ମାଥିଉଲିଖିତ ସୁସମାଚାର 13:9 in Oriya

ଓଡିଆ ଓଡିଆ ବାଇବେଲ ମାଥିଉଲିଖିତ ସୁସମାଚାର ମାଥିଉଲିଖିତ ସୁସମାଚାର 13 ମାଥିଉଲିଖିତ ସୁସମାଚାର 13:9

Matthew 13:9
ତୁମ୍ଭର ଯଦି କାନ ଅଛି, ତବେେ ଶୁଣ।

Matthew 13:8Matthew 13Matthew 13:10

Matthew 13:9 in Other Translations

King James Version (KJV)
Who hath ears to hear, let him hear.

American Standard Version (ASV)
He that hath ears, let him hear.

Bible in Basic English (BBE)
He who has ears, let him give ear.

Darby English Bible (DBY)
He that has ears, let him hear.

World English Bible (WEB)
He who has ears to hear, let him hear."

Young's Literal Translation (YLT)
He who is having ears to hear -- let him hear.'


hooh
Who
hath
ἔχωνechōnA-hone
ears
ὦταōtaOH-ta
to
hear,
ἀκούειν,akoueinah-KOO-een
let
him
hear.
ἀκουέτωakouetōah-koo-A-toh

Cross Reference

ମାଥିଉଲିଖିତ ସୁସମାଚାର 11:15
ଯେଉଁମାନେ ମାେ କଥା ଶୁଣୁଛ, ଶୁଣ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:22
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:13
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:6
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:29
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:17
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:11
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜଯୀ ହୁଏ, ସେ ଦ୍ବିତୀୟ ମୃତ୍ଯୁ ଦ୍ବାରା ଆଦୌ କ୍ଷତିଗ୍ରସ୍ତ ହବେନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:7
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:8
ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନେ ସହେି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମଷେଶାବକଙ୍କ ଜୀବନ ପୁସ୍ତକରେ ଲଖାେ ହାଇନୋହିଁ। ଏହି ମଷେଶାବକଙ୍କୁ ବଧ କରାଯାଇଥିଲା।

ମାର୍କଲିଖିତ ସୁସମାଚାର 7:14
ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରେତ୍ୟକକ ଲୋକ ମାରେ କଥା ଶୁଣ ଓ ବୁଝ।

ମାର୍କଲିଖିତ ସୁସମାଚାର 4:23
ମାେତେ ଶୁଣିଥିବା ଲୋକମାନେ ଶୁଣନ୍ତୁ।

ମାର୍କଲିଖିତ ସୁସମାଚାର 4:9
ତା'ପରେ ଯୀଶୁ କହିଲେ, ତୁମ୍ଭମାନଙ୍କ ଭିତରୁ ୟିଏ ଶୁଣୁଛି, ଶୁଣୁ।

ମାଥିଉଲିଖିତ ସୁସମାଚାର 13:16
କିନ୍ତୁ ତୁମ୍ଭେ ଧନ୍ଯ, କାରଣ ତୁମ୍ଭେ ଯାହା ଆଖି ରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନ ରେ ଶୁଣୁଛ, ତାହା ବୁଝୁଛ।