ଲୂକଲିଖିତ ସୁସମାଚାର 12:27
ବନ୍ଯ ଫୁଲଗୁଡିକୁ ଦେଖ, ସମାନେେ କିପରି ଫୁଟନ୍ତି? ସମାନେେ ପରିଶ୍ରମ କରନ୍ତି ନାହିଁ, କି ଲୁଗା ବୁଣନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ସବୁଠାରୁ ମହାନ୍ ଓ ଧନବାନ ରାଜା ଶଲମାନେ ମଧ୍ଯ ସହେି ଫୁଲମାନଙ୍କ ମଧ୍ଯରୁ କୌଣସି ଗୋଟିଏ ପରି ସୁଦ୍ଧା ସୁସଜ୍ଜିତ ହାଇପୋରି ନଥିଲେ।
Consider | κατανοήσατε | katanoēsate | ka-ta-noh-A-sa-tay |
the | τὰ | ta | ta |
lilies | κρίνα | krina | KREE-na |
how | πῶς | pōs | pose |
they grow: | αὐξάνει· | auxanei | af-KSA-nee |
they toil | οὐ | ou | oo |
not, | κοπιᾷ | kopia | koh-pee-AH |
they spin | οὐδὲ | oude | oo-THAY |
not; | νήθει· | nēthei | NAY-thee |
and yet | λέγω | legō | LAY-goh |
I say that | δὲ | de | thay |
you, unto | ὑμῖν | hymin | yoo-MEEN |
Solomon | οὐδὲ | oude | oo-THAY |
in | Σολομὼν | solomōn | soh-loh-MONE |
all | ἐν | en | ane |
his | πάσῃ | pasē | PA-say |
τῇ | tē | tay | |
glory | δόξῃ | doxē | THOH-ksay |
not was | αὐτοῦ | autou | af-TOO |
arrayed | περιεβάλετο | periebaleto | pay-ree-ay-VA-lay-toh |
like | ὡς | hōs | ose |
one | ἓν | hen | ane |
of these. | τούτων | toutōn | TOO-tone |
Cross Reference
ପ୍ରଥମ ରାଜାବଳୀ 10:1
ଅନନ୍ତର ଶିବା ଦେଶ ରେ ରାଣୀ ସଦାପ୍ରଭୁଙ୍କ ପ୍ରିଯ ଶଲୋମନଙ୍କ ସୁଖ୍ଯାତି ଶୁଣି କଠିନ ପ୍ରଶ୍ନଦ୍ବାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ।
ଦିତୀୟ ବଂଶାବଳୀ 9:1
ଶିବାର ରାଣୀ ଶଲୋମନଙ୍କର ସୁଖ୍ଯାତି ବିଷଯ ରେ ଶୁଣିବାକୁ ପାଇଲେ। ତେଣୁ ସେ କଠିନ ପ୍ରଶ୍ନ ଦ୍ବାରା ଶଲୋମନଙ୍କୁ ପରୀକ୍ଷା କରିବା ନିମନ୍ତେ ୟିରୁଶାଲମକୁ ଆସିଲେ। ଶିବାର ରାଣୀଙ୍କ ସହିତ ତାଙ୍କ ଲୋକମାନଙ୍କର ଏକ ବୃହତ୍ ଦଳ ଥିଲା। ତାଙ୍କ ସହିତ ମସଲା, ପ୍ରଚୁର ସୁନା ଓ ବହୁମୂଲ୍ଯ ପଥର ରେ ଲଦି ହାଇେଥିବା ଓଟମାନେ ଥିଲେ। ସେ ଶ ଲୋମନଙ୍କ ନିକଟକୁ ଆସିଲେ ଓ ସେ ଯେଉଁ ବିଷଯ ରେ ଆଲୋଚନା କରିବାକୁ ଚାହୁଁଥିଲେ, ସେ ବିଷଯ ରେ ପଚାରିଲେ। ଶଲୋମନଙ୍କୁ ପଚାରିବା ନିମନ୍ତେ ତାଙ୍କ ନିକଟରେ ଅନକେ ପ୍ରଶ୍ନ ଥିଲା।
ମାଥିଉଲିଖିତ ସୁସମାଚାର 6:28
ତୁମ୍ଭେ ପୋଷାକ ବିଷୟ ରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡିକ ବିଷୟ ରେ ଭାବି ଦେଖ! ଦେଖ, ସମାନେେ କିପରି ଫୁଟୁଛନ୍ତି। ସମାନେେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ।
ଲୂକଲିଖିତ ସୁସମାଚାର 12:24
ପକ୍ଷୀଗୁଡିକୁ ଦେଖ। ସମାନେେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖ ରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ବର ସମାନଙ୍କେୁ ଖାଇବାକୁ ଦଇେଥାନ୍ତି। ତୁମ୍ଭମାନେେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ଯବାନ।
ଯାକୁବଙ୍କ ପତ୍ 1:10
ସହେିପରି ଜଣେ ଧନୀ ବିଶ୍ବାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ବର ତାହାକୁ ଦଖାଇେ ଦଇେଥିବାରୁ, ସେ ଗର୍ବ କରିବା ଉଚିତ। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିୟିବ।