Luke 22:40
ସଠାେରେ ପହଞ୍ଚି ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ଯେପରି ପରୀକ୍ଷା ରେ ନ ପଡ ଏଥିପାଇଁ ପ୍ରାର୍ଥନା କର।
Luke 22:40 in Other Translations
King James Version (KJV)
And when he was at the place, he said unto them, Pray that ye enter not into temptation.
American Standard Version (ASV)
And when he was at the place, he said unto them, Pray that ye enter not into temptation.
Bible in Basic English (BBE)
And when he came to the place, he said to them, Make a prayer that you may not be put to the test.
Darby English Bible (DBY)
And when he was at the place he said to them, Pray that ye enter not into temptation.
World English Bible (WEB)
When he was at the place, he said to them, "Pray that you don't enter into temptation."
Young's Literal Translation (YLT)
and having come to the place, he said to them, `Pray ye not to enter into temptation.'
| And | γενόμενος | genomenos | gay-NOH-may-nose |
| when he was | δὲ | de | thay |
| at | ἐπὶ | epi | ay-PEE |
| the | τοῦ | tou | too |
| place, | τόπου | topou | TOH-poo |
| he said | εἶπεν | eipen | EE-pane |
| them, unto | αὐτοῖς | autois | af-TOOS |
| Pray that | Προσεύχεσθε | proseuchesthe | prose-AFE-hay-sthay |
| ye enter | μὴ | mē | may |
| not | εἰσελθεῖν | eiselthein | ees-ale-THEEN |
| into | εἰς | eis | ees |
| temptation. | πειρασμόν | peirasmon | pee-ra-SMONE |
Cross Reference
ମାଥିଉଲିଖିତ ସୁସମାଚାର 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ଲୂକଲିଖିତ ସୁସମାଚାର 22:46
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ଶାଇେ ପଡିଛ? ଉଠ ଓ ପରୀକ୍ଷା ରେ ନ ପଡିବାକୁ ତଥା ଶକ୍ତିଲାଭ ପାଇଁ ପାର୍ଥନା କର।
ପିତରଙ୍କ ପ୍ରଥମ ପତ୍ 4:7
ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:18
ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:10
ତୁମ୍ଭେ ର୍ଧୈୟ୍ଯର ସହିତ ମାରେଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।
ପିତରଙ୍କ ପ୍ରଥମ ପତ୍ 5:8
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:7
ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।
ଲୂକଲିଖିତ ସୁସମାଚାର 11:4
ଆମ୍ଭମାନଙ୍କର ପାପଗୁଡିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ଯାୟ କରିଛନ୍ତି, ଆମ୍ଭମାନେେ ପ୍ରେତ୍ୟକକଙ୍କୁ ମଧ୍ଯ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧିଅରେ ପକାଅ ନାହିଁ।'
ମାର୍କଲିଖିତ ସୁସମାଚାର 14:32
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ପା୍ରର୍ଥନା କରୁଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଏଠା ରେ ବସ।
ମାଥିଉଲିଖିତ ସୁସମାଚାର 26:36
ତା'ପରେ ଯୀଶୁ ଶିଷ୍ଯମାନଙ୍କ ସହିତ ଗେଥ୍ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ସଠାେରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଏହିଠା ରେ ବସ।
ହିତୋପଦେଶ 30:8
ମାେତେ ସହାୟ ହୁଅ, ମୁଁ ଯେପରି ମିଥ୍ଯା ନ କ ହେ, ମାେତେ ଅତ୍ଯଧିକ ଧନୀ କି ଅତ୍ଯଧିକ ଗରିବ କର ନାହିଁ। ମାରେ ପ୍ରେତ୍ୟକକ ଦିନର ଆବଶ୍ଯକତା କବଳେ ପୂରଣ କର।
ଗୀତସଂହିତା 119:133
ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ପରିଚାଳିତ କର। ମାେ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।
ଗୀତସଂହିତା 119:116
ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ମନୋନୀତ କଲ, ୟପରେି ମୁଁ ବଞ୍ଚିପାରିବି। ମୁଁ ତୁମ୍ଭ ଉପରେ ଭରସା ରେଖ, ମାେତେ ହତୋତ୍ସାହ କର ନାହିଁ।
ଗୀତସଂହିତା 19:13
ମୁଁ ଯେଉଁ ପାପସବୁ କରିବାକୁ ଚାହୁଁଛି ମାେତେ ସେଥିରୁ ନିବୃତ୍ତ କର। ସହେି ପାପସବୁ ୟପରେି ମାେ ଉପରେ ଶାସନ ନ କରୁ। ତୁମ୍ଭେ ୟଦି ମାେତେ ସାହାୟ୍ଯ କରିବ ତା' ହେଲେ ମୁଁ ଶୁଦ୍ଧ ଜୀବନୟାପନ ସହିତ ସମସ୍ତ ପାପରୁ ମୁକ୍ତ ହାଇେ ପାରିବି।
ଗୀତସଂହିତା 17:5
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମାରେ ପାଦ ସହେି ପଥରୁ କବେେ ବିଚ୍ଯୁତ ହବେ ନାହିଁ।
ପ୍ରଥମ ବଂଶାବଳୀ 4:10
ୟାବେଷ୍ ଇଶ୍ରାୟେଲର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମାେତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମାେତେ ଅଧିକ ଦେଶ ରାଜତ୍ବ କରିବାକୁ ଦିଅ। ତୁମ୍ଭେ ମାରେ ପାଶେ ପାଶେ ରୁହ ଓ ମାେତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତବେେ ମାହେର କୌଣସି କଷ୍ଟ ହବେ ନାହିଁ। ୟାବେଷ୍ ଯାହାକିଛି ମାଗିଲେ, ପରମେଶ୍ବର ତାକୁ ସହେିସବୁ ପ୍ରଦାନ କଲେ।