Luke 2:4 ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା।
Luke 2:4 in Other Translations
King James Version (KJV) And Joseph also went up from Galilee, out of the city of Nazareth, into Judaea, unto the city of David, which is called Bethlehem; (because he was of the house and lineage of David:)
American Standard Version (ASV) And Joseph also went up from Galilee, out of the city of Nazareth, into Judaea, to the city of David, which is called Bethlehem, because he was of the house and family of David;
Bible in Basic English (BBE) And Joseph went up from Galilee, out of the town of Nazareth, into Judaea, to Beth-lehem, the town of David, because he was of the house and family of David,
Darby English Bible (DBY) and Joseph also went up from Galilee out of the city Nazareth to Judaea, to David's city, the which is called Bethlehem, because he was of the house and family of David,
World English Bible (WEB) Joseph also went up from Galilee, out of the city of Nazareth, into Judea, to the city of David, which is called Bethlehem, because he was of the house and family of David;
Young's Literal Translation (YLT) and Joseph also went up from Galilee, out of the city of Nazareth, to Judea, to the city of David, that is called Bethlehem, because of his being of the house and family of David,
went up
Ἀνέβη
anabainō
ah-na-VAY-noh
also
δὲ
de
thay
And
καὶ
kai
kay
Joseph
Ἰωσὴφ
iōsēph
ee-oh-SAFE
from
ἀπὸ
apo
ah-POH
τῆς
ho
oh
Galilee,
Γαλιλαίας
galilaia
ga-lee-LAY-ah
out of
ἐκ
ek
ake
the city
πόλεως
polis
POH-lees
of Nazareth,
Ναζαρὲτ
nazareth
na-za-RAYTH
into
εἰς
eis
ees
τὴν
ho
oh
Judaea,
Ἰουδαίαν
ioudaia
ee-oo-THAY-ah
unto
εἰς
eis
ees
the city
πόλιν
polis
POH-lees
of David,
Δαβὶδ,
dabid
tha-VEETH
which
ἥτις
hostis
OH-stees
is called
καλεῖται
kaleō
ka-LAY-oh
Bethlehem;
Βηθλέεμ
bēthleem
vay-thlay-AME
(because
διὰ
dia
thee-AH
τὸ
ho
oh
was
εἶναι
einai
EE-nay
he
αὐτὸν
autos
af-TOSE
of
ἐξ
ek
ake
the house
οἴκου
oikos
OO-kose
and
καὶ
kai
kay
lineage
πατριᾶς
patria
pa-tree-AH
of David:)
Δαβίδ,
dabid
tha-VEETH
Read Full Chapter :
Luke 2
Cross Reference
ଯୋହନଲିଖିତ ସୁସମାଚାର 7:42
ଧର୍ମଶାସ୍ତ୍ର କୁ ହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁ ହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲହେିମ ନଗରରୁ ଆସିବେ।
ମୀଖା 5:2
କିନ୍ତୁ ହେ ବୈତ୍ଲହେମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ଯରୁ ଇଶ୍ରାୟେଲର ଶାସନକର୍ତ୍ତା ହବୋ ନିମନ୍ତେ ଜଣେ ବ୍ଯକ୍ତି ଆମ୍ଭ ଉଦ୍ଦେଶ୍ଯ ରେ ଜନ୍ମ ହବେେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହାଇେଅଛି।
ପ୍ରଥମ ଶାମୁୟେଲ 16:1
ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତକୋଳ ଶାଉଲଙ୍କ ପାଇଁ ଶୋକ କରିବ? ମୁ ତାଙ୍କୁ ଇଶ୍ରାୟେଲର ରାଜା ରୂପେ ପ୍ରତ୍ଯାଖ୍ଯାନ କରିଛି। ତୁମ୍ଭେ ଆପଣା ଶିଙ୍ଗ ତୈଳ ରେ ପୂର୍ଣ୍ଣ କରିଗ୍ଭଲ, ମୁ ତୁମ୍ଭକୁ ବୈଥ୍ଲହମରେ ୟିଶୀ ନାମକ ବ୍ଯକ୍ତି ନିକଟକକ୍ସ୍ଟ ପଠାଇବି। କାରଣ ତାହାର ପକ୍ସ୍ଟତ୍ରମାନ୍ଙ୍କ ମଧ୍ଯରକ୍ସ୍ଟ ମୁ ଆପଣା ପାଇଁ ଏକ ରାଜା ଦେଖିଅଛକ୍ସ୍ଟ।
ମାଥିଉଲିଖିତ ସୁସମାଚାର 2:23
ସେ ସଠାେରେ ପହଞ୍ଚି ନାଜରିତ ନାମକ ନଗର ରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ଯାତ ହବେେ ବୋଲି ଭବିଷ୍ଯଦବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିଲେ। ସହେି ବାକ୍ଯ ଅନୁସାରେ ଏହା ଘଟିଲା।
ଲୂକଲିଖିତ ସୁସମାଚାର 1:26
ଏଲୀଶାବେଥଙ୍କର ଗର୍ଭର ଷଷ୍ଠମାସ ଚାଲୁଥିଲା। ଗାଲିଲୀର ଗୋଟିଏ ସହର ନାଜରିତ ରେ ବାସ କରୁଥିବା ଜଣେ କୁମାରୀକନ୍ଯା ପାଖକୁ ପରମେଶ୍ବର ଦୂତ ଗାବ୍ରୀଯଲଙ୍କେୁ ପଠାଇଲେ।
ରୂତର ବିବରଣ 4:11
ତେଣୁ ପ୍ରାଚୀନବର୍ଗ ଏବଂ ଫାଟକ ନିକଟରେ ଉପସ୍ଥିତ ଥିବା ଅନ୍ୟ ଲୋକମାନେ ଏହାର ସାକ୍ଷୀ ରହିଲେ। ସମାନେେ କହିଲେ, ରାହେଲ ଓ ଲୟୋପରି ୟିଏ କି ଇଶ୍ରାୟେଲର ଗୃହ ନିର୍ମାଣ କଲେ, ସହେିପରି ସଦାପ୍ରଭୁ ଏହି ସ୍ତ୍ରୀ ଲୋକଟିକକ୍ସ୍ଟ ତୁମ୍ଭର ଗୃହକକ୍ସ୍ଟ ଆଣନ୍ତକ୍ସ୍ଟ। ତୁମ୍ଭେ ଏଫ୍ରାଥା ରେ ଶକ୍ତିଶାଳୀ ଓ ବୈଥଲହମେ ରେ ପ୍ରସିଦ୍ଧ ହକ୍ସ୍ଟଅ।
ରୂତର ବିବରଣ 4:17
ସହେି ସ୍ତ୍ରୀ ଲୋକମାନେ କହିଲେ, ବର୍ତ୍ତମାନ ନୟମୀର ଏକ ପକ୍ସ୍ଟତ୍ର ଅଛି। ତେଣୁ ସମାନେେ ତା'ର ନାମ ଦେଲେ, ଓବେଦ୍। ସେ ଥିଲା ୟିଶଯର ପିତା ଏବଂ ୟିଶଯ ଥିଲା ରାଜା ଦାଉଦଙ୍କର ପିତା।
ପ୍ରଥମ ଶାମୁୟେଲ 16:4
ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କର ବାକ୍ଯ ଅନକ୍ସ୍ଟସା ରେ କାର୍ୟ୍ଯ କଲେ। ଶାମକ୍ସ୍ଟଯଲେ ବୈଥ୍ଲହମେ ରେ ପହନ୍ଚିଲେ। ତହିଁରେ ନଗରର ପକ୍ସ୍ଟରକ୍ସ୍ଟଖାମାନେ କଐମାନ ହାଇେ ତାକକ୍ସ୍ଟ ଭଟେିବାକକ୍ସ୍ଟ ଆସି ପଚାରିଲେ, ଆପଣଙ୍କ ଆଗମନ କକ୍ସ୍ଟଶଳ ତ?
ପ୍ରଥମ ଶାମୁୟେଲ 17:12
ଦାଉଦ ୟିଶୀଙ୍କର ପକ୍ସ୍ଟତ୍ର ଥିଲେ, ୟିଶୀ ଥିଲେ ଇଫ୍ରାଥୀଯ ପରିବାରର ୟିଏ ବୈଥଲହମେ ଓ ୟିହକ୍ସ୍ଟଦା ରେ ବାସ କରୁଥିଲେ ଏବଂ ୟିଶୀଙ୍କର ଆଠପକ୍ସ୍ଟତ୍ର ଥିଲେ। ପକ୍ସ୍ଟଣି ଶାଉଲଙ୍କର ସମୟରେ ସେ ପୁରୁଷ ବୃଦ୍ଧ ଥିଲେ।
ପ୍ରଥମ ଶାମୁୟେଲ 17:58
ଶାଉଲ ତାଙ୍କୁ ପଚାରିଲେ, ହେ ୟକ୍ସ୍ଟବକ ତୁମ୍ଭେ କାହାର ପକ୍ସ୍ଟଅ?
ମାଥିଉଲିଖିତ ସୁସମାଚାର 1:1
ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।
ମାଥିଉଲିଖିତ ସୁସମାଚାର 2:1
ହରେୋଦ ଙ୍କ ରାଜତ୍ବକାଳ ରେ ୟିହୂଦା ରାଜ୍ଯର ବେଥ୍ଲହେିମ ନଗର ରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହବୋ ପରେ ପୂର୍ବ ଦେଶର କେତକେ ପଣ୍ଡିତ ୟିରୁଶାଲମକୁ ଆସିଲେ.
ଲୂକଲିଖିତ ସୁସମାଚାର 3:23
ଯୀଶୁ ଉପଦେଶ ପ୍ରଦାନ କାର୍ୟ୍ଯ ଆରମ୍ଭ କରିବା ବଳକେୁ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହାଇେଥିଲା। ଲୋକଙ୍କ ଧାରଣା ଅନୁସାରେ ଯୀଶୁ ୟୋ ସଫଙ୍କେ ପୁତ୍ର।
ଲୂକଲିଖିତ ସୁସମାଚାର 4:16
ତା'ପରେ ସେ ନାଜରିତକୁ ଆସିଲେ। ନାଜରିତ ରେ ସେ ପ୍ରତିପାଳିତ ହାଇେଥିଲେ। ସବୁଥର ଭଳି ସେ ବିଶ୍ରାମଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ।
ଯୋହନଲିଖିତ ସୁସମାଚାର 1:46
ନିଥନିଯଲେ ଫିଲିପ୍ପଙ୍କୁ କହିଲେ, ନାଜରିତ, ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହାଇପୋ ରେ?
ପ୍ରଥମ ଶାମୁୟେଲ 20:6
ଯଦି ତୁମ୍ଭର ବାପା ଭୋଜି ରେ ମାରେ ଅନକ୍ସ୍ଟପସ୍ଥିତ ଲକ୍ଷ୍ଯ କରନ୍ତି, ତୁମ୍ଭେ ତାଙ୍କୁ କକ୍ସ୍ଟହ, 'ଦାଉଦ ତା'ର ବୈଥଲହମେସ୍ଥିତ ତା'ର ପରିବାରର ଗୃହକକ୍ସ୍ଟ ୟିବ ବୋଲି, ତାକକ୍ସ୍ଟ ୟିବାକକ୍ସ୍ଟ ଦବୋ ପାଇଁ ଅନକ୍ସ୍ଟ ରୋଧ କଲା। କାରଣ ତାଙ୍କର ପରିବାର ସଠାେରେ ସମାନଙ୍କେର ବାର୍ଷିକ ବଳିଦାନ କରାୟିବ।'
ଆଦି ପୁସ୍ତକ 35:19
ଇଫ୍ରାଥା ୟିବା ପରେ ତାହା ବୌଥଲେ ହମେ ନିକଟରେ ରାହେଲକୁ କବର ଦିଆଗଲା।
ଆଦି ପୁସ୍ତକ 48:7
ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମାରେଆଗମନ କାଳ ରେ ରାହେଲ, ଇଫ୍ରାତାର ରାସ୍ତା ରେ ମରିଗଲା। ସେଥି ନିମନ୍ତେ ମୁଁ ତାକୁ ଇଫ୍ରାଥା ରେ (ବୈଥିଲହମେ ରେ) କବର ଦଲେି।
ରୂତର ବିବରଣ 1:19
ନୟମୀ ଏବଂ ଋତ ବୈଥଲହମେକକ୍ସ୍ଟ ଗଲେ। ସମାନେେ ଯେତବେେଳେ ବୈଥ୍ଲହମେ ରେ ପ୍ରବେଶ କଲେ, ଲୋକମାନେ ଉତ୍ସୁକ ହେଲେ ଓ କହିଲେ, ଏ କ'ଣ ପ୍ରକୃତ ରେ ନୟମୀ?
ରୂତର ବିବରଣ 2:4
ଏହାପରେ ବୋୟଜ ବୈଥଲହମରେକ୍ସ୍ଟ ନିଜର କ୍ଷତକେକ୍ସ୍ଟ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ଯର୍ଥନା କଲା, ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତକ୍ସ୍ଟ। ସମାନେେ ଉତ୍ତର ଦେଲେ, ଏବଂ ସଦାପ୍ରଭୁ ଆପଣଙ୍କକ୍ସ୍ଟ ଆଶୀର୍ବାଦ କରନ୍ତକ୍ସ୍ଟ।
ରୂତର ବିବରଣ 4:21
ସଲ୍ମୋନର ପକ୍ସ୍ଟତ୍ର ବୋୟଜ ଓ ବୋୟଜର ପକ୍ସ୍ଟତ୍ର ଓବଦେ,