ଲୂକଲିଖିତ ସୁସମାଚାର 7:50 in Oriya

ଓଡିଆ ଓଡିଆ ବାଇବେଲ ଲୂକଲିଖିତ ସୁସମାଚାର ଲୂକଲିଖିତ ସୁସମାଚାର 7 ଲୂକଲିଖିତ ସୁସମାଚାର 7:50

Luke 7:50
ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, ତୁମ୍ଭେ ବିଶ୍ବାସ କରିଥିବାରୁ ତୁମ୍ଭେ ପାପରୁ ରକ୍ଷା ପାଇଅଛ। ଶାନ୍ତି ରେ ଯାଅ।

Luke 7:49Luke 7

Luke 7:50 in Other Translations

King James Version (KJV)
And he said to the woman, Thy faith hath saved thee; go in peace.

American Standard Version (ASV)
And he said unto the woman, Thy faith hath saved thee; go in peace.

Bible in Basic English (BBE)
And he said to the woman, By your faith you have salvation; go in peace.

Darby English Bible (DBY)
And he said to the woman, Thy faith has saved thee; go in peace.

World English Bible (WEB)
He said to the woman, "Your faith has saved you. Go in peace."

Young's Literal Translation (YLT)
and he said unto the woman, `Thy faith have saved thee, be going on to peace.'

And
εἶπενeipenEE-pane
he
said
δὲdethay
to
πρὸςprosprose
the
τὴνtēntane
woman,
γυναῖκαgynaikagyoo-NAY-ka
Thy
ay

πίστιςpistisPEE-stees
faith
σουsousoo
hath
saved
σέσωκένsesōkenSAY-soh-KANE
thee;
σε·sesay
go
πορεύουporeuoupoh-RAVE-oo
in
εἰςeisees
peace.
εἰρήνηνeirēnēnee-RAY-nane

Cross Reference

ମାର୍କଲିଖିତ ସୁସମାଚାର 5:34
ଯୀଶୁ ତାକୁ କହିଲେ, ଆଗୋ ନାରୀ; ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ଶାନ୍ତି ରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।

ଲୂକଲିଖିତ ସୁସମାଚାର 8:48
ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, ହେ ଝିଅ, ତୁମ୍ଭେ ବିଶ୍ବାସ କଲ ସେଥିପାଇଁ ସୁସ୍ଥ ହାଇଗେଲ। ଏଥର ଶାନ୍ତି ରେ ଯାଅ।

ମାଥିଉଲିଖିତ ସୁସମାଚାର 9:22
ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।

ଲୂକଲିଖିତ ସୁସମାଚାର 18:42
ଯୀଶୁ ତାହାକୁ କହିଲେ, ତୁମ୍ଭେ ଦୃଷ୍ଟି ଶକ୍ତି ଲାଭ କର। ତୁମ୍ଭର ବିଶ୍ବାସ ହିଁ ତୁମ୍ଭକୁ ଉଦ୍ଧାର କଲା।

ମାର୍କଲିଖିତ ସୁସମାଚାର 10:52
ଯୀଶୁ କହିଲେ, ଯାଅ, ତୁମ୍ଭେ ଭଲ ହାଇଗେଲ, କାରଣ ତୁମ୍ଭେ ବିଶ୍ବାସ କଲ। ତା'ପରେ ଲୋକଟି ସବୁ କିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8
ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:1
ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।

ଯାକୁବଙ୍କ ପତ୍ 2:14
ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !

ହବକକୂକ 2:4
ଅହଂକାରୀ ବ୍ଯକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସପରେି ଅହଂକାରୀ ଲୋକ ଫୁତ୍କାର ରେ ଉଡିୟାଏ। କିନ୍ତୁ ଧାର୍ମିକଲୋକମାନେ ସମାନଙ୍କେର ବିଶ୍ବାସ ବଳ ରେ ହିଁ ବଞ୍ଚିବେ।

ଲୂକଲିଖିତ ସୁସମାଚାର 8:18
ତୁମ୍ଭମାନେେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସତକେ ମଧ୍ଯ ତା'ଠାରୁ ଛଡାଇ ନିଆୟିବ।