ଓଡ଼ିଆ ଓଡ଼ିଆ ବାଇବେଲ ମାର୍କଲିଖିତ ସୁସମାଚାର ମାର୍କଲିଖିତ ସୁସମାଚାର 1 ମାର୍କଲିଖିତ ସୁସମାଚାର 1:45 ମାର୍କଲିଖିତ ସୁସମାଚାର 1:45 ଚିତ୍ର English

ମାର୍କଲିଖିତ ସୁସମାଚାର 1:45 ଚିତ୍ର

ଲୋକଟି ସହେି ସ୍ଥାନ ଛାଡି ଚାଲିଗଲା ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦଇେଛନ୍ତି। ତେଣୁ ଯୀଶୁଙ୍କ ବିଷୟ ରେ ଖବର ଗ୍ଭରିଆଡେ ବ୍ଯାପିବାକୁ ଲାଗିଲା। ଫଳ ରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନଥିବା ନିଛାଟିଆ ଜାଗାମାନଙ୍କ ରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।
Click consecutive words to select a phrase. Click again to deselect.
ମାର୍କଲିଖିତ ସୁସମାଚାର 1:45

ଲୋକଟି ସହେି ସ୍ଥାନ ଛାଡି ଚାଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦଇେଛନ୍ତି। ତେଣୁ ଯୀଶୁଙ୍କ ବିଷୟ ରେ ଖବର ଗ୍ଭରିଆଡେ ବ୍ଯାପିବାକୁ ଲାଗିଲା। ଫଳ ରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନଥିବା ନିଛାଟିଆ ଜାଗାମାନଙ୍କ ରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।

ମାର୍କଲିଖିତ ସୁସମାଚାର 1:45 Picture in Oriya