ଲୂକଲିଖିତ ସୁସମାଚାର 20:44 in Oriya

ଓଡିଆ ଓଡିଆ ବାଇବେଲ ଲୂକଲିଖିତ ସୁସମାଚାର ଲୂକଲିଖିତ ସୁସମାଚାର 20 ଲୂକଲିଖିତ ସୁସମାଚାର 20:44

Luke 20:44
ଦାଉଦ ଖ୍ରୀଷ୍ଟଙ୍କୁ 'ପ୍ରଭୁ' କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ଯ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ଯ ହାଇେ ପାରିବ?

Luke 20:43Luke 20Luke 20:45

Luke 20:44 in Other Translations

King James Version (KJV)
David therefore calleth him Lord, how is he then his son?

American Standard Version (ASV)
David therefore calleth him Lord, and how is he his son?

Bible in Basic English (BBE)
David then gives him the name of Lord, so how is it possible for him to be his son?

Darby English Bible (DBY)
David therefore calls him Lord, and how is he his son?

World English Bible (WEB)
"David therefore calls him Lord, so how is he his son?"

Young's Literal Translation (YLT)
David, then, doth call him lord, and how is he his son?'

David
Δαβὶδdabidtha-VEETH
therefore
οὖνounoon
calleth
κύριονkyrionKYOO-ree-one
him
αὐτὸνautonaf-TONE
Lord,
καλεῖkaleika-LEE
how
καὶkaikay
is
he
πῶςpōspose
then
υἱόςhuiosyoo-OSE
his
αὐτοῦautouaf-TOO
son?
ἐστινestinay-steen

Cross Reference

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:16
ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମାରଦେୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜଳ ପ୍ରଭାତୀ ତାରା।

ଯିଶାଇୟ 7:14
ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)

ଲୂକଲିଖିତ ସୁସମାଚାର 1:31
ଶୁଣ, ତୁମ୍ଭେ ଗର୍ଭଗତୀ ହବେ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।

ଲୂକଲିଖିତ ସୁସମାଚାର 2:11
କାରଣ ଆଜି ଦାଉଦଙ୍କ ନଗର ରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:5
ସମାନେେ ଆମ ପୂର୍ବପୁରୁଷ ମାନଙ୍କର ବଂଶଧର ଅଟନ୍ତି। ସମାନେେ ସଂସାର ରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟ ରେ ଖ୍ରୀଷ୍ଟ ପରମେଶ୍ବର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:4
କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:16
ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,