Index
Full Screen ?
 

ଲୂକଲିଖିତ ସୁସମାଚାର 13:13

లూకా సువార్త 13:13 ଓଡିଆ ବାଇବେଲ ଲୂକଲିଖିତ ସୁସମାଚାର ଲୂକଲିଖିତ ସୁସମାଚାର 13

ଲୂକଲିଖିତ ସୁସମାଚାର 13:13
ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହବୋକୁ ସକ୍ଷମ ହେଲା। ସେ ପରମେଶ୍ବରଙ୍କ ସ୍ତୁତି କଲା।

And
καὶkaikay
he
laid
ἐπέθηκενepethēkenape-A-thay-kane
his

αὐτῇautēaf-TAY
hands
τὰςtastahs
on
her:
χεῖρας·cheirasHEE-rahs
and
καὶkaikay
immediately
παραχρῆμαparachrēmapa-ra-HRAY-ma
she
was
made
straight,
ἀνωρθώθηanōrthōthēah-nore-THOH-thay
and
καὶkaikay
glorified
ἐδόξαζενedoxazenay-THOH-ksa-zane

τὸνtontone
God.
θεόνtheonthay-ONE

Cross Reference

ଲୂକଲିଖିତ ସୁସମାଚାର 18:43
ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫରେିପାଇଲା। ସେ ପରମେଶ୍ବରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ବରଙ୍କୁ ସ୍ତୃତିଗାନ କଲେ।

ମାର୍କଲିଖିତ ସୁସମାଚାର 5:23
ସେ କାକୁତି ମିନତି ହାଇେ ଯୀଶୁଙ୍କୁ ଭିକ୍ଷା ମାଗିଲେ, ମାରେ େଛାଟ ଝିଅ ମରିବା ଉପରେ। ଦୟା କରି ଆପଣ ଆସି ତା' ଉପରେ ହାତ ରଖନ୍ତୁ, ତା ହେଲେ ସେ ସୁସ୍ଥ ହାଇଯେିବ ଓ ଜୀବନ ପାଇବ।

ଗୀତସଂହିତା 103:1
ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:17
ତେଣୁ ହନନିୟ ୟିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, ଭାଇ ଶାଉଲ! ପ୍ରଭୁ ଯୀଶୁ ମାେତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦଇେଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖିପାରିବ ଓ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇପୋରିବ।

ଲୂକଲିଖିତ ସୁସମାଚାର 17:14
ଯୀଶୁ ଲୋକମାନଙ୍କୁ ଦେଖି କହିଲେ, ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।

ଲୂକଲିଖିତ ସୁସମାଚାର 4:40
ସୂର୍ୟ୍ଯ ଅସ୍ତ ହାଇଯେିବା ପରେ ଲୋକମାନେ ସମାନଙ୍କେର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନଙ୍କେଠା ରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସମାନଙ୍କେୁ ସୁସ୍ଥ କରି ଦେଲେ।

ମାର୍କଲିଖିତ ସୁସମାଚାର 16:18
ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।

ମାର୍କଲିଖିତ ସୁସମାଚାର 8:25
ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା'ର ଆଖି ଭଲ ହାଇେ ଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।

ମାର୍କଲିଖିତ ସୁସମାଚାର 6:5
ଅତଏବ ସଠାେରେ ଯୀଶୁ କୌଣସି ଆଶ୍ଚର୍ୟ୍ଯକାର୍ୟ୍ଯ ପ୍ରଦର୍ଶନ କରି ପାରିଲେ ନାହିଁ। କବଳେ କେତକେ ରୋଗୀଙ୍କ ଉପରେ ହାତ ରଖି ସେ ସମାନଙ୍କେୁ ସୁସ୍ଥ କରିଲେ।

ଗୀତସଂହିତା 116:16
ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।

ଗୀତସଂହିତା 107:20
ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।

Chords Index for Keyboard Guitar