English
ଲୂକଲିଖିତ ସୁସମାଚାର 7:39 ଚିତ୍ର
ଯେଉଁ ଫାରୁଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, ଯୀଶୁ ଯଦି ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା ହାଇେଥା'ନ୍ତେ, ତବେେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।