Index
Full Screen ?
 

ମାଥିଉଲିଖିତ ସୁସମାଚାର 2:10

Matthew 2:10 ଓଡିଆ ବାଇବେଲ ମାଥିଉଲିଖିତ ସୁସମାଚାର ମାଥିଉଲିଖିତ ସୁସମାଚାର 2

ମାଥିଉଲିଖିତ ସୁସମାଚାର 2:10
ତାରା ଦେଖି ପଣ୍ଡିତମାନେ ବହୁତ ଖୁସି ହେଲ. ସମାନେେ ଆନନ୍ଦ ରେ ପରିପୂର୍ଣ ହେଲ।

When
ἰδόντεςidontesee-THONE-tase
they
saw
δὲdethay
the
τὸνtontone
star,
ἀστέραasteraah-STAY-ra
rejoiced
they
ἐχάρησανecharēsanay-HA-ray-sahn
with
exceeding
χαρὰνcharanha-RAHN
great
μεγάληνmegalēnmay-GA-lane
joy.
σφόδραsphodraSFOH-thra

Cross Reference

ଗୀତସଂହିତା 67:4
ଜାତିଗଣ ଖୁସି ହୁଅ ଓ ଆନନ୍ଦରେ ଜଯଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗଇେ ନିଅ।

ଲୂକଲିଖିତ ସୁସମାଚାର 2:10
ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।

ଲୂକଲିଖିତ ସୁସମାଚାର 2:20
ମଷେପାଳକମାନେ ନିଜ ମଷେମାନଙ୍କ ନିକଟକୁ ଫରେିଗଲେ ଏବଂ ଯାହା ସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ବରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ବର୍ଗଦୂତମାନେ ଯେପରି କହିଥିଲେ, ସମାନେେ ପ୍ରେତ୍ୟକକ ଜିନିଷକୁ ସହେିପରି ଦେଖିଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:9
ଅଣଯିହୂଦୀ ଲୋକେ, ପରମେଶ୍ବରଙ୍କ ଦ୍ବାରା ପ୍ରଦତ୍ତକରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ଯ ସେ ଏହା କଲେ। ଶାସ୍ତ୍ର କୁ ହେ:

ଗୀତସଂହିତା 105:3
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର। ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।

ଦିତୀୟ ବିବରଣ 32:13
ସଦାପ୍ରଭୁ ପୃଥିବୀର ଉଚ୍ଚସ୍ଥଳୀ ଉପରେ ୟାକକ୍ସ୍ଟବଙ୍କକ୍ସ୍ଟ ବାହନ ଆହାରଣେ କରାଇଲେ। ୟାକକ୍ସ୍ଟବ କ୍ଷେତ୍ରରକ୍ସ୍ଟ ଫସଲ ଖାଇଗଲେ। ସଦାପ୍ରଭୁ ପାଷାଣରକ୍ସ୍ଟ ମଧକ୍ସ୍ଟ ଝରାଇ ଦେଲେ ଏବଂ କଠିନ ଶୀଳାରକ୍ସ୍ଟ ୟାକକ୍ସ୍ଟବ୍ଙ୍କକ୍ସ୍ଟ ତୈଳ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:46
କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ସାହସର ସହିତ କହିଲେ, ପରମେଶ୍ବରଙ୍କର ସୁସମାଚ଼ାର ତୁମ୍ଭମାନଙ୍କ ନିକଟରେ ପ୍ରଥମେ କୁହାୟିବା ଆବଶ୍ଯକ ଥିଲା। କିନ୍ତୁ ତୁମ୍ଭମାନେେ ତାହା ଅସ୍ବୀକାର କରିବାରୁ ତୁମ୍ଭମାନେେ ଅନନ୍ତ ଜୀବନ ପାଇଁ ନିଜକୁ ଯୋଗ୍ଯ ଭାବି ନ ଥିବାରୁ ଆମ୍ଭମାନେେ ଅନ୍ୟଜାତୀୟମାନଙ୍କ ପାଖକୁ ୟିବା।

Chords Index for Keyboard Guitar