହା ମଧିଅରେ ପ୍ରବେଶ କରିବେ ଓ ତାକୁ ଧ୍ବଂସ କରିବେ।
ଯିହିଜିକଲ 26:20
ମୁଁ ତୁମ୍ଭକୁ ମୃତ ଲୋକମାନଙ୍କର ଗଭୀର ଗର୍ତ୍ତ ମଧ୍ଯରୁ ପଠାଇବି। ତୁମ୍ଭେ ମୃତ୍ଯୁର ଭାଗିଦାର ହବେ। ପୃଥିବୀର ନିମ୍ନଭାଗ ରେ ଥିବା ବୃଦ୍ଧଙ୍କ ପରି ଶୂନ୍ଯ ସହରଗୁଡ଼ିକର ଲୋକମାନଙ୍କ ମଧିଅରେ ୟିଏ କବର ତଳକୁ ୟାଏ, ମୁଁ ତୁମ୍ଭମାନଙ୍କୁ ବାସ କରାଇବି। ତୁମ୍ଭ ସହିତ କହେି ବାସ କରିବେ ନାହିଁ। ତୁମ୍ଭେ ଜୀବିତମାନଙ୍କର ଭୂମିକୁ କବେେ ଫରେିବ ନାହିଁ।
ଯିହିଜିକଲ 28:12
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ରାଜାଙ୍କ ପାଇଁ ସୋର ରେ ଏହି ବିଳାପ ସଙ୍ଗୀତ ଗାନ କର ଏବଂ ତାକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି ;
ଯିହିଜିକଲ 31:18
ମିଶର, ୟିଏକି ମହାନତା ରେ ଗୌରବ ରେ ଏଦନର ବୃକ୍ଷଗୁଡ଼ିକ ତୁମ୍ଭପରି ? ଏହା ବ୍ଯତୀତ ତୁମ୍ଭେ ଏଦନର ବୃକ୍ଷଗୁଡ଼ିକ ସହିତ ପୃଥିବୀ ଭୂତଳକୁ ଅଣାୟିବ। ଆଉ ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧିଅରେ ଖଡ୍ଗହତ ଲୋକମାନଙ୍କ ସହିତ ଶଯନ କରିବ। ହଁ, ଫାରୋ ଓ ତାହାର ଲୋକମାନଙ୍କ ପ୍ରତି ଏହା ହିଁ ଘଟିବ। ସଦାପ୍ରଭୁ, ମାରେ ପ୍ରଭୁ ତାହା କରିଛନ୍ତି।
ଯିହିଜିକଲ 32:18
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ମିଶରର ଜନସମାଜ ବିଷଯ ରେ ଶୋକ କର ଏବଂ ତାକୁ ଓ ତାହାର ଜାତିମାନଙ୍କର କନ୍ଯାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଭୂତଳ ରେ ପକାଇ ଦିଅ।
ଯିହିଜିକଲ 32:20
ମିଶର ଖଡ୍ଗ ରେ ନିହତ ଲୋକମାନଙ୍କ ମଧିଅରେ ପଡ଼ିବ। ସେ ଖଡ୍ଗ ରେ ସମର୍ପିତ ହାଇେଅଛି। ତାହାକୁ ଓ ତାହାର ସମସ୍ତ ଲୋକମାନଙ୍କୁ ନଇୟୋଅ।
ଆଦି ପୁସ୍ତକ 11:4
ଏହାପରେ ଲୋକମାନେ କହିଲେ, ଆସ ଆମ୍ଭ ପାଇଁ ଏକ ନଗର ଓ ଏକ ନଭଶ୍ଚୁମ୍ବୀ ଅଟ୍ଟାଳିକା ନିର୍ମାଣ କରିବା ଆମ୍ଭମାନେେ ଅତି ଜଣାଶୁଣା ହବୋ। ତା ହେଲେ ଆମ୍ଭମାନେେ ପୃଥିବୀର ଚ଼ାରିଆଡ଼େ ବିକ୍ଷିପ୍ତ ହବୋ ନାହିଁ।