ଲୂକଲିଖିତ ସୁସମାଚାର 22:43 in Oriya

ଓଡିଆ ଓଡିଆ ବାଇବେଲ ଲୂକଲିଖିତ ସୁସମାଚାର ଲୂକଲିଖିତ ସୁସମାଚାର 22 ଲୂକଲିଖିତ ସୁସମାଚାର 22:43

Luke 22:43
ତା'ପରେ ସ୍ବର୍ଗରୁ ଜଣେ ଦୂତ ଆସି ଦଖାଦେେଲେ। ସହେି ସ୍ବର୍ଗଦୁତଙ୍କୁ ଯୀଶୁଙ୍କୁ ସାହାୟ୍ଯ କରିବା ପାଇଁ ପଠାଯାଇଥିଲା।

Luke 22:42Luke 22Luke 22:44

Luke 22:43 in Other Translations

King James Version (KJV)
And there appeared an angel unto him from heaven, strengthening him.

American Standard Version (ASV)
And there appeared unto him an angel from heaven, strengthening him.

Bible in Basic English (BBE)
And an angel from heaven came to him, to give him strength.

Darby English Bible (DBY)
And an angel appeared to him from heaven strengthening him.

World English Bible (WEB)
An angel from heaven appeared to him, strengthening him.

Young's Literal Translation (YLT)
And there appeared to him a messenger from heaven strengthening him;

And
ὤφθηōphthēOH-fthay
there
appeared
δὲdethay
an
angel
αὐτῷautōaf-TOH
him
unto
ἄγγελοςangelosANG-gay-lose
from
ἀπ'apap
heaven,
οὐρανοῦouranouoo-ra-NOO
strengthening
ἐνισχύωνenischyōnane-ee-SKYOO-one
him.
αὐτόνautonaf-TONE

Cross Reference

ମାଥିଉଲିଖିତ ସୁସମାଚାର 4:11
ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 1:14
ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 1:6
ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :

ମାଥିଉଲିଖିତ ସୁସମାଚାର 26:53
ତୁମ୍ଭେ କ'ଣ ଜାଣିନାହଁ ଯେ ମୁଁ ମାରେ ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମାେତେ ବାରଟି ସନୋ ବାହିନୀରୁ ଅଧିକ ୟୋଗଇବେେ।

ଗୀତସଂହିତା 91:11
ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 2:17
ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:16
ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 18:23
ସଠାେରେ ପାଉଲ କିଛି ଦିନ ରହିଲେ। ତା'ପରେ ସେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳକୁ ଚ଼ାଲିଗଲେ। ସଠାେରେ ସେ ସହରରୁ ସହର ବୁଲି ଯୀଶୁଙ୍କର ସମସ୍ତ ଶିଷ୍ଯମାନଙ୍କୁ ବଳବାନ୍ କଲେ।

ଲୂକଲିଖିତ ସୁସମାଚାର 22:32
ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।

ଲୂକଲିଖିତ ସୁସମାଚାର 4:10
ଶାସ୍ତ୍ର ରେ ଲଖାେଅଛି:

ମାଥିଉଲିଖିତ ସୁସମାଚାର 4:6
ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:

ଦାନିଏଲ 11:1
ପୁଣି ମାଦୀଯ ଦାରିଯାବସର ଅଧିକାରର ପ୍ରଥମ ବର୍ଷ ରେ ଆମ୍ଭେ ତାହାକୁ ସୁସ୍ଥିର ଓ କରିବା ପାଇଁ ଠିଆ ହେଲୁ।

ଦାନିଏଲ 10:16
ସେତବେେଳେ ମନୁଷ୍ଯାକୃତି ଜଣେ ବ୍ଯକ୍ତି ମାରେ ଓଷ୍ଠଧାର ସ୍ପର୍ଶ କଲେ। ମାେ ସମ୍ମୁଖ ରେ ଛିଡା ହାଇେଥିବା ଲୋକକୁ ମୁଁ କହିଲି, ' ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମାରେ ବଦନୋ ମାେତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁନାହିଁ।

ଆୟୁବ ପୁସ୍ତକ 4:3
ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦଇେଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ।

ଦିତୀୟ ବିବରଣ 3:28
କିନ୍ତୁ ଯିହାଶୂେୟଙ୍କକ୍ସ୍ଟ ଆଜ୍ଞା ଦିଅ, ତାହାକକ୍ସ୍ଟ ସାହାସ ଦିଅ ଓ ତାହାକକ୍ସ୍ଟ ବଳବାନ କରାଅ। କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହାଇୟିବେ। ତକ୍ସ୍ଟମ୍ଭମାନେ ଯେଉଁ ଦେଶ ଦେଖିବ। ତାହା ସେ ସମାନଙ୍କେୁ ଅଧିକାର କରାଇବେ।'