ମାଥିଉଲିଖିତ ସୁସମାଚାର 17:18 in Oriya

ଓଡିଆ ଓଡିଆ ବାଇବେଲ ମାଥିଉଲିଖିତ ସୁସମାଚାର ମାଥିଉଲିଖିତ ସୁସମାଚାର 17 ମାଥିଉଲିଖିତ ସୁସମାଚାର 17:18

Matthew 17:18
ତା'ପରେ ଯୀଶୁ ପିଲାଟିର ଦହେ ଭିତ ରେ ରହିଥିବା ଭୂତଟିକୁ କଠାେର ଆଦେଶ ଦେଲେ। ଭୂତଟି ତା ଦହରେୁ ବାହାରି ଆସିଲା। ସହେି ମୁହୂର୍ତ୍ତ ରେ ପିଲାଟି ସୁସ୍ଥ ହାଇଗେଲା।

Matthew 17:17Matthew 17Matthew 17:19

Matthew 17:18 in Other Translations

King James Version (KJV)
And Jesus rebuked the devil; and he departed out of him: and the child was cured from that very hour.

American Standard Version (ASV)
And Jesus rebuked him; and the demon went out of him: and the boy was cured from that hour.

Bible in Basic English (BBE)
And Jesus gave orders to the unclean spirit, and it went out of him: and the boy was made well from that hour.

Darby English Bible (DBY)
And Jesus rebuked him, and the demon went out from him, and the boy was healed from that hour.

World English Bible (WEB)
Jesus rebuked him, the demon went out of him, and the boy was cured from that hour.

Young's Literal Translation (YLT)
and Jesus rebuked him, and the demon went out of him, and the lad was healed from that hour.

And
καὶkaikay

ἐπετίμησενepetimēsenape-ay-TEE-may-sane
Jesus
αὐτῷautōaf-TOH
rebuked
hooh
the
Ἰησοῦςiēsousee-ay-SOOS
devil;
καὶkaikay
and
ἐξῆλθενexēlthenayks-ALE-thane
he
ἀπ'apap
departed
αὐτοῦautouaf-TOO
out
τὸtotoh
him:
of
δαιμόνιονdaimonionthay-MOH-nee-one
and
καὶkaikay
the
ἐθεραπεύθηetherapeuthēay-thay-ra-PAYF-thay
child
hooh
cured
was
παῖςpaispase
from
ἀπὸapoah-POH
that
very
τῆςtēstase

ὥραςhōrasOH-rahs
hour.
ἐκείνηςekeinēsake-EE-nase

Cross Reference

ମାଥିଉଲିଖିତ ସୁସମାଚାର 9:22
ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:13
ଭୂତାତ୍ମାକୁ ଦୂର କରିବାପାଇଁ ଏଣତେଣେେ ବୁଲୁଥିବା କେତକେ ଯିହୂଦୀୟମାନେ ମଧ୍ଯ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ଯବହାର କରିବାପାଇଁ ଚେ଼ଷ୍ଟା କଲେ। ସମାନେେ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚ଼ାର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମ ରେ ଆଦେଶ ଦେଉଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:18
ସେ ଏପରି ବହୁତ ଦିନ ପର୍ୟ୍ଯନ୍ତ କଲା, ପାଉଲ ଏଥିଲେ ବିରକ୍ତ ହାଇପେଡ଼ିଲେ। ସେ ସହେି ଆତ୍ମାକୁ କହିଲେ, ମୁଁ ଯୀଶୁଙ୍କ ନାମ ରେ ଆଦେଶ ଦେଉଛି, ଏହି ଝିଅଟି ଦହରେୁ ବାହାରିଯା। ସହେି ସମୟରେ ସେ ଆତ୍ମାଟି ବାହାରକୁ ଚ଼ାଲିଆସିଲା।

ଯୋହନଲିଖିତ ସୁସମାଚାର 4:52
ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡକୁ ଗତି କଲା? ସେ ପଚାରିଲେ।

ଲୂକଲିଖିତ ସୁସମାଚାର 9:42
ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଚାଡି ଦଲୋ। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠାେର ଧମକ ଦେଲେ। ଏହାପରେ ପିଲାଟି ସୁସ୍ଥ ହାଇଗେଲା। ଯୀଶୁ ତାହାକୁ ତା' ବାପା ପାଖ ରେ ସମର୍ପି ଦେଲେ।

ଲୂକଲିଖିତ ସୁସମାଚାର 8:29
ଯୀଶୁ ଭୂତକୁ ସହେି ଲୋକଟି ଦହରେୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗ ରେ ପଡିଯାଇ ଉଚ୍ଚ ସ୍ବର ରେ ପାଟି କରି କହିଲା, ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମାେ'ଠାରୁ କ'ଣ ଚାହୁଁଛ? ମୁଁ ଅନୁ ରୋଧ କରୁଛି, ମାେତେ ଦଣ୍ଡ ଦିଅ ନାହିଁ।

ଲୂକଲିଖିତ ସୁସମାଚାର 4:41
ଆଉ ମଧ୍ଯ ସମାନଙ୍କେ ମଧିଅରେ ଥିବା ଅନକଙ୍କେ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, ତୁମ୍ଭେ ପରମେଶ୍ବରଙ୍କର ପୁତ୍ର। କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠାେର ଆଜ୍ଞା ଦେଲେ। କାରଣ ସହେି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ବଯଂ ଖ୍ରୀଷ୍ଟ।

ଲୂକଲିଖିତ ସୁସମାଚାର 4:35
ଯୀଶୁ ତାହାକୁ ଧମକ ଦଇେ କହିଲେ, ଚୁପ୍ କର ଏହି ଲୋକର ଦହରେୁ ବାହାରିଯା। ଏହାପରେ ଦୁଷ୍ଟାତ୍ମା ସହେି ଲୋକଟିକୁ ସମସ୍ତଙ୍କ ସାମନା ରେ ତଳେ ପକାଇ ଦଲୋ ଓ ତାହାର କୌଣସି କ୍ଷତି ନକରି ତା' ଦହରେୁ ବାହାରିଗଲା।

ମାର୍କଲିଖିତ ସୁସମାଚାର 9:25
ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦଇେ କହିଲେ, ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦଇେଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦହେ ଭିତରୁ ବାହାରିଯା। ଏହାର ଦହେ ରେ ପୁଣି ଆଉ କବେେ ହେଲେ ପ୍ରବେଶ କରିବୁ ନାହିଁ।

ମାର୍କଲିଖିତ ସୁସମାଚାର 5:8
ଯୀଶୁ ଏପରି କରିବା ଦ୍ବାରା ସହେି ଲୋକ ବଡ ପାଟି ରେ ଚିତ୍କାର କରି କହିଲା, ସବୁଠାରୁ ମହାନ ପରମେଶ୍ବରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମାେ ଠାରୁ କ'ଣ ଚାହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମାେତେ ହଇରାଣ କରନାହିଁ।

ମାର୍କଲିଖିତ ସୁସମାଚାର 1:34
ବିଭିନ୍ନ ପ୍ରକାର ରୋଗ ରେ ପୀଡିତ ଅନକେ ଲୋକଙ୍କୁ ଯୀଶୁ ସୁସ୍ଥ କରି ଦେଲେ। ସେ ମଧ୍ଯ ଲୋକଙ୍କ ଦହରେୁ ଅନକେ ଭୂତାତ୍ମା ବାହାରି ଚାଲି ୟିବାକୁ ବାଧ୍ଯ କଲେ, କିନ୍ତୁ ସେ କିଏ ବୋଲି ଭୂତ ମାନେ ଜାଣି ଥିବାରୁ ସେ ସମାନଙ୍କେୁ ପଦେ ହେଲେ କହିବାକୁ ସୁଯୋଗ ଦେଲନୋହିଁ।

ମାଥିଉଲିଖିତ ସୁସମାଚାର 15:28
ତା'ପରେ ଯୀଶୁ କହିଲେ, ହେ ନାରୀ! ତୁମ୍ଭର ଗଭୀର ବିଶ୍ବାସ ରହିଛି। ତୁମ୍ଭେ ମାଠାରୁେ ଯାହା ଚାହିଁଛ, ମୁଁ ତାହା କରି ଦବେି। ଏହା କହିବା ମାତ୍ ରେ ସହେି ସ୍ତ୍ରୀର ଝିଅଟି ସଂମ୍ପୁର୍ଣ୍ଣ ରୂପା ଭଲ ହାଇଗେଲା।

ମାଥିଉଲିଖିତ ସୁସମାଚାର 12:22
ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା। ତା ଦହେ ରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହାଇେ ଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରି ଦେଲେ। ଫଳ ରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା।