Matthew 25:29
ଯେଉଁ ଲୋକ ନିଜ ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ, ତାକୁ ବହୁତ ଅଧିକ ଦିଆୟିବ। ତାହାଙ୍କୁ ତାହାଙ୍କର ଆବଶ୍ଯକତା ଠାରୁ ବହୁତ ବେଶୀ ଦିଆୟିବ। କିନ୍ତୁ ଯେଉଁ ଲୋକ ତା ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ ନାହିଁ, ତାଠାରୁ ଯାହାକିଛି ଅଛି, ସବୁ କିଛି ଛଡ଼ଇେ ନିଆୟିବ।'
Matthew 25:29 in Other Translations
King James Version (KJV)
For unto every one that hath shall be given, and he shall have abundance: but from him that hath not shall be taken away even that which he hath.
American Standard Version (ASV)
For unto every one that hath shall be given, and he shall have abundance: but from him that hath not, even that which he hath shall be taken away.
Bible in Basic English (BBE)
For to everyone who has will be given, and he will have more: but from him who has not, even what he has will be taken away.
Darby English Bible (DBY)
for to every one that has shall be given, and he shall be in abundance; but from him that has not, that even which he has shall be taken from him.
World English Bible (WEB)
For to everyone who has will be given, and he will have abundance, but from him who has not, even that which he has will be taken away.
Young's Literal Translation (YLT)
for to every one having shall be given, and he shall have overabundance, and from him who is not having, even that which he hath shall be taken from him;
| τῷ | tō | toh | |
| For | γὰρ | gar | gahr |
| unto every one that | ἔχοντι | echonti | A-hone-tee |
| hath | παντὶ | panti | pahn-TEE |
| given, be shall | δοθήσεται | dothēsetai | thoh-THAY-say-tay |
| and | καὶ | kai | kay |
| he shall have abundance: | περισσευθήσεται | perisseuthēsetai | pay-rees-sayf-THAY-say-tay |
| but | ἀπὸ | apo | ah-POH |
| from | δὲ | de | thay |
| him | τοῦ | tou | too |
| that hath | μὴ | mē | may |
| ἔχοντος | echontos | A-hone-tose | |
| not | καὶ | kai | kay |
| taken be shall | ὃ | ho | oh |
| away | ἔχει | echei | A-hee |
| even | ἀρθήσεται | arthēsetai | ar-THAY-say-tay |
| that which | ἀπ' | ap | ap |
| he hath. | αὐτοῦ | autou | af-TOO |
Cross Reference
ମାଥିଉଲିଖିତ ସୁସମାଚାର 13:12
ଯାହା ପାଖ ରେ କିଛି ହେଲେ ବୁଝିବା ଶକ୍ତି ଅଛି, ତାକୁ ଆହୁରି ଅଧିକ ଦିଆୟିବ ଏବଂ ସେ ଆବଶ୍ଯକତାଠାରୁ ଅଧିକ ପାଇବ। କିନ୍ତୁ ଯାହା ପାଖ ରେ ବିଶଷେ ବୁଝିବା-ଶକ୍ତି ନାହିଁ, ସେ ତା'ପାଖ ରେ ଥିବା ସହେି ଟିକେ ବୁଝିବାଶକ୍ତି ମଧ୍ଯ ହ ରଇେ ବସିବ।
ଲୂକଲିଖିତ ସୁସମାଚାର 8:18
ତୁମ୍ଭମାନେେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସତକେ ମଧ୍ଯ ତା'ଠାରୁ ଛଡାଇ ନିଆୟିବ।
ମାର୍କଲିଖିତ ସୁସମାଚାର 4:25
ଯାହା ପାଖ ରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆୟିବ। କିନ୍ତୁ ଯାହା ପାଖ ରେ ଖୁବ୍ କମ୍ ଅଛି, ତାହା ମଧ୍ଯ ସେ ହ ରଇେ ବସିବ।
ଯୋହନଲିଖିତ ସୁସମାଚାର 15:2
ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:5
ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହାଇେଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ୟ୍ଯଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତବେେ ମୁଁ ଆସି ତୁମ୍ଭର ଦୀପରୁଖାକୁ ତା'ର ସ୍ଥାନରୁ ଅଲଗା କରି ଦବେି।
ଯୋହନଲିଖିତ ସୁସମାଚାର 11:48
ଯଦି ଆମ୍ଭେ ତାକୁ ଏଭଳି କାର୍ୟ୍ଯ କରିବା ପାଇଁ ଛାଡିଦବୋ, ତାହାକୁ ସମସ୍ତେ ବିଶ୍ବାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରି ଦବେେ।
ଲୂକଲିଖିତ ସୁସମାଚାର 19:25
ଲୋକମାନେ ରାଜାଙ୍କୁ କହିଲେ, କିନ୍ତୁ ଆଜ୍ଞା, ସେ ଚାକରଟି ପାଖ ରେ ତ ଆଗରୁ ଦଶଥଳି ଟଙ୍କା ଅଛି।'
ଲୂକଲିଖିତ ସୁସମାଚାର 16:20
ଲାଜାର ନାମ ରେ ଜଣେ ଅତି ଗରିବ ଲୋକ ଥିଲା। ତା' ଦହେ ଘା' ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖ ରେ ପଡି ରହୁଥିଲା।
ଲୂକଲିଖିତ ସୁସମାଚାର 16:9
ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥି ରେ ପରମେଶ୍ବରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତବେେଳେ ଏ ଜାଗତିକ ଧନ ସରିୟିବ, ସେତବେେଳେ ଚିରନ୍ତନ ନିବାସ ରେ ତୁମ୍ଭମାନଙ୍କୁ ସ୍ବାଗତ କରାୟିବ।
ଲୂକଲିଖିତ ସୁସମାଚାର 16:1
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା।
ଲୂକଲିଖିତ ସୁସମାଚାର 12:19
ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନକେ ଉତ୍ତମ ପଦାର୍ଥ ଅନକେ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।'
ଲୂକଲିଖିତ ସୁସମାଚାର 10:42
କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ସହତ୍ତ୍ବପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛ ଏବଂ ଏହା ତା'ଠାରୁ ଛଡଇେ ନିଆୟିବନାହିଁ।
ମାଥିଉଲିଖିତ ସୁସମାଚାର 21:41
ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।
ହୋଶେୟ 2:9
ତେଣୁ ଆମ୍ଭେ ଫରେି ଆସିବା। ଆମ୍ଭେ ଆମ୍ଭର ସହେି ସମୟରେ ଅମଳ ହେଉଥିବା ଶସ୍ଯ ଫରୋଇ ନବୋ। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫରୋଇ ନବୋ। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫରୋଇ ନବୋ। ଆମ୍ଭେ ସଗେୁଡିକୁ ତା'ର ଶରୀର ଆବୃତ କରିବାକୁ ଦଇେଥିଲୁ।
ଯିରିମିୟଙ୍କ ବିଳାପ 2:6
ସଦାପ୍ରଭୁ ଉଦ୍ୟାନସ୍ଥ ତମ୍ବୁ ପରି ସମାନଙ୍କେର ଆବାସ କୁଡ଼ିଆକୁ ନଷ୍ଟ କରି ଦଇେଛନ୍ତି। ସେ ଆପଣା ସାମାଜିକ ଉପାସନା ସ୍ଥାନକୁ ନଷ୍ଟ କରିଦଇେଅଛନ୍ତି। ସଦାପ୍ରଭୁ ସିୟୋନ ରେ ମହାସଭା ଓ ବିଶ୍ରାମଦିନ ବିସ୍ତୃତ କରାଇ ଅଛନ୍ତି। ଆଉ ଆପଣା ପ୍ରଚଣ୍ଡ କୋରଧ ରେ ରାଜା ଓ ଯାଜକମାନଙ୍କୁ ତୁଚ୍ଛ କରିଛନ୍ତି।