Luke 21:13
କିନ୍ତୁ ଏହା ତୁମ୍ଭମାନଙ୍କୁ ମାେ ବିଷୟ ରେ କହିବାକୁ ସୁ ଯୋଗ ଦବେ।
Luke 21:13 in Other Translations
King James Version (KJV)
And it shall turn to you for a testimony.
American Standard Version (ASV)
It shall turn out unto you for a testimony.
Bible in Basic English (BBE)
And it will be turned to a witness for you.
Darby English Bible (DBY)
but it shall turn out to you for a testimony.
World English Bible (WEB)
It will turn out as a testimony for you.
Young's Literal Translation (YLT)
and it shall become to you for a testimony.
| And | ἀποβήσεται | apobēsetai | ah-poh-VAY-say-tay |
| it shall turn | δὲ | de | thay |
| to you | ὑμῖν | hymin | yoo-MEEN |
| for | εἰς | eis | ees |
| a testimony. | μαρτύριον | martyrion | mahr-TYOO-ree-one |
Cross Reference
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:12
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇଦବୋକୁ ଇଚ୍ଛା କରେ ଯେ ମାେ ପ୍ରତି ଯାହା କିଛି ଘଟିଛି, ତାହା ସୁସମାଚାର ପ୍ରଚାର କରିବା ରେ ସାହାୟ୍ଯ କଲା।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:28
ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଅଛନ୍ତି ସମାନଙ୍କେୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ବରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭମାନେେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତୃମାନେ ବିନାଶ ହବେେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:3
ଆମ୍ଭେ ଏବେ ଯେଉଁ ଅସୁବିଧା ରେ ଅଛୁ, ସେଥି ରେ ତୁମ୍ଭମାନେେ କହେି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭମାନେେ ଜାଣିଥିଲ ଯେ ଆମ୍ଭେ ଭବିଷ୍ଯତ୍ ରେ ଏଭଳି କଷ୍ଟ ନିଶ୍ଚୟ ପାଇବା।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:5
ପରମେଶ୍ବର ତାହାଙ୍କର ବିଚାର ରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ବର ଚାହାଁନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ଯ ରେ ପ୍ରବେଶ ପାଇଁ ଯୋଗ୍ଯ ହୁଅ, ଯେଉଁଥିପାଇଁ ତୁମ୍ଭମାନେେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ।